• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦାରିଙ୍ଗବାଡ଼ି ବ୍ଲକ ରେ ବାଜିଲା ପଞ୍ଚାୟତ ନିର୍ବାଚନୀ ବିଗୁଲ ; ୩ ପ୍ରମୁଖ ଦଳ ନିର୍ବାଚନ ପାଇଁ ସଜବାଜ

Proprietor Abhimanyu Maharana by Proprietor Abhimanyu Maharana
January 16, 2022
in ଓଡ଼ିଶା, କନ୍ଧମାଳ, ହୋମ୍
0
ଦାରିଙ୍ଗବାଡ଼ି ବ୍ଲକ ରେ ବାଜିଲା ପଞ୍ଚାୟତ ନିର୍ବାଚନୀ ବିଗୁଲ ; ୩ ପ୍ରମୁଖ ଦଳ ନିର୍ବାଚନ ପାଇଁ ସଜବାଜ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( 16 ଜାନୁଆରୀ ରବିବାର ) ବାଲିଗୁଡା :-  ପଞ୍ଚାୟତ ନିର୍ବାଚନ ପାଇଁ ବିଧବଦ୍ଧ ତାରିଖ ଘୋଷଣା ପରେ ବ୍ଲକ ଓ ଗାଁ ରାଜନୀତି ଏବେ ଜୋର ଧରିଛି । ବ୍ଲକସଦର ମହକୁମା ସହିତ ଅଞ୍ଚଳର ସିମନବାଡି, ବୁଡ଼ାଗୁଡା, କିରିକୁଟି, ବାଡାବାଙ୍ଗା, ଦାରିଙ୍ଗବାଡ଼ି, ସିକରମାହା, ଗଦାପୁର, ଵ୍ରହ୍ମଣୀଗାଁ ଓ କାଟିଙ୍ଗିଆ ବଜାରରେ ବିଭିନ୍ନ ରାଜନୈତିକ ଦଳର କର୍ମୀଙ୍କ ସମାଗମ ଦେଖିବାକୁ ମିଳିଛି। ତେବେ ସମର୍ଥିତ ପ୍ରାର୍ଥୀ ଚୟନକୁ ନେଇ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ଅଙ୍କକଷା ଆରମ୍ଭ ହୋଇଛି । ଆସନ୍ତା କାଲି ନାମାଙ୍କନ ପତ୍ର ଦାଖଲ କରିବା ପ୍ରଥମ ଦିନ ରହିଛି। ବିଭିନ୍ନ ଦଳର ଆଶାୟୀ ପ୍ରାର୍ଥୀ ସେମାନଙ୍କର ଛବି ଆରମ୍ଭ କରିଛନ୍ତି । ଦାରିଙ୍ଗବାଡ଼ି ବ୍ଲକର ୨୫ ପଞ୍ଚାୟତରେ ସରପଞ୍ଚ ଓ ସମିତି ସଭ୍ୟସଭ୍ୟା ଓ ୨ଟି ଜିଲ୍ଲା ପରିଷଦ ଜୋନ୍‌ ଲାଗି ଆସନ୍ତା ୧୭ରୁ ୨୧ ତାରିଖ ପର୍ଯ୍ୟନ୍ତ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ହେବ। ଜିଲ୍ଲା ପରିଷଦ ସଭ୍ୟ ପଦ ଲାଗି ନାମାଙ୍କନ ପତ୍ର ଦାଖଲ ବାଲିଗୁଡ଼ା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ। ସେଭଳି ସମିତିସଭ୍ୟ ପଦବୀ ପାଇଁ ବ୍ଲକ ବିଡିଓଙ୍କ ଠାରେ ଓ ସରପଞ୍ଚ ପଦ ଲାଗି ପଞ୍ଚାୟତ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ ହେବ। ଚଳିତ ନିର୍ବାଚନରେ ବ୍ଳକର ୮୦ ହଜାର ୫ ଶହ ୬୧ ମତଦାତା ସେମାନଙ୍କ ମତ ସାବ୍ୟସ୍ତ କରିବେ । ଏମାନଙ୍କ ମଧ୍ୟରେ ୪୧ ହଜାର ୭ ଶହ ୩୯ ମହିଳା ଥିବା ବେଳେ ୩୮,୮୦୯ ପୁରୁଷ ଭୋଟର ଓ ମାତ୍ର ୧୩ ଜଣ କିନ୍ନର ଭୋଟର ମତଦାନରେ ଅଂଶଗ୍ରହଣ କରିବେ। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରାରମ୍ଭରୁ ଏହି ବ୍ଲକରେ କଂଗ୍ରେସ ୨ଟି ଜିଲ୍ଲା ପରିଷଦ ପଦକୁ ହାତେଇ ଆସିଛି।

ଚଳିତ ନିର୍ବାଚନରେ କିନ୍ତୁ ଜିଲାପରିଷଦ ପଦକୁ ବିଜେଡି କିଭଳି ହାତେଇ ଇତିହାସ ରଚିବ ସେଥିପାଇଁ ଜୋରଦାର ଉଦ୍ୟମ କରୁଛି। ଏପଟେ ବିଭିନ୍ନ ଗ୍ରାମରେ ଶାସକ ଦଳର ବିଧାୟକଙ୍କ କାର୍ଯ୍ୟ କଳାପରେ ଆକୃଷ୍ଟ ହୋଇ କଂଗ୍ରେସ ,ବିଜେପି ଛାଡ଼ି ବିଜେଡିରେ ସାମିଲ ହେଉଛନ୍ତି । ଏପଟେ କଂଗ୍ରେସ ଓ ବିଜେପି ମଧ୍ୟ ମିଶ୍ରଣ ପର୍ବ ଜାରି ରଖୁଛନ୍ତି । ଦାରିଙ୍ଗବାଡ଼ି ବ୍ଲକରେ ଦୁଇଟି ଜିଲ୍ଲା ପରିଷଦ ଜୋନ୍‌ ରହିଛି। ଗତ ନିର୍ବାଚନରେ ୧୦ନଂ ଜୋନ୍‌କୁ କଂଗ୍ରେସ ହାତେଇଥିବା ବେଳେ ୧୧ନଂ ଜୋନ୍‌ରେ କଂଗ୍ରେସ ଓ ବିଜେଡି ମଧ୍ୟରେ କଡ଼ା ଟକ୍କର ହୋଇଥିଲେ ମଧ୍ୟ ଏହାକୁ ମଧ୍ୟ କଂଗ୍ରେସ ହାତେଇ ନେଇଥିଲା। ତେଣୁ ଚଳିତ ପଞ୍ଚାୟତ ନିର୍ବାଚନରେ ମଧ୍ୟ ଗଡ଼ ସୁରକ୍ଷିତ ରଖିବାକୁ କଂଗ୍ରେସ ଅଣ୍ଟା ଭିଡ଼ିଛି। ସେଭଳି ବିଜେପି ଗତ ନିର୍ବାଚନରେ ତୃତୀୟ ସ୍ଥାନରେ ଥିଲେ ମଧ୍ୟ ଚଳିତ ବର୍ଷ ଜିତିବାର ଆଶା ରଖିଛି। ତେବେ ଶାସକ ଦଳ ସବୁ ବର୍ଗର ଭୋଟରଙ୍କୁ ଆକର୍ଷିତ କଲା ଭଳି ମାଳ ମାଳ ଯୋଜନା ଓ ଉନ୍ନୟନ ମୂଳକ କାର୍ଯ୍ୟକୁ ନେଇ ବିଜେଡି ପଞ୍ଚାୟତ ପାଖରେ ପହଞ୍ଚାଇ ଜିତିବାର ରଣନୀତି ପ୍ରସ୍ତୁତ କରିଛି।

ସେହିପରି ଚଳିତ ପଞ୍ଚାୟତ ନିର୍ବାଚନରେ କଂଗ୍ରେସ ବିଗତ ସାଧାରଣ ନିର୍ବାଚନର ଫଳାଫଳକୁ ଦୋହରାଇବା ପାଇଁ ରଣନୀତି ଆପଣାଇ ଥିବା ବେଳେ ବିଜେପି ଚଳିତ ବର୍ଷ କୌଣସିମତେ ନିଜ ଦଳର ପ୍ରାର୍ଥୀଙ୍କୁ ଜିତାଇବାକୁ ପ୍ରୟାସ ଜାରି ରଖିଛି । ଏପଟେ ଦାରିଙ୍ଗବାଡ଼ି ବ୍ଲକରେ ବିଜେଡି ଆରମ୍ଭରୁ ଥରୁଟିଏ ମଧ୍ୟ ଜିଲ୍ଲା ପରିଷଦ ପଦ ଅକ୍ତିଆର କରିପାରିନି । ଚଳିତ ବର୍ଷ ୨ଟି ଜିଲ୍ଲା ପରିଷଦ ଜୋନ୍‌ଙ୍କୁ ନିଜ ଅକ୍ତିଆରରେ ଆଣିବାକୁ ଜୋରଦାର ପ୍ରୟାସ ଆରମ୍ଭ କରି ଦେଇଛି। ଏହି ଯୋଜନାରେ ୨ଟି ଜିଲ୍ଲା ପରିଷଦ ପଦକୁ ବିଜେଡି ହାତକୁ ଯିବ ବୋଲି ଅନୁମାନ କରାଯାଇଛି । ଯେହେତୁ ସ୍ଥାନୀୟ ବିଧାୟକ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ସବୁ ଲୋକଙ୍କ ପାଖରେ ପହଞ୍ଚାଇ ଲୋକଙ୍କର ନିକଟତର ହୋଇ ଥିବା ବେଳେ ସାଂସଦଙ୍କ ସେହି ଭଳି ଆଖିଦୃଶିଆ କାମ କିଛି ହୋଇ ନଥିବା ବି ଚର୍ଚ୍ଚା ଜୋର ଧରିଛି। ତେବେ ପ୍ରାର୍ଥୀ ଚୟନ ନେଇ କଂଗ୍ରେସ, ବିଜେପିରେ ଅଙ୍କ କଷା ଜୋର ଚାଲିଥିବା ବେଳେ ଶାସକ ବିଜେଡିର ଏକାଧିକ ଆଶାୟୀ ପ୍ରାର୍ଥୀଙ୍କ ଲମ୍ବା ଲାଇନ୍ ଲାଗିଥିବା ଜଣାପଡ଼ିଛି। ବିଜେପି କେନ୍ଦ୍ର ସରକାରଙ୍କ ଯୋଜନା ଗୁଡ଼ିକୁ ଫୋକସ୍‌ରେ ନେବା ସହ ଲୋକଙ୍କ ପାଖରେ ପହଞ୍ଚି ନିର୍ବାଚନ ବୈତରଣୀ ପାରି ହେବାକୁ ଲକ୍ଷ୍ୟ ରଖିଥିବା ବେଳେ କଂଗ୍ରେସ କୁ ଏହି ଥର ବହୁ ସଙ୍ଗର୍ଷ କରିବାକୁ ପଡିବ ବୋଲି ଆଲୋଚନା ଜୋର ଧରିଥିବା ଜଣା ପଡ଼ିଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026
ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version