• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ନିର୍ବାଚନମଣ୍ତଳୀ ଚାନ୍ଦପୁରଠାରେ ୨୬ତାରିଖ ,ରବିବାର ଅପରାହ୍ନରେ ବିଜୁ ଜନତା ଦଳର – ୨୫ତମ ପ୍ରତିଷ୍ଠାଦିବସ

Proprietor Abhimanyu Maharana by Proprietor Abhimanyu Maharana
December 25, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ରଣପୁର ନିର୍ବାଚନମଣ୍ତଳୀ ଚାନ୍ଦପୁରଠାରେ ୨୬ତାରିଖ ,ରବିବାର ଅପରାହ୍ନରେ ବିଜୁ ଜନତା ଦଳର – ୨୫ତମ ପ୍ରତିଷ୍ଠାଦିବସ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୪ ଡିସେମ୍ବର ଶୁକ୍ରବାର) ରଣପୁର ନିର୍ବାଚନମଣ୍ତଳୀ ,ଚାନ୍ଦପୁର :- ନୟାଗଡ଼ ଜିଲ୍ଲା ରଣପୁର ନିର୍ବାଚନମଣ୍ତଳୀ ଚାନ୍ଦପୁରଠାରେ ଚଳିତମାସ ୨୬ତାରିଖ ରବିବାର ଅପରାହ୍ନରେ ବିଜୁ ଜନତା ଦଳର ୨୫ତମ ପ୍ରତିଷ୍ଠାଦିବସ ଧୂମଧାମରେ ପାଳନପାଇଁ ବିଧାୟକ ସତ୍ୟନାରାୟଣ ପ୍ରଧାନ ଉଦ୍ୟମ କରୁଛନ୍ତି । ପ୍ରାୟ ଦୁଇହଜlର କର୍ମୀଙ୍କ ଯୋଗଦାନକୁ ନିଶ୍ଚିତ କରାଯାଇଛି I ଏନେଇ ଏକପ୍ରସ୍ତୁତି ବୈଠକରେ କାର୍ଯ୍ୟକ୍ରମ ରୂପରେଖ ଚୂଡ଼ାନ୍ତ କରାଯାଇଛି l ପଞ୍ଚାୟତ ନିର୍ବାଚନକୁ ଲକ୍ଷ୍ୟରଖି ପ୍ରାୟ ଡଜନେରୁ ଉର୍ଦ୍ଧ୍ଵ ଦଳୀୟକର୍ମକର୍ତା ଉପସ୍ଥିତକର୍ମୀଙ୍କୁ ଉଦ୍ବୋଧନଦେବେ ଏବଂ ପରେଦଳମୁଖିଆ ନବୀନବାବୁଙ୍କ ଗୁରୁମନ୍ତ ସିଧାପ୍ରସାରଣ ମାଧ୍ୟମରେ କର୍ମୀ ସଭାସ୍ଥଳରେ ଶୁଣିବାର ବ୍ୟବସ୍ଥା କରାଯାଇଛି  I

ସୁସଜ୍ଜିତ ମଞ୍ଚ,ଆକର୍ଷଣୀୟ ତୋରଣ,ରଂଗାରଗକାର୍ଯ୍ୟକ୍ରମ ମାଧ୍ୟମରେ ଦଳୀୟ ବାର୍ତା ପ୍ରଚାର, ଶୃଖଳାରକ୍ଷା,ସରକାରୀ ମାର୍ଗଦର୍ଶୀଅନୁଯାଇ ସଭା ଆୟୋଜନ ଉପରେ ଗୁରୁତ୍ୱ ଦିଆଯାଉଛି । ଦଳକୁ ଏକତାର ସୂତ୍ରରେ ବାନ୍ଧି ଆଗକୁ ବଢ଼ିବାର ଲକ୍ଷ୍ୟ ବିଧାୟକ ରଖିଛନ୍ତି ଓ ମହିଳାମାନଙ୍କ ଯୋଗଦାନକୁ ଗୁରୁତ୍ଵ ଦିଆଯାଉଛି  I ବିଜୁ ସ୍ୱାସ୍ଥ୍ୟ କାର୍ତ ଓ କୋଭିଡ଼ ସହାୟତାର କଥା ସଭାରେ କୁହାଯିବ  I

ଦଳୀୟ ସଭାପତି ପାଣ୍ଡବସେଠୀ,ଜିଲ୍ଲା ପରିଷଦ ସଭ୍ୟ ବିଜୟ କେତନ ସାହୁ,ପୂର୍ବତନ ସମିତିଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ,ଙ୍କଧନୟାଗଡ଼ ସରପଞ୍ଚ ଅରୁଣ ସୁବୁଦ୍ଧି,ଚାନ୍ଦପୁର ପୂର୍ବତନ ସରପଞ୍ଚ ଅଶୋକ ସାହୁ ଓ ମନୋଜ ଦାସ ପ୍ରମୁଖ ଦିନରାତି ଏକକରି କାର୍ଯ୍ୟକ୍ରମର ସଫଳ ଆୟୋଜନ ପାଇଁ ସବୁମତେ ଚେଷ୍ଟା ଜାରି ରଖିଛନ୍ତି  I ପ୍ରାକ୍ ସୂଚନା ଅନୁସାରେ ବିପକ୍ଷଦଳର କିଛିକର୍ମୀ ସେଦିନ ସଭାରେ ମିଶୁଥିବାରଆଭାସ ମିଳିସାରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version