• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର,ନୟାଗଡରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
January 27, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର,ନୟାଗଡରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୭ ଜାନୁଆରୀ ଗୁରୁବାର) ନୟାଗଡ :- ନୟାଗଡ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ସଂଯୋଜନାରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ ହୋଇ ଯାଇଛି । ମୁଖ୍ଯ ଅତିଥି ଭାବେ ପ୍ରାକ୍ତନ ଜିଲ୍ଲା ମୁଖ୍ଯ ଚିକିତ୍ସା ଅଧିକାରୀ,ନୟାଗଡ଼ ତଥା ବରିଷ୍ଠ ଶିଶୁରୋଗ ବିଶେଷଜ୍ଞ ଡାକ୍ତର ଉମେଶ ଚନ୍ଦ୍ର ମିଶ୍ର ଯୋଗ ଦେଇ ପତାକା ଉତ୍ତୋଳନ କରି ଉପସ୍ଥିତ ଆଚାର୍ଯ୍ୟ ଆଚାର୍ଯ୍ୟା ମାନଙ୍କ ଉପଲକ୍ଷେ ସାଧାରଣତନ୍ତ୍ର ଦିବସର ତାତ୍ପର୍ଯ୍ୟ ଓ ସ୍ବାଧୀନତା ସଂଗ୍ରାମୀ ମହାପୁରୁଷ ମାନଙ୍କ ଅମରଗାଥା ବିଷୟରେ ବକ୍ତବ୍ଯ ରଖି କହିଥିଲେ ଗଣତନ୍ତ୍ରର ପ୍ରତିଷ୍ଠା ଓ ବିକାଶ ସାରା ପୃଥିବୀରେ ଭାରତରୁହିଁ ସମ୍ଭବ ହୋଇପାରି ଥିଲା l

ଭାରତ ଶାସନର ସଂହିତା ଆମ ସମ୍ବିଧାନ ସର୍ବୋତ୍କୃଷ୍ଟ l ବ୍ରିଟିଶ ସମ୍ବିଧାନର ବିଶେଷଜ୍ଞ ସାର ଆଇଭର ଜେନିଙ୍ଗ କହନ୍ତି, ଭାରତୀୟ ସମ୍ବିଧାନ ପୃଥିବୀର ସର୍ବବୃହତ ଲିଖିତ ସମ୍ବିଧାନ l ଭାରତର ସମ୍ବିଧାନରେ ବିଶାଳ ରୂପରେ ସନ୍ନିବେଶିତ ହୋଇ ରହିଛି ବ୍ରିଟିଶ, ଆମେରିକା, ଜର୍ମାନୀ,ଆୟର୍ଲାଣ୍ଡ, କାନାଡ଼ା,ଫ୍ରାନ୍ସ ପ୍ରଭୃତି ଦେଶମାନଙ୍କ ସମ୍ବିଧାନର ବିଶେଷତା ଏବଂ ସାରତତ୍ତ୍ୱ l ଜେନିଙ୍ଗ ଭାରତୀୟ ସମ୍ବିଧାନର ବିଶାଳ ରୁପକୁ ‘ଆଇନଜୀବୀ ମାନଙ୍କ ନନ୍ଦନ କାନନ’ ବୋଲି ଅଭିହିତ କରିଛନ୍ତି l ଆମ ସମ୍ବିଧାନ ଆମର ଗର୍ବ,ଗୌରବ,ସ୍ୱାଭିମାନ ତଥା ଶକ୍ତିର ପ୍ରତୀକ l ଦୁଃଖର ସେ ଦିନ ଚାଲିଯାଇଛି l ଆମେ ଆଜି ସ୍ୱାଧୀନ l

ଅର୍ଦ୍ଧ ଶତାବ୍ଦୀରୁ ଉର୍ଦ୍ଧ୍ୱକାଳ ଆମେ ଗଣ ତନ୍ତ୍ରର ସୁଫଳ ଭୋଗି ସାରିଲେଣି l ପ୍ରାଚୀନ ଭାରତର ସୁଶାସନକୁ ସ୍ମରଣକରି ଆମ ଗଣତନ୍ତ୍ରଶାସନ ଯେମିତି ତିଷ୍ଠି ରହିପାରିବ,ସେଥି ପାଇଁ ଦେଶର ସମସ୍ତ ନାଗରିକ ଯତ୍ନବାନ ହେବା ସର୍ବାଦୌ ଆବଶ୍ୟକ l ଆସନ୍ତୁ ଆମେ ସମସ୍ତେ ଏ ପବିତ୍ର ସାଧାରଣ ତନ୍ତ୍ର ଦିବସ ଅବସରରେ ଆମ ତ୍ରିରଙ୍ଗା ତଳେ ଜାତି ପ୍ରଗତି ପଥରେ ନିୟୋଜିତ ହେବା ପାଇଁ ଦୃଢ଼ ସଂକଳ୍ପ ନେବା ।  ଆଜିର ଶିଶୁ କାଲିର ନାଗରିକ।ସେହି ଆଗାମୀ କାଲିର ଭବିଷ୍ଯତ କଞ୍ଚା ମାଟି ସଦୃଶ କୋମଳମତି ଶିଶୁ ମାନଙ୍କୁ ଗଢୁଥିବା ଗୁରୁମା ଗୁରୁଜୀ ମାନଙ୍କୁ ଭୂୟସୀ ପ୍ରସଂଶା କରିଥିଲେ । ଏବଂ ଦେଶ ଜାତି ମାଟି ପାଇଁ ପବିତ୍ର ଭାବନାର ସହିତ ଦେଶପ୍ରେମରେ ଉଦବୁଦ୍ଧ ହୋଇ ଭାରତମାତା ଚରଣରେ ସମର୍ପିତ ହେବା ପାଇଁ ନିବେଦନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

June 26, 2026
ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

June 26, 2026
କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

June 26, 2026
ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

June 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version