• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଏସ୍‌ବିଆଇ ଲାଇଫର ନୂଆ ବ୍ୟବସାୟିକ ପ୍ରିମିୟମରେ ୨୦% ବୃଦ୍ଧି

Proprietor Abhimanyu Maharana by Proprietor Abhimanyu Maharana
May 6, 2020
in Uncategorized, ଓଡ଼ିଶା, ଦେଶ, ବାଣିଜ୍ୟ, ହୋମ୍
0
ଏସ୍‌ବିଆଇ ଲାଇଫର ନୂଆ ବ୍ୟବସାୟିକ ପ୍ରିମିୟମରେ ୨୦% ବୃଦ୍ଧି
Share on FacebookShare on TwitterWhatsapp

ଭୁବନେଶ୍ୱର, ରିପୋର୍ଟ – ଅଭିମନ୍ୟୁ ମହାରଣା ( ଓଡିଶା ତାଜା ନ୍ୟୁଜ୍‌ ) ଏସ୍‌ବିଆଇ ଲାଇଫର ନୂଆ ବ୍ୟବସାୟିକ ପ୍ରିମିୟମରେ ୨୦ % ବୃଦ୍ଧି , ୬ ମଇ, ବୁଧବାର :- ମୁମ୍ବାଇ, ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ଶେଷ ହୋଇଥିବା ଆର୍ଥିକ ବର୍ଷରେ ଏସ୍‌ବିଆଇ ଲାଇଫ ଇନସ୍ୟୁରାନ୍‌ସର ନୂଆ ବ୍ୟବସାୟିକ କିସ୍ତି କ୍ଷେତ୍ରରେ ୨୦% ଅଭିବୃଦ୍ଧି ଘଟି ଏହା ୧୬,୫୯୨ କୋଟି ଟଙ୍କା ହୋଇଛି । ପୂର୍ବ ଆର୍ଥିକ ବର୍ଷରେ ନୂଆ ବ୍ୟବସାୟିକ କିସ୍ତି ପରିମାଣ ୧୩,୭୯୨ କୋଟି ଟଙ୍କା ଥିଲା । ଏସ୍‌ବିଆଇ ଲାଇଫସ୍ ପ୍ରୋଟେକସନର ନୂଆ ବ୍ୟବସାୟିକ କିସ୍ତି ପରିମାଣ ଚଳିତ ଆର୍ଥିକ ବର୍ଷରେ ୨୭% ବୃଦ୍ଧି ପାଇ ୨୦୮୨ କୋଟି ଟଙ୍କା ହୋଇଛି । ପୂର୍ବବର୍ଷ ଏହି ପରିମାଣ ୧୬୪୩ କୋଟି ଟଙ୍କା ଥିଲା ।

ଚଳିତ ବର୍ଷ ବ୍ୟକ୍ତିଗତ ନୂଆ ବ୍ୟବସାୟିକ କିସ୍ତି ସଂଗ୍ରହ ପରିମାଣ ୧୭% ବୃଦ୍ଧି ପାଇ ୧୧,୨୪୫ କୋଟି ଟଙ୍କା ହୋଇଛି ଯାହା ପୂର୍ବବର୍ଷ ୯୬୩୬ କୋଟି ଟଙ୍କା ଥିଲା । ଚଳିତ ବର୍ଷ ଟିକସ ବାଦେ ଏସ୍‌ବିଆଇ ଲାଇଫର ଲାଭ ୧୪୨୨ କୋଟି ଟଙ୍କା ହୋଇଛି । କଂପାନୀର ସଲଭେନ୍‌ସୀ ଅନୁପାତ ୧.୯୫ ରହିଛି । ଏସ୍‌ବିଆଇ ଲାଇଫସ୍ ଏୟୁଏମ ଚଳିତ ବର୍ଷ ୧୪% ବୃଦ୍ଧି ପାଇ ୧୬୦୩୬୩ କୋଟି ଟଙ୍କାରେ ପହଞ୍ଚିଛି ଯାହା ୨୦୧୯ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ୧୪୧୦୨୪ କୋଟି ଟଙ୍କା ଥିଲା । ଦେଶବ୍ୟାପୀ କଂପାନୀର ୯୩୭ଟି କାର୍ଯ୍ୟାଳୟ ଥିବାବେଳେ ୧୮୬୪୯୫ ଜଣ ତାଲିମପ୍ରାପ୍ତ ବୀମା ପେଶାଦାର କାର୍ଯ୍ୟରତ ଅଛନ୍ତି । ଏଥିସହ ବାଙ୍କାସ୍ୟୁରାନ୍‌ସ, ଏଜେନ୍‌ସୀ ଚ୍ୟାନେଲ, ଏଜେଣ୍ଟ, ବ୍ରୋକର, କମନ ସର୍ଭିସ ସେଣ୍ଟର ଆଦି କାର୍ଯ୍ୟରତ ଅଛନ୍ତି । କଂପାନୀର କାର୍ଯ୍ୟକାରୀ ବ୍ୟୟ ଅନୁପାତ ୬.୩% ରୁ ହ୍ରାସ ପାଇ ୫.୯% ହୋଇଛି । ନୂଆ ବ୍ୟବସାୟିକ ମୂଲ୍ୟରେ ୧୭% ବୃଦ୍ଧି ଘଟି ଏହା ୨୦.୧ ବିଲିୟନ ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version