• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ଲକଶିକ୍ଷା ଅଧିକାରୀ ଙ୍କ ଅନିୟମିତତା ; ଶିକ୍ଷକ ବଦଳି ପାଇଁ ହୋଇଥିବା ଚିଠି ର ୧୦ ଦିନ ପୂର୍ବରୁ ନିଯୁକ୍ତି ପାଇଁ ନିର୍ଦ୍ଦେଶ

Proprietor Abhimanyu Maharana by Proprietor Abhimanyu Maharana
January 22, 2022
in ଓଡ଼ିଶା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ବ୍ଲକଶିକ୍ଷା ଅଧିକାରୀ ଙ୍କ ଅନିୟମିତତା ; ଶିକ୍ଷକ ବଦଳି ପାଇଁ ହୋଇଥିବା ଚିଠି ର ୧୦ ଦିନ ପୂର୍ବରୁ ନିଯୁକ୍ତି ପାଇଁ ନିର୍ଦ୍ଦେଶ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୨ ଜାନୁଆରୀ ଶନିବାର ) ଭୁବନେଶ୍ୱର :- ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ପ୍ରାଥମିକ, ଉଚ୍ଚ ପ୍ରାଥମିକ ତଥା ନୋଡ଼ାଲ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଏଲିମେଣ୍ଟାରୀ ଶିକ୍ଷକମାନଙ୍କର ପଦୋନ୍ନତି ଗତମାସରେ ହୋଇଥିଲା । କାଉନସେଲିଂ, ପ୍ରକ୍ରିୟାରେ ପଦୋନ୍ନତି ବଦଳି ପରେ ପଦୋନ୍ନତି ନେଇ ନଥିବା ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ମଝିରେ ମଝିରେ ପାଖ ବିଦ୍ୟାଳୟକୁ (ବେନିୟମରେ) ବଦଳି କରାଯାଇଛି ।

ଛାତ୍ର ସଂଖ୍ୟା ଅନୁସାରେ ୫୦ଜଣ ଛାତ୍ରଛାତ୍ରୀ ଥାଇ ରାଜଧାନୀରେ ୫ଜଣ ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ ନିୟୋଜିତ କରାଯାଇଅଛି । କିଛି ପ୍ରାଥମିକ ବିଦ୍ୟାଳୟରେ ୩୫ରୁ ୪୦ ଛାତ୍ରଛାତ୍ରୀ ଥାଇ Level-IV ପ୍ରଧାନ ଶିକ୍ଷକଙ୍କୁ ଦାୟିତ୍ୱ ଦିଆଯାଇଅଛି । ଅନେକ ବିଦ୍ୟାଳୟରେ ଛାତ୍ରଛାତ୍ରୀ ଅନୁପାତରେ ଶିକ୍ଷକ/ଶିକ୍ଷୟିତ୍ରୀ ନାହାନ୍ତି । କିନ୍ତୁ କିଛି ବିଦ୍ୟାଳୟରେ ଛାତ୍ରଛାତ୍ରୀ ନଥାଇ ନିୟମ ଉଲଂଘନ କରାଯାଇ ଅଧିକ ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ ରଖାଯାଇଛି ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ।

ତା ୨୦.୦୧.୨୦୨୨ରିଖ ଅପରାହ୍ନରେ ଭୁବନେଶ୍ୱର ବ୍ଲକ ଶିକ୍ଷା ଅଧିକାରୀଙ୍କ ଚିଠି ନଂ୨୦୭/୧୦.୦୧.୨୦୨୨ ଅନୁସାରେ ଚିଠିର ଶେଷ ଲାଇନରେ ଲେଖାଥିବା (as per list attached are hereby relieved of their duties on 10.01.2022 (A.N) to join in their new place of posting immediately) ଶିକ୍ଷକ/ଶିକ୍ଷୟିତ୍ରୀ/ପ୍ରଧାନଶିକ୍ଷକମାନଙ୍କୁ ଚକିତ କରିଥିଲା ।

କାରଣ ଶିକ୍ଷକମାନେ Present School ରେ ୨୦.୦୧.୨୦୨୨ ଯାଏ Signature କରି ନୂଆ ବିଦ୍ୟାଳୟରେ ୧୦.୦୧.୨୦୨୨ କିପରି ହକ୍ଟସଦ୍ଭ କରିବେ ଚିନ୍ତାର ବିଷୟ ଥିଲା Crcc ମାନେ ମଧ୍ୟ ଶିକ୍ଷକମାନଙ୍କୁ Backdate (୧୦.୦୧.୨୦୨୨) ରେ join କରିବା ପାଇଁ ପ୍ରବର୍ତ୍ତାଇଥିଲେ । ବିଏମ୍‌ସିର ଶିକ୍ଷା ଅଧିକାରୀଙ୍କ ଅଫିସ୍‌ରେ ଏହା କି ପ୍ରକାର ଚିଠି କେହି ବୁଝିପାରିନଥିଲେ । ବାରମ୍ବାର list ମାଗିବାରୁ ଆଜି ୨୧.୧.୨୦୨୨ରେ  ଗୋଟିଏ List backdate Sign ହୋଇ ଆସିଥିଲା ।

ଅନେକ ବିଦ୍ୟାଳୟରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ୨ ଦିନ ତଳେ S.M.C. Account Zero କରିବାକୁ ବ୍ଲକ ଶିକ୍ଷା ଅଧିକାରୀ ଚିଠି କରିଥିଲେ, ପିଲାଙ୍କର ମଧ୍ୟାହ୍ନ ଭୋଜନ ଚାଉଳ ଆସି ପହଞ୍ôଚଛି । କୋଭିଡ଼ ସମୟରେ ନୂଆ ବିଦ୍ୟାଳୟ ଶିକ୍ଷକମାନେ ଚାଉଳ ବାଣ୍ଟିବା କାଠିକର ପାଠ ହେବ । ବିଦ୍ୟାଳୟର ବିଭିନ୍ନ ଦାୟିତ୍ୱ ନ ତୁଲାଇ ଶିକ୍ଷକମାନେ କିପରି immediately ପୁଣି backdate ୧୦.୦୧.୨୦୨୨ରେ କିପରି join କରିବେ ବିଚାର କରାଯାଉ । ବ୍ଲକ ଶିକ୍ଷା ଅଧିକାରଈଙ୍କ ଏପରି backdate orderର ତଦନ୍ତ କରାଯାଉ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version