• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଞ୍ଚମ ସମ୍ବାଦ କର୍ପୋରେଟ୍ ଉତ୍କର୍ଷ ସମ୍ମାନ ୨୦୨୨ ସଚେତନ ସମ୍ପନ୍ନ ବିଶ୍ୱ ଗଠନ ବର୍ତ୍ତମାନ ସମୟର ଆହ୍ୱାନ – ରାଜ୍ୟପାଳ

Proprietor Abhimanyu Maharana by Proprietor Abhimanyu Maharana
January 21, 2022
in ଓଡ଼ିଶା, ମହାନଗର, ହୋମ୍
0
ପଞ୍ଚମ ସମ୍ବାଦ କର୍ପୋରେଟ୍ ଉତ୍କର୍ଷ ସମ୍ମାନ ୨୦୨୨ ସଚେତନ ସମ୍ପନ୍ନ ବିଶ୍ୱ ଗଠନ ବର୍ତ୍ତମାନ ସମୟର ଆହ୍ୱାନ – ରାଜ୍ୟପାଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୧ ଜାନୁଆରୀ ଶୁକ୍ରବାର ) ଭୁବନେଶ୍ୱର :- ସମଗ୍ର ବିଶ୍ୱର ସ୍ଥିତି ପାଇଁ ବିକାଶର ଢାଞ୍ଚା ଓ ପ୍ରକ୍ରିୟାରେ ପରିବର୍ତ୍ତନ ଅପରିହାର୍ଯ୍ୟ ହୋଇପଡ଼ିଛି । ପରିବେଶ ଉପରେ ପ୍ରତିକୂଳ ପ୍ରଭାବ ଏଥିପାଇଁ ବିଶେଷ ଭାବେ ଦାୟୀ । ଈଶ୍ୱରଙ୍କ ସୁନ୍ଦର ସୃଷ୍ଟିରେ ମନୁଷ୍ୟର ଆବଶ୍ୟକତା ପାଇଁ ଅନେକ କିଛି ରହିଛି ଯାହାର ସଦୁପଯୋଗ ହିଁ ବିଜ୍ଞତାର ପରିଚୟ । ଏକ ସଚେତନ ସଂମ୍ପନ୍ନ ବିଶ୍ୱଗଠନ ବର୍ତ୍ତମାନ ସମୟର ଆହ୍ୱାନ ହୋଇଥିବା ଦୃଷ୍ଟିରୁ ସମସ୍ତେ ସଚେତନ ହେବା ସହିତ ପରସ୍ପର ମଧ୍ୟରେ ସହଯୋଗ ରଖି ଓ ସମ୍ବେଦନଶୀଳ ହୋଇ କାର୍ଯ୍ୟ କରିବା ଉପରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗୁରୁତ୍ୱାରୋପ କରିଛନ୍ତି ।

ଆଜି ଭୁବନେଶ୍ୱରେ ଅନୁଷ୍ଠିତ ପଞ୍ଚମ ସମ୍ବାଦ କର୍ପୋରେଟ୍‍ ଉତ୍କର୍ଷ ସମ୍ମାନ (ଏକ୍ସଲେନ୍‍ସ ଆୱାର୍ଡ଼ ) ୨୦୨୨ ପ୍ରଦାନ ଉତ୍ସବରେ ଯୋଗ ଦେଇ ରାଜ୍ୟପାଳ ସ୍ଥାନୀୟ ଦ୍ରବ୍ୟର ଉପଯୁକ୍ତ ବିନିଯୋଗ କରି ତା’କୁ ବିଶ୍ୱସ୍ତରରେ ଉପସ୍ଥାପନ କରିବାକୁ ଉଦ୍ୟୋଗପତି ଓ ଶିଳ୍ପପତିମାନଙ୍କୁ ଆହ୍ୱାନ ଜଣାଇଥିଲେ । ଓଡ଼ିଶାକୁ ଏକ ଅନନ୍ୟ ରାଜ୍ୟଭାବେ ବର୍ଣ୍ଣନା କରି ଏହାର ଖଣିଜ ସଂପଦ, ପର୍ଯ୍ୟଟନର ବିପୁଳ ସମ୍ଭାର, ପ୍ରାକୃତିକ ସୌନ୍ଦର‌୍ୟ୍ୟ୍,କଳା ସଂସ୍କୃତି ଓଡ଼ିଶାର ପରିଚୟ ଏବଂ ଏହାର ସଦୁପଯୋଗ ଦ୍ୱାରା ଓଡ଼ିଶାର ନିଜସ୍ୱ ବ୍ରାଣ୍ଡ ସମଗ୍ର ବିଶ୍ୱରେ ଏକ ସ୍ୱତନ୍ତ୍ର ସ୍ଥାନ ଗ୍ରହଣକରିବ ବୋଲି ରାଜ୍ୟପାଳ କହିଥିଲେ ।

ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଉଦ୍ୟୋଗପତିମାନଙ୍କୁ ସମ୍ବାଦ ପକ୍ଷରୁ ପାଞ୍ଚବର୍ଷ ଧରି ସମ୍ମାନିତ କରା ଯାଉଥିବାରୁ ସେ “ସମ୍ବାଦ” ଗ୍ରୁପ୍‌କୁ ଶୁଭେଚ୍ଛା ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ଆଭାସି ମାଧ୍ୟମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ବିକାଶ ଏବଂ ପ୍ରଗତି ଦିଗରେ ଅନେକ କାର୍ଯ୍ୟକ୍ରମ ସଫଳ ଭାବରେ କାର୍ଯ୍ୟକାରୀ କରାଯାଉଛି ଓ ଓଡ଼ିଶାକୁ ପୁଞି ବିନିଯୋଗର ଉତ୍କୃଷ୍ଟ କ୍ଷେତ୍ର ଭବେ ଗଢାଯାଇପାରିଛି ବୋଲି କହିଥିଲେ । ଯୁବ ଉଦ୍ୟୋଗପତିମାନଙ୍କୁ ରାଜ୍ୟରେ ଥିବା ସଂପଦକୁ ବ୍ୟବହାର କରି ଓଡ଼ିଶାର ବ୍ରାଣ୍ଡକୁ ବିଶ୍ୱଦରବାରରେ ଗୌରବାନ୍ୱିତ କରିବାକୁ କହିଥିଲେ ।

ଆଗାମୀ ୨୦୨୫ ସୁଦ୍ଧା ରାଜ୍ୟରେ ୫୦୦୦ ଷ୍ଟାର୍ଟଅପ୍ ସୃଷ୍ଟି କରିବାକୁ ଲକ୍ଷ୍ୟ ରହିଛି ବୋଲି ସେ ସୂଚନା ଦେଇଥିଲେ ସମ୍ବାଦ ଗ୍ରୁପ୍‌ର ଅଧ୍ୟକ୍ଷ ତଥା ବିଧାୟକ ସୌମ୍ୟ ରଞନ ପଟ୍ଟନାୟକ ଓଡ଼ିଶାର ଗୌରବମୟ ଅତୀତ ଏକ ଅପୂର୍ବ ବ୍ରାଣ୍ଡ ଥିଲା ବୋଲି ଅଭିହିତ କରିବା ସହ ଆଧୁନିକ ଯୁଗରେ ଆଗକୁ ବଢିବାକୁ ହେଲେ ବ୍ରାଣ୍ଡର ଆବଶ୍ୟକତା ଦୃଷ୍ଟିରୁ ଉଦ୍ୟୋଗପତିମାନେ ଗଣତାନ୍ତ୍ରିକ ମୂଲ୍ୟବୋଧ ଓ ପରିବେଶକୁ ସମ୍ମାନ ଦେଇ ଉତ୍କର୍ଷର ଉପାସକ ହେବାକୁ କହିଥିଲେ । ପ୍ରାରମ୍ଭରେ ଶ୍ରୀ ପଟ୍ଟନାୟକ ରାଜ୍ୟପାଳଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

ସମ୍ବାଦ ଗ୍ରୁପ୍‌ର ପରିଚାଳନା ନିର୍ଦ୍ଦେଶକ ମୋନିକା ନାୟାର ପଟ୍ଟନାୟକ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ । ଏହି ଅବସରରେ ରାଜ୍ୟପାଳ ବ୍ରାଣ୍ଡ ଅଫ ଦି ଇୟର ସିଏସଆର, ଲଘୁ, ମଧ୍ୟମ, ବୃହତ ଶିଳ୍ପ ସହିତ ଇମର୍ଜିଂ ଏପରି ପାଞ୍ଚଟି ବିଭାଗରେ ଶ୍ରେଷ୍ଠ ବିବେଚିତ ଉଦ୍ୟୋଗପତି ଓ ଶିଳ୍ପକୁ ପଞ୍ଚମ ସମ୍ବାଦ କର୍ପୋରେଟ୍ ଉତ୍କର୍ଷ ସମ୍ମାନ -୨୦୨୨ରେ ସମ୍ମାନିତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

June 23, 2026
ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

Vedanta Power Debuts on D-Street, To Expand to 12 GW by FY33

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version