• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କରୋନା ଯୋଦ୍ଧାଙ୍କୁ ହିଞ୍ଜିଳି ବିଜେପି ପକ୍ଷରୁ ସମ୍ବର୍ଦ୍ଧନା – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
May 5, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
କରୋନା ଯୋଦ୍ଧାଙ୍କୁ ହିଞ୍ଜିଳି ବିଜେପି ପକ୍ଷରୁ ସମ୍ବର୍ଦ୍ଧନା – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ହିଞ୍ଜିଳିକାଟୁ,ରିପୋର୍ଟ / ଶେଷଦେବ ସାହୁ ( ଓଡିଶା ତାଜା ନ୍ୟୁଜ୍‌ ) କରୋନା ଯୋଦ୍ଧାଙ୍କୁ ହିଞ୍ଜିଳି ବିଜେପି ପକ୍ଷରୁ ସମ୍ବର୍ଦ୍ଧନା ୫ ମଇ, ମଙ୍ଗଳବାର :- କରୋନା ଭୁତାଣୁ ସଂକ୍ରମଣ ସାରା ବିଶ୍ୱରେ କାୟା ବିସ୍ତାର କରିଛି । ଏହାର ପ୍ରଭାବରେ ସମଗ୍ର ବିଶ୍ୱରେ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ଚାଲି ଯ୍ଧବଥିବା ବେଳେ ବହୁ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏହି ବ୍ୟାଧିରୁ ମୁକୁଳିବା ମାନବ ସମାଜ ପାଇଁ ବଡ଼ ଆହ୍ୱାନ ପାଲଟିଛି । ଏଭଳି ସମୟରେ ସଂପୃକ୍ତ ମହାମାରୀ କରୋନା ଭୁତାଣୁ ସଂକ୍ରମଣରୁ ଜନସାଧାରଣଙ୍କୁ ବଂଚାଇବା ପାଇଁ ଯେଉଁ ପ୍ରଶାସନିକ ଅଧିକାରୀ ବୃନ୍ଦ ନିଜ ଓ ନିଜ ପରିବାରକୁ ଜଳାଞ୍ଜଳି ଦେଇ ଜନସାଓାରଣଙ୍କ ପାଇଁ ଦିନରାତି ଏକାକାର କରି ଆମରି ସେବା କରି ଚାଲିଛନ୍ତି, ପ୍ରକୃତ ପକ୍ଷେ ସେମାନେ ପ୍ରଶଂସାର ପାତ୍ର ଅଟନ୍ତି ।‘କରୋନା ହାରିବ- ସମାଜ ବଂଚିବ’ ଏହି ମିଶନ ନେଇ ନିଜ ପରିବାରକୁ ତ୍ୟାଗ କରି ପୁଲିସ ପ୍ରଶାସନ, ବ୍ଳକ, ତହସିଲ, ଗଣମାଧ୍ୟମ ପ୍ରତିନିଧି, ପୌର ପ୍ରଶାସନ, ସଫେଇ କର୍ମଚାରୀ, ସ୍ୱାସ୍ଥ୍ୟ କର୍ମୀ, ଅଙ୍ଗନୱାଡ଼ି, ଆଶା କର୍ମୀ ପ୍ରମୁଖ ନିଜ ନିଜର କର୍ତବ୍ୟ କରି ଚାଲିଛନ୍ତି ।

ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ବିଜେପି ପକ୍ଷରୁ ପୂର୍ବତନ ରାଜ୍ୟ ଉପସଭାପତି ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଦେବାନନ୍ଦ ମହାପାତ୍ର ସଂପୃକ୍ତ ଅଧିକାରୀ, କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ବ୍ୟକ୍ତିଗତ ସାକ୍ଷାତ କରି ଧନ୍ୟବାଦ ପତ୍ର ଓ ଉପଢୌକନ ପ୍ରଦାନ ପୂର୍ବକ କରୋନା ଯୋଦ୍ଧା ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ବିଜେପିର ଏଭଳି ପ୍ରୟାସକୁ ସ୍ଥାନୀୟ ଅଂଚଳର ବୁଦ୍ଧିଜୀବି ଓ ଜନସାଧାରଣ ପ୍ରଶଂସା କରିଛନ୍ତି । ବିଗେପି ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି, ପ୍ରଧାନମନ୍ତ୍ରୀ କେର୍ ପାଣ୍ଠିକୁ ସହାୟତା ପ୍ରଦାନ, ମାସ୍କ ବଂଟନ ଓ ସ୍ଥାନୀୟ ଅଂଚଳୀ ଗରିବ ଓ ଅସହାୟ ବ୍ୟକ୍ତି ବିଶେଷଙ୍କୁ ଶୁଖିଲା ଖାଦ୍ୟ ଓ ସହାୟତା ପ୍ରଦାନ କାର୍ଯ୍ୟକ୍ରମ ଚାଲୁ ରହିଛି । ଆୟୋଜିତ କାର୍ଯ୍ୟକ୍ରମରେ ଶେରଗଡ଼ ମଣ୍ଡଳ ସଭାପତି ରାମକୃଷ୍ଣ ପାତ୍ର, ଗଣ୍ଡଳା ମଣ୍ଡଳ ସଭାପତି ଉମାକାନ୍ତ ପାଢି, ସିକିରି ମଣ୍ଡଳ ସଭାପତି ରଶ୍ମିତା ବେହେରା, କଂଚୁରୁ ମଣ୍ଡଳ ସଭାପତି ରାମକୃଷ୍ଣ ମହାନ୍ତିଙ୍କ ସହ ବିଜେପିର କାର୍ଯ୍ୟକର୍ତା ମାନେ ଅଂଶ ଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version