• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଦୋକାନ ଖୋଲିବା ସମୟକୁ ନେଇ ଦ୍ୱନ୍ଦରେ ବ୍ୟବସାୟୀ ବଣିକ ସଂଘ ସହ ପୌର ନିର୍ବାହୀ ଅଧିକାରୀଙ୍କ ସହ ଆଲୋଚନା – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
May 6, 2020
in Uncategorized, ଓଡ଼ିଶା, ହୋମ୍
0
ଦୋକାନ ଖୋଲିବା ସମୟକୁ ନେଇ ଦ୍ୱନ୍ଦରେ ବ୍ୟବସାୟୀ ବଣିକ ସଂଘ ସହ ପୌର ନିର୍ବାହୀ ଅଧିକାରୀଙ୍କ ସହ ଆଲୋଚନା – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ହିଞ୍ଜିଳିକାଟୁ ,ରିପୋର୍ଟ /ଶେଷଦେବ ସାହୁ ( ଓଡିଶା ତାଜା ନ୍ୟୁଜ୍‌ ) ବ୍ୟବସାୟୀ ବଣିକ ସଂଘ ସହ ପୌର ନିର୍ବାହୀ ଅଧିକାରୀଙ୍କ ସହ ଆଲୋଚନା,୬ ମଇ, ବୁଧବାର :- ସମଗ୍ର ବିଶ୍ୱରେ ମହାମାରୀ କରୋନା ଭୁତାଣୁ ସଂକ୍ରମଣ କାୟା ବିସ୍ତାର କରିବାରେ ଲାଗିଛି । ଏହାକୁ ରୋକିବା ଲାଗି ସରକାର ତୃତୀୟ ପର୍ଯ୍ୟାୟରେ ଆସନ୍ତା ମେ ୧୭ ତାରିଖ ପର୍ଯ୍ୟନ୍ତ ଲକଡ଼ାଉନ ଘୋଷଣା କରିଛନ୍ତି । ତୃତୀୟ ପର୍ଯ୍ୟାୟ ଲକଡ଼ାଉନ ଗୋଷଣା ପରେ ସାରା ଦେଶକୁ ସରକାର ୩ଟି ଜୋନରେ ବିଭକ୍ତ କରିଛନ୍ତି ଯଥା ଗ୍ରୀନ୍‌, ଅରେଞ୍ଜ ଓ ରେଡ଼୍ । କେଉଁ ଜୋନରେ କେଉଁ କେଉଁ ବ୍ୟବସାୟିକ ଅନୁଷ୍ଠାନ କେତେ ସମୟ ସକାଶେ ଖୋଲିବ ସେ ନେଇ ବିଜ୍ଞପ୍ତି ଜାରୀ କରିଛନ୍ତି । ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ଜୋନ ଘୋଷଣା କରାଯାଇଥବା ବେଳେ ହିଞ୍ଜିଳିକାଟୁ ଅଂଚଳର ବ୍ୟବସାୟୀ ମାନେ କେତେ ସମୟ ଲାଗି ନିଜ ନିଜର ବ୍ୟବସାୟିକ ପ୍ରତିଷ୍ଠାନ ଖୋଲା ରଖିବେ, ସେ ନେଇ ଦ୍ୱନ୍ଦରେ ରହିଛନ୍ତି ।

ଲକଡ଼ାଉନର ୨ୟ ପର୍ଯ୍ୟାୟ ମେ ୩ ତାରିଖରେ ଶେଷ ହେବା ପରେ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କପକ୍ଷରୁ କୌଣସି ସୂଚନା ପ୍ରଦାନ କରାନଯିବା ଯୋଗୁଁ ସ୍ଥାନୀୟ ପୌରାଂଚଳ ସମେତ ବ୍ଳକର ବିଭିନ୍ନ ଗ୍ରାମାଂଚଳ ଗୁଡ଼ିକର ବ୍ୟବସାୟିକ ପ୍ରତିଷ୍ଠାନ ଗୁଡ଼ିକ ପୂର୍ବଭଳି ପ୍ରତ୍ୟେହ ସକାଳ ୭ଟାରୁ ମଧ୍ୟାନ୍ନ ୧୨ଟା ପର୍ଯ୍ୟନ୍ତ ଖୋଲା ରଖୁଛନ୍ତି । ମଧାନ୍ନ ୧୨ଟା ପରେ ସହର ଶୂନଶାନ ହେବା ସହ ସମସ୍ତ ବ୍ୟବସାୟିକ ଅନୁଷ୍ଠାନ ମଧ୍ୟ ବନ୍ଦ ରହୁଛି । ବ୍ୟବସାୟିକ ପ୍ରତିଷ୍ଠାନର ମାଲିକ ମାନେ ଦୋକାନ ଖୋଲିବା ସମୟ ସାରଣୀକୁ ନେଇ ଦ୍ୱନ୍ଦରେ ରହିଛନ୍ତି ।

ପୂର୍ବଭଳି ବ୍ୟବସାୟିକ ପ୍ରତିଷ୍ଠାନ ଗୁଡ଼ିକ ସକାଳ ୭ଟାରୁ ୧୨ ଟା ପର୍ଯ୍ୟନ୍ତ ଖୋଲା ରହିବ ନା ସରକାରଙ୍କ ନିର୍ଦ୍ଦେଶ ମୁତାବକ ସକାଳ ୭ଟାରୁ ସନ୍ଧ୍ୟା ୭ଟା ଯାଏଁ ଖୋଲା ରହିବ ସେ ନେଇ ଦ୍ୱନ୍ଦରେ ରହିଥିଲେ । ଏ ନେଇ ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଲକ୍ଷ୍ମୀ ନୃସିଂହ ବଣିକ ସଂଘର କର୍ମକର୍ତା ମାନେ ଏ ନେଇ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଞ୍ଜନ ସାହୁଙ୍କୁ ସାକ୍ଷାତ କରି ଆଲୋଚନା କରିଥିଲେ । ଆଲୋଚନାରେ ବଣିକ ସଂଘ ସଭାପତି ନୃସିଂହ ପ୍ରସାଦ ପଟ୍ଟନାୟକ, କୃଷ୍ଣ ନାୟକ, ଟି. ରାମଶ୍ୱେର ପାତ୍ର, ପ୍ରମୋଦ ମହାପାତ୍ର, ଯୁଗଳ କିଶୋର ପଣ୍ଡା, ଇ.ରାମାରାଓ ପାତ୍ର ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

March 19, 2026
ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

March 19, 2026
ଶିକ୍ଷୟିତ୍ରୀ ରେଣୁବାଳା ମହାନ୍ତି ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷୟିତ୍ରୀ ରେଣୁବାଳା ମହାନ୍ତି ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା

March 19, 2026
ରଣପୁରରେ ପ୍ଲାଷ୍ଟିକ ବିକଳ୍ପ ଉପରେ କାପାସିଟି ବିଲ୍ଡିଂ ଟ୍ରେନିଙ୍ଗ ପ୍ରୋଗ୍ରାମ ଆୟୋଜିତ।

ରଣପୁରରେ ପ୍ଲାଷ୍ଟିକ ବିକଳ୍ପ ଉପରେ କାପାସିଟି ବିଲ୍ଡିଂ ଟ୍ରେନିଙ୍ଗ ପ୍ରୋଗ୍ରାମ ଆୟୋଜିତ।

March 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଓଡ଼ିଆ ପକ୍ଷ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

March 19, 2026
ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

March 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version