• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖାଉଟିଙ୍କ ପାଇଁ ଆଶ୍ୱସ୍ତିକର ଖବର : ଆଜି ତାହା ୧୭ରୁ ୨୨ ଟଙ୍କା ଶସ୍ତା ହୋଇଛି

Proprietor Abhimanyu Maharana by Proprietor Abhimanyu Maharana
January 14, 2022
in ଓଡ଼ିଶା, ମହାନଗର, ହୋମ୍
0
ଖାଉଟିଙ୍କ ପାଇଁ ଆଶ୍ୱସ୍ତିକର ଖବର : ଆଜି ତାହା ୧୭ରୁ ୨୨ ଟଙ୍କା ଶସ୍ତା ହୋଇଛି
Share on FacebookShare on TwitterWhatsapp

ଆଜି ଖାଇବା ତେଲ ମୂଲ୍ୟରେ ହ୍ରାସ ୧୭ରୁ ୨୨ ଟଙ୍କା ଶସ୍ତା ହୋଇଛି ।

ଓଡ଼ିଶା ତାଜା ନ୍ୟୁଜ୍ (୧୪ ଜାନୁଆରୀ ଶୁକ୍ରବାର ) ଭୁବନେଶ୍ୱର :- ନିୟନ୍ତ୍ରଣକୁ ଆସୁଛି ଖାଇବା ତେଲର ମୂଲ୍ୟ । ଖାଇବା ତେଲ ମୂଲ୍ୟରେ ହ୍ରାସ ସାଧାରଣ ଖାଉଟିକୁ ଆଶ୍ୱସ୍ତି ପ୍ରଦାନ କରିଛି । ଦୁଇରୁ ତିନି ମାସ ପୂର୍ବେ ଯେଉଁଠି ସୋରିଷ ତେଲର ଦର ଆକାଶଛୁଆଁ ଥିଲା । ଆଜି ତାହା ୧୭ରୁ ୨୨ ଟଙ୍କା ଶସ୍ତା ହୋଇଛି । ତେବେ ଖାଇବା ତେଲ ଉପରେ ଆମଦାନୀ ଶୁକ୍ଲ ଶୂନ କରିବା ସହ ଭବିଷ୍ୟତ ପାଇଁ ବ୍ୟବସାୟୀକ ଚୁକ୍ତି ଉପରେ ରୋକ ଲଗାଇବା ପରି ସରକାରଙ୍କ ପଦକ୍ଷେପ ଯୋଗୁଁ ମୂଲ୍ୟ ହ୍ରାସ ହେଉଥିବା କୁହାଯାଉଛି । ବ୍ୟବସାୟୀଙ୍କ ମତ ଖାଇବା ତେଲ ଆଗକୁ ଆହୁରି ଶସ୍ତା ହୋଇପାରେ ।

ଗତ ଏକ ମାସରେ ଯଦି ଖାଇବା ତେଲର ଦର ଉପରେ ନଜର ପକାଇବା ତେବେ ଅକ୍ଟୋବର-ନଭେମ୍ୱରରେ ସୋରିଷ ତେଲ ଲିଟର ପିଛା ୧୮୫ ଟଙ୍କାରେ ବିକ୍ରିରେ ହେଉଥିଲା । ଏବେ ଏହା ୧୬୩ରୁ ୧୬୮ ଟଙ୍କାରେ ବିକ୍ରି ହେଉଛି । ସେହିପରି ନଭେମ୍ୱର ମାସରେ ସୋୟାବିନ ତେଲ ଲିଟର ପିଛା ଦର ୧୪୦ ଟଙ୍କା ରହିଥିଲା । ଯାହା ବର୍ତ୍ତମାନ ସମୟରେ ୧୩୦ରୁ ୧୩୨ ଟଙ୍କା ପ୍ରତି ଲିଟର ହୋଇଛି ।

ବଜାର ବିଶେଷଜ୍ଞଙ୍କ ମତ ଖରିଫର ମୁଖ୍ୟ ଫସଲ ସୋୟାବିନର ଉତ୍ପାଦନରେ ହ୍ରାସ ଯୋଗୁଁ ସେପ୍ଟେମ୍ୱରରେ ଏହାର ମୂଲ୍ୟରେ ବୃଦ୍ଧି ଘଟିଥିଲା । ଫଳରେ ସୋୟାବିନ ତଲର ଲିଟର ପିଛା ଦର ୯୦ ଟଙ୍କାରୁ ବଢି ୧୪୦ ଟଙ୍କାରେ ପହଞ୍ଚିଥିଲା । ଖାଇବା ତେଲ ମୂଲ୍ୟରେ ୪ ମାସରେ ଲିଟର ପିଛା ୪୫ ଟଙ୍କା ବୃଦ୍ଧି ସାଧାରଣ ଖାଉଟିଙ୍କ ଚିନ୍ତା ବଢାଇଥିଲା । କିନ୍ତୁ ଏବେ ଏହି ମୂଲ୍ୟରେ ହ୍ରାସ ଆରମ୍ଭ ହୋଇଛି । ଯେଉଁଥି ପାଇଁ ଖାଉଟି ୮ରୁ ୧୦ ଟଙ୍କା ସଞ୍ଚୟ କରିପାରୁଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

June 23, 2026
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

June 23, 2026
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version