• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଢିଙ୍କିଆରେ କୋକୁଆ ଭୟ : ପଇଁତରା ମାରୁଛି ପୁଲିସ – ଗିରଫ ଭୟରେ ଘର ଛାଡି ବିଲରେ ଲୁଚି ରହିଛନ୍ତି ଗ୍ରାମବାସୀ

Proprietor Abhimanyu Maharana by Proprietor Abhimanyu Maharana
January 16, 2022
in ଅପରାଧ, ଓଡ଼ିଶା, ହୋମ୍
0
ଢିଙ୍କିଆରେ କୋକୁଆ ଭୟ : ପଇଁତରା ମାରୁଛି ପୁଲିସ – ଗିରଫ ଭୟରେ ଘର ଛାଡି ବିଲରେ ଲୁଚି ରହିଛନ୍ତି ଗ୍ରାମବାସୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୫ ଜାନୁଆରୀ ଶନିବାର) ଢିଙ୍କିଆ :- ଗତକାଲିର ଘଟଣା ପରେ ଖାଲି ହୋଇଯାଇଛି ଗାଁ । ପଇଁତରା ମାରୁଛି ପୁଲିସ, ଗିରଫ ଭୟରେ ଘର ଛାଡି ବିଲରେ ଲୁଚି ରହିଛନ୍ତି ଗ୍ରାମବାସୀ । ପାନବରଜ ଉଚ୍ଛେଦ ବେଳେ ଗ୍ରାମବାସୀ ଓ ପୁଲିସ ମଧ୍ୟରେ ହୋଇଥିବା ଧସ୍ତାଧସ୍ତି ଓ ମାରପିଟ୍ ଘଟଣାରେ ୮ଜଣଙ୍କୁ ଗିରଫ କରାଯାଇଛି । ଲୋକେ ବିଲରେ ଲୁଚି ଥିବା ବେଳେ ସେମାନଙ୍କୁ କ୍ୟାମେରାରେ କଏଦ କରିଛି କନକ ନ୍ୟୁଜ ।

ରଣକ୍ଷେତ୍ର ପରେ ଖାଁ ଖାଁ ଢିଙ୍କିଆ । ଘରେ ପଡିଛି ତାଟି କବାଟ । ଶୁକ୍ରବାର ଢ଼ିଙ୍କିଆ ଗ୍ରାମବାସୀ ଓ ପୋଲିସ ମଧ୍ୟରେ ଖଣ୍ଡଯୁଦ୍ଧ ହେବା ପରେ ଖାଲି ହୋଇଯାଇଛି ଗାଁ । ଘରେ ତାଟି କବାଟ ପଡିଛି । ଆନ୍ଦୋଳନରେ ସାମିଲ ହୋଇଥିବା ଗ୍ରାମବାସୀ ଯିଏ ଯୁଆଡେ ପାଇଛନ୍ତି ଚାଲିଯାଇଛନ୍ତି । କିଏ କେଉଁଆଡେ ଯାଇଛି ସେନେଇ କାହା ପାଖରେ କୌଣସି ଖବର ନାହିଁ । ବିଶେଷକରି ଗିରଫ ଭୟରେ ଗାଁ ପୁରୁଷ ଶୂନ୍ୟ ହୋଇଯାଇଛି । କିଛି ମହିଳା ଓ ଛୋଟ ପିଲା ଘର ଭିତରେ ଥିଲେ ବି ଭୟ ଭିତରେ ଅଛନ୍ତି । ଘରର ରୋଜଗାରିଆ ଲୋକ ଚାଲିଯାଇଥିବାରୁ ଚିନ୍ତାରେ ପଡିଛନ୍ତି ।

ଗ୍ରାମବାସୀଙ୍କୁ ଘାରିଛି ଗିରଫ ଭୟ । ପଇଁତରା ମାରୁଛି ପୋଲିସ । ବିଲରେ ଲୁଚିଛନ୍ତି ଢ଼ିଙ୍କିଆବାସୀ । ଶୁକ୍ରବାରର ଘଟଣା ପରେ ଢ଼ିଙ୍କିଆ ଲୋକଙ୍କ ଭିତରେ ଏକ ପ୍ରକାର କୋକୁଆ ଭୟ ସୃଷ୍ଟି ହୋଇଛି । ଅନେକ ଗ୍ରାମବାସୀଙ୍କ ବିରୋଧରେ ଥାନାରେ ମାମଲା ଥିବାରୁ କିଏ ବିଲରେ ଲୁଚିଛି, ତ ଆଉ କିଏ ପାଖ ଜଙ୍ଗଲରେ, ଆଉ କିଏ ପୋଖରୀ ହୁଡାରେ ଲୁଚିଥିବା ଦେଖିବାକୁ ମିଳିଛି । ଘରଠାରୁ କିଛି ଦୂରରେ ଥିବା ବିଲ ଭିତରେ ଲୁଚିଛନ୍ତି କିଛି ଗ୍ରାମବାସୀ । ପୋଲିସ ପଇଁତରା ମାରୁଥିବାରୁ ସେମାନଙ୍କୁ କାଳେ ଗିରଫ କରି ନେଇଯିବ ସେହି ଭୟରେ ସେମାନେ ଆତ୍ମରକ୍ଷା ପାଇଁ ଏମିତି ଲୁଚିଥିବା କୁହାଯାଉଛି ।

ପ୍ରାୟ ଦୁଇ ମାସ ଛକାପଂଝା ପରେ ଏବେ ଯେଉଁଁ ପରିସ୍ଥିତି ସୃଷ୍ଟି ହୋଇଛି ଅନୁମାନ କରାଯାଉଛି ପ୍ରକଳ୍ପ ବିରୋଧୀ ଗଡ ଢ଼ିଙ୍କିଆରେ ସ୍ୱର ନରମିଛି । ଆଉ ନେତା ଗିରଫ ହେବା ପରେ ଗ୍ରାମବାସୀଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି । ତେବେ ଆଗାମି ଦିନରେ ଗ୍ରାମବାସୀଙ୍କ ଆଭିମୁଖ୍ୟ କଣ ରହିବ ତାଉପରେ ସମସ୍ତଙ୍କ ନଜର ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026
ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

ହୋଟେଲ ଓ ଫ୍ଲାଟର ବର୍ଜ୍ୟଜଳ ମଙ୍ଗଳା ନଦୀରେ ମିଶୁଛି ଡ୍ରେନଜ ଓ ଜଳସମ୍ପଦ ଅଧିକାରୀ କୁମ୍ଭକର୍ଣ୍ଣ ନିଦ୍ରାରେ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version