• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି  ରଖିବାକୁ ପ୍ରଶାସନ କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

Proprietor Abhimanyu Maharana by Proprietor Abhimanyu Maharana
January 27, 2022
in ଓଡ଼ିଶା, ଦେଶ, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି  ରଖିବାକୁ ପ୍ରଶାସନ କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
Share on FacebookShare on TwitterWhatsapp

Frontline worker ଓ ବୟସ୍କ ମାନଙ୍କୁ ବୁଷ୍ଟର ଡୋଜ ଦିଆଯିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

ଭୟଭୀତ ନ ହେଇ କୋଭିଡ ସୁରକ୍ଷା ନିୟମାବଳୀ ପାଳନ କରିବା ପାଇଁ ଜନସାଧାରମଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ ।

ଓଡ଼ିଶା ତାଜା ନ୍ୟୁଜ୍ (୨୭ ଜାନୁଆରୀ ଗୁରୁବାର) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ-୧୯ ସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବା ସହିତ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି । ତା ସହିତ ବରିଷ୍ଠ ନାଗରିକ ଓ front line ଯୋଦ୍ଧା ମାନଙ୍କୁ ବୁଷ୍ଟର ଡୋଜ ଦେବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ସକ୍ରିୟ କୋଭିଡ ରୋଗୀ ସଂଖ୍ୟା ସ୍ଥିର ରହିଥିବା ବେଳେ ନୂଆ ପଜିଟିଭ କେସ୍‌ରେ ମଧ୍ୟ ହ୍ରାସ ଘଟିଛି ।

ତୃତୀୟ ଲହରରେ ଡାକ୍ତରଖାନା ଉପରେ ବିଶେଷ ଚାପ ପଡିନାହିଁ । କିନ୍ତୁ ଏଥିରେ ଆତ୍ମସନ୍ତୋଷର ସ୍ଥାନ ନାହିଁ । ସଂପୂର୍ଣ୍ଣ ପ୍ରସ୍ତୁତ ରହି ପ୍ରଶାସନ ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ତା ସହିତ ମିଶନ ଶକ୍ତି ଗୋଷ୍ଠୀ ମାନଙ୍କର ସକ୍ରିୟ ସହଯୋଗରେ ସାରା ରାଜ୍ୟରେ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଜନସାଧାରଣ ଯେପରି କୋଭିଡ ସୁରକ୍ଷା ନିୟମାବଳୀ ଠିକ୍‌ ଭାବରେ ପାଳନ କରନ୍ତି, ସେଥିପ୍ରତି ବିଶେଷ ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସକୁ ପରାମର୍ଶ ଦେଇଥିଲେ । ସେହିପରି ପୃଥକ ବାସରେ ଘରେ ରହି ଚିକିତ୍ସିତ ହେଉଥିବା ରୋଗୀ ମାନଙ୍କର ସ୍ବାସ୍ଥ୍ୟ ଅବସ୍ଥା ସଂପର୍କରେ Rapid Response Team ଓ କ୍ଷେତ୍ର କର୍ମଚାରୀ ମାନେ ଠିକ୍ ଭାବରେ ତଦାରଖ କରିବା ପାଇଁ ମଧ୍ୟ ପରାମର୍ଶ ଦେଇଥିଲେ ।

ବର୍ତ୍ତମାନ ପରିସ୍ଥିତିରେ ଆତଙ୍କିତ ନ ହୋଇ କୋଭିଡ ସୁରକ୍ଷା ନିୟମାବଳୀକୁ ସଠିକ୍‌ ଭାବରେ ପାଳନ କରିବା ପାଇଁ ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପ୍ରଦୀପ ଜେନା କୋଭିଡ ନିୟମାବଳୀର ପରିପାଳନ ନିମନ୍ତେ ପ୍ରଶାସନ ନେଇଥିବା ବିଭିନ୍ନ ପଦକଷେପ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଆର୍.କେ ଶର୍ମା ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ଏକ ବିସ୍ତୃତ ଚିତ୍ର ଉପସ୍ଥାପନା କରିଥିଲେ ।

ରାଜ୍ୟରେ ଦୈନିକ ଟେଷ୍ଟିଂ ୬୫ ହଜାରରୁ ୭୦ ହଜାର ରହିଥିବା ବେଳେ, ପଜିଟିଭିଟି ହାର ୧୧.୪ ପ୍ରତିଶତ ରହିଛି । ଯାହାକି ଜାତୀୟ ହାର ଠାରୁ କମ୍‌ ଅଟେ। ଯାଜପୁର, ବାଲେଶ୍ବର, କଟକ, ସୁନ୍ଦରଗଡ ଓ ଖୋର୍ଦ୍ଧାରେ ପଜିଟିଭିଟି ହାର ତୁଳନାତ୍ମକ ଭାବେ ଅଧିକ ଅଛି ବୋଲି ସେ ସୂଚନା ଦେଇଥିଲେ । ସେହିପରି ଟିକାକରଣ ସ୍ଥିତି ମଧ୍ୟ ସନ୍ତୋଷଜନର ରହିଛି ବୋଲି ଶ୍ରୀ ଶର୍ମା ସୂଚନା ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ବର ଓ କଟକ ମ୍ୟୁନିସପାଲ କମିଶନର ଏବଂ ଖୋର୍ଦ୍ଧା ଓ ରାୟଗଡାର ଜିଲ୍ଲାପାଳ ମାନେ ସେମାନଙ୍କ ଅଞ୍ଚଳର ପରିସ୍ଥିତି ସଂପର୍କରେ ବୈଠକରେ ଉପସ୍ଥାପନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ?

ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ?

June 22, 2026
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ?

ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ?

June 22, 2026
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version