• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନକଲି ପୋଲିସ ଯାଞ୍ଚ୍ ଅଳରେ କରୁଥିଲେ ଲୁଟପାଟ୍ – ଅସଲି ପୋଲିସ କଲା ଗିରଫ

Proprietor Abhimanyu Maharana by Proprietor Abhimanyu Maharana
January 15, 2022
in ଓଡ଼ିଶା, ବରଗଡ଼, ହୋମ୍
0
ନକଲି ପୋଲିସ ଯାଞ୍ଚ୍ ଅଳରେ କରୁଥିଲେ ଲୁଟପାଟ୍ – ଅସଲି ପୋଲିସ କଲା ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୫ ଜାନୁଆରୀ ଶନିବାର) ବରଗଡ଼ :- ପୋଲିସ ସ୍କ୍ବାଡର କର୍ମଚାରୀ ପରିଚୟ ଦେଇ ଲୁଟ୍‌ପାଟ୍‌ କରୁଥିବା ଦୁଇ ଅଭିଯୁକ୍ତଙ୍କୁ ଅତାବିରା ଥାନା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବଲାଙ୍ଗୀର ସଦର ଥାନା ସିନ୍ଦୁରବାହାଲ ଗ୍ରାମର ସୁମନ ଶେଖର ପାଣିଗ୍ରାହୀ(୨୬) ଏବଂ ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନଂ-୮ କେନାଲପଡ଼ା ନିବାସୀ ଫୁପଲୁ ଓରଫ୍‌ ରାଜେଶ ମେହେର(୩୬) । ସେମାନଙ୍କ ନିକଟରୁ ଏକ ବାଇକ୍‌(ଓଡି ୦୩ କ୍ୟୁ ୦୮୪୬), ଓଡ଼ିଶା ପୋଲିସ ଲେଖାଥିବା ୨ଟି ଜ୍ୟାକେଟ୍‌, ୪ଟି ମୋବାଇଲ, ଗୋଟିଏ ଟୋପି, ନଗଦ ୨ହଜାର ଟଙ୍କା ଏବଂ ଗୋଟିଏ ଆଇରନ ପାଇପ୍‌ ଜବତ ହୋଇଛି। ଗିରଫ ଅଭିଯୁକ୍ତମାନଙ୍କୁ ଆଜି କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାର ସେମାନଙ୍କୁ ବରଗଡ଼ ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି ।

ଏ ନେଇ ଅତାବିରା ଥାନାରେ ଦଫା ୪୧୯, ୪୨୦, ୩୮୬, ୩୪ଆଇପିସିରେ ଏକ ମାମଲା ରୁଜୁ ହୋଇଛି । ବରଗଡ଼ ଏସ୍‌ଡିପିଓଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଏସଡିପିଓ ଦୀପକ କୁମାର ଗୋଚ୍ଛାୟତ ସୂଚନା ଦେଇ କହିଥିଲେ, ଗତକାଲି ପ୍ରାୟ ୮ଟା ସମୟରେ ଗିରଫ ୨ ଅଭିଯୁକ୍ତ ଓଡ଼ିଶା ପୋଲିସ ଲେଖାଥିବା ଜ୍ୟାକେଟ୍‌ ପିନ୍ଧି ଜବତ ବାଇକ୍‌ ଯୋଗେ ଅତାବିରା ଥାନା ରେଙ୍ଗାଲି(କର୍ଲାଟିକ୍ରା) ଗ୍ରାମର ଟୁନା ମିର୍ଦ୍ଧା(୩୧)ଙ୍କ ଗ୍ରୋସରୀ ଦୋକାନରେ ପହଞ୍ଚିଥିଲେ। ସେତେବେଳେ ଦୋକାନ ଖୋଲାଥିବାରୁ ଏତେ ରାତିରେ କାହିଁକି ଦୋକାନ ଖୋଲିଛନ୍ତି ବୋଲି କହିବା ସହିତ ୨ ହଜାର ଟଙ୍କା ନ ଦେଲେ ଟୁନାଙ୍କୁ ଜେଲ୍‌ ପଠାଇ ଦେବୁ ବୋଲି ଅଭିଯୁକ୍ତମାନେ ଧମକ ଦେଇଥିଲେ। ଏଥିରେ ଭୟଭୀତ ହୋଇପଡ଼ି ଟୁନା ଅଭିଯୁକ୍ତମାନଙ୍କୁ ୨ହଜାର ଟଙ୍କା ଦେଇଥିଲେ।

ଏ ନେଇ ଟୁନା ଅତାବିରା ଥାନାରେ ଏତଲା ଦେବା ପରେ ପୋଲିସ ଉପରୋକ୍ତ ମାମଲା ରୁଜୁ କରିଥିଲା ଏବଂ ଏସ୍‌ପି ରାହୁଲ ଜୈନଙ୍କ ତତ୍ତ୍ବାବଧାନରେ ଅତାବିରା ଥାନା ଆଇଆଇସି ଅନିଲ କୁମାର ପ୍ରଧାନ ଏହାର ତଦନ୍ତ କରିଥିଲେ। ତଦନ୍ତରେ ୨ଅଭିଯୁକ୍ତ ଧରାପଡ଼ି ଥିବା ବେଳେ ସେମାନେ ବଲାଙ୍ଗୀର ବରଗଡ଼ ଜିଲାର ବିଭିନ୍ନ ମାମଲାରେ ସମ୍ପୃକ୍ତ ଥିବା ଜଣାପଡ଼ିଥିଲା । ଏହା ସହିତ କିଛିଦିନ ତଳେ ସିପୁନ ବେହେରା ଏବଂ ସାଧୁଚରଣ ଭୋଇଙ୍କଠାରୁ ଲୁଟ୍‌ ହୋଇଥିବା ୨ ମୋବାଇଲ ଅଭିଯୁକ୍ତଙ୍କ ପାଖରୁ ଉଦ୍ଧାର ହୋଇଥିବା ବେଳେ ଗତ ୬ ତାରିଖ ଅତାବିରା ଥାନା ରେଳ ଷ୍ଟେସନ ଅଞ୍ଚଳରେ ନଗଦ ୮ହଜାର ଟଙ୍କା, ଦୁଇଟି ମୋବାଇଲ ଲୁଟ୍‌ ଘଟଣାରେ ସେମାନଙ୍କ ସମ୍ପୃକ୍ତି ଥିବା ଅଭିଯୁକ୍ତମାନେ ସ୍ବୀକାର କରିଛନ୍ତି ବୋଲି ଏସ୍‌ଡିପିଓ ସୂଚନା ଦେଇଥିଲେ। ସାମ୍ବାଦିକ ସମ୍ମିଳନୀରେ ଅତାବିରା ଥାନା ଆଇଆଇସି ଅନିଲ କୁମାର ପ୍ରଧାନ ଏବଂ ଅନ୍ୟ ପୋଲିସ କର୍ମଚାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

March 14, 2026
ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 15, 2026
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version