• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପ୍ରବାସୀ ଫେରନ୍ତାଙ୍କ ପାଇଁ ସବୁ ପ୍ରସ୍ତୁତି, ତଥାପି ଚିନ୍ତା ବଢୁଛି – ପ୍ରଶାସନିକ ଅଧିକାରୀ ଦ୍ୱନ୍ଦରେ ପହଂଚିଲେଣି ୪୩୦, ଆସିବେ ୧୦ ହଜାରରୁ ଉର୍ଦ୍ଧ୍ୱ ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
May 5, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ପ୍ରବାସୀ ଫେରନ୍ତାଙ୍କ ପାଇଁ ସବୁ ପ୍ରସ୍ତୁତି, ତଥାପି ଚିନ୍ତା ବଢୁଛି – ପ୍ରଶାସନିକ ଅଧିକାରୀ ଦ୍ୱନ୍ଦରେ ପହଂଚିଲେଣି ୪୩୦, ଆସିବେ ୧୦ ହଜାରରୁ ଉର୍ଦ୍ଧ୍ୱ ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ହିଞ୍ଜିଳିକାଟୁ,ରିପୋର୍ଟ / ଶେଷଦେବ ସାହୁ ( ଓଡିଶା ତାଜା ନ୍ୟୁଜ୍‌ ) ଚିନ୍ତା ବଢୁଛି- ପ୍ରଶାସନିକ ଅଧିକାରୀ ଦ୍ୱନ୍ଦରେ / ୫ ମଇ, ମଙ୍ଗଳବାର :- କାମ ଧନ୍ଦା ନାହିଁ । ପାଖରେ ଟଙ୍କା ବି ସରିଗଲାଣି । ଆଉ ରହିହେବ ନାହିଁ । ଶେଷ ନିଷ୍ପତି ଭିଟାମାଟିକୁ ଫେରିବୁ । ସରକାର ଭିଟାମାଟିକୁ ଯିବା ପାଇଁ କୌଣସି ପଦକ୍ଷେପ ଗ୍ରହଣ ନକଲେ, ବାଧ୍ୟ ହୋଇ ଗାଁକୁ ଚାଲି ଚାଲି ଯିବୁ । ଯାହା ହେବାର ଥିବ, ତାହା ହିଁ ଘଟିବ । ଏଭଳି ନିଷ୍ପତି ନେଇ ବାହାର ରାଜ୍ୟରେ ଫସିଥିବା ପ୍ରବାସୀ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଳକ ଓ ପୌରାଂଚଳକୁ ଆସିବାକୁ ବ୍ୟାକୁଳ ଥିବା ପ୍ରବାସୀ କହିଛନ୍ତି । ଗତ ୩ ଦିନ ମଧ୍ୟରେ ସ୍ଥାନୀୟ ବ୍ଳକ ଓ ପୌରାଂଚଳକୁ ୪୩୦ ପ୍ରବାସୀ ପଂହଚିଥିବା ବେଳେ ସେମାନଙ୍କ ଥର୍ମାଲ ସ୍କ୍ରିନିଂ ପରେ ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ରଖାଯାଇଛି ।

ସେମାନଙ୍କ ନିମନ୍ତେ କେନ୍ଦ୍ର ଗୁଡ଼ିକରେ ରହିବା, ଖାଇବା ସହ ଅନ୍ୟାନ ସମସ୍ତ ପ୍ରକାର ସୁବିଧା ସୁଯୋଗ ବ୍ୟବସ୍ଥା କରାଯାଇଛି ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି । ଗତ ୩ ଦିନ ମଧ୍ୟରେ ୪୩୦ ଜଣ ଫେରନ୍ତା ଆସି ସ୍ଥାନୀୟ ଅଂଚଳରେ ପଂହଚିବା ପରେ ଥର୍ମାଲ ସ୍କ୍ରିନିଂ ପରେ କେନ୍ଦ୍ର ଗୁଡ଼ିକରେ ରଖାଯିବା ପରେ ସେମାନଙ୍କ ରହିବା, ଖାଇବା ସହ ଅନ୍ୟାନ ଆନୁୂସଙ୍ଗିକ ବ୍ୟବସ୍ଥା ବୁଝିବା ନେଇ ପ୍ରଶାସନ ନାକେଦମ ହେଲାଣି । କେରଳ, ତାମିଲନାଡ଼ୁ, ଗୁଜୁରାଟ, ମହାରାଷ୍ଟ୍ର ଓ ଅନ୍ୟାନ ରାଜ୍ୟରୁ ଆସିବାକୁ ଥିବା ଫେରନ୍ତାଙ୍କ ପାଇଁ ପ୍ରଶାସନର ଚିନ୍ତା ଦିନକୁ ଦିନ ବଢିବାରେ ଲାଗିଛି । କାରଣ ରାଜ୍ୟର କେତେକ ଜିଲ୍ଲାର ସଙ୍ଗରୋଧ କେନ୍ଦ୍ରରେ ଖାଇବାରେ ଅବ୍ୟବସ୍ଥା ଓ ଫେରନ୍ତାଙ୍କ ଅସନ୍ତୋଷ ନେଇ ଚିନ୍ତା ବଢିଛି । ଉକ୍ତ ଘଟଣାକୁ ନେଇ ସେଠାକାର ଜିଲ୍ଲା ପ୍ରଶାସନ ଗୁରୁତର ସହ ନେଇଛି । ରାଜ୍ୟ ସରକାର ବି ଏ ନେଇ ଚିନ୍ତା ପ୍ରକଟ କରିଛନ୍ତି । ସ୍ଥାନୀୟ ବ୍ଳକ ଓ ପୌରାଂଚଳର ସମସ୍ତ ସଙ୍ଗରୋଧ କେନ୍ଦ୍ର ଗୁଡ଼ିକରେ ସମସ୍ତ ପ୍ରକାର ସୁବିଧା ସୁଯୋଗର ବ୍ୟବସ୍ଥା କରାଯାଇଛି ।

ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ନିକଟସ୍ଥ ଶୀତଳାପଲ୍ଲୀ ଠାରେ କୋଭିଡ଼-୧୯ ହସପିଟାଲ ଖୋଲାଯାଇଛି । ପ୍ରତି ପଂଚାୟତରେ ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ର ଖୋଲାଯାଇଛି । ଏପରିକି ସରଂପଚ ମାନଙ୍କୁ ଜିଲ୍ଲାପାଳ କ୍ଷମତା ମିଳିବା ପରେ ସରଂପଚ ମାନେ କରୋନା ମୁକାବିଲା ଲାଗି ଲାଗି ପଡ଼ିଛନ୍ତି । ଏତେ ସବୁ ସୁବିଧା, ସୁଯୋଗେ ଓ ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ସ୍ଥାନୀୟ ପ୍ରଶଶସନିକ ଅଧିକାରୀଙ୍କ ଚିନ୍ତା ବଢିବାରେ ଲାଗିଛି । କାରଣ କିଛି ବି ଅବ୍ୟବସ୍ଥା ଦେଖାଦେଲେ ବଦନାମ ହେବାର ଯଥେଷ୍ଟ ଭୟ ରହିଛି । ହିଞ୍ଜିଳିକାଟୁ ବ୍ଳକକୁ ପ୍ରାୟ ୧୦ ହଜାର ୨ଶହ ପ୍ରବାସୀ ଫେରିବା ଲାଗି ବ୍ୟବସ୍ଥା କରାଯାଇଥିବା ବେଳେ ବ୍ଳକର ୨୧ଟି ପଂଚାୟତରେ ୬୮ଟି ସଙ୍ଗରୋଧ କେନ୍ଦ୍ର ଖୋଲାଯାଇଥିବା ବିଡ଼ିଓ ପ୍ରସନ କୁମାର ପାତ୍ର କହିଛନ୍ତି । ସେହିପରି ସ୍ଥାନୀୟ ପୌରାଂଚଳର ୬୮୨ ପ୍ରବାସୀ ଫେରିବା ଲାଗି ବ୍ୟବସ୍ଥା କରାଯାଇଥିବା ବେଳେ ପୌରାଂଚଳର ବିଭିନ୍ନ ୱାର୍ଡ଼ରେ ୧୨ଟି ସଙ୍ଗରୋଧ କେନ୍ଦ୍ର ଖୋଲାଯାଇଥିବା ସଙ୍ଗରୋଧ କେନ୍ଦ୍ର ଖୋଲାଯାଇଥିବା ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଞ୍ଜନ ସାହୁ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version