• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସ୍ଥିତ ମହାରାଜଙ୍କ ବାଳକ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଡ.ବୃଷକେତୁ ଦାସଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ

Proprietor Abhimanyu Maharana by Proprietor Abhimanyu Maharana
January 31, 2022
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ସ୍ଥିତ ମହାରାଜଙ୍କ ବାଳକ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଡ.ବୃଷକେତୁ ଦାସଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୧ ଜାନୁଆରୀ ସୋମବାର ) ପାରଳାଖେମୁଣ୍ଡି :- ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଡ. ବୃଷକେତୁ ଦାସଙ୍କୁ ଆଜି ଅବସର କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି ।ଏହି ସମାରୋହ କାର୍ଯ୍ୟକ୍ରମରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶ୍ରୀ ଜଗନ୍ନାଥ ପଟନାୟକଙ୍କ ସଭା ସଂଯୋଜନାରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ତଥା ଉପାନ୍ତ ପ୍ରହରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ମନୋରଞ୍ଜନ ଦଳେଇଙ୍କ ସମେତ ସ୍କୁଲ କମିଟିର ସଭାପତି ଶ୍ରୀ ଜୟରାମ ମହାରଣା , ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶ୍ରୀ ହରିହର ଦାସ ଏବଂ ବରିଷ୍ଠ ଶିକ୍ଷୟତ୍ରୀ ଶ୍ରୀମତୀ ମିନାକ୍ଷୀ ପାଢ଼ୀ ପ୍ରମୁଖ ମଞ୍ଚାସୀନ ଥିଲେ । 

ଡ଼ଃ ଦାସ ଗତ ୨୮.୦୮.୨୦୧୯ ରେ ପାରଳାଖେମୁଣ୍ଡି ସ୍ଥିତ ଏହି ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ଦାୟିତ୍ୱ ଗ୍ରହଣ ପର ଠାରୁ ଆଜିର ଅବସର ଗ୍ରହଣ ଦିନ ପର୍ଯ୍ୟନ୍ତ ଡ଼ଃ ଦାସ ମହାରାଜା ହାଇସ୍କୁଲର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ସମେତ ଛାତ୍ରମାନଙ୍କ ଶିକ୍ଷାଦାନ କ୍ଷେତ୍ରରେ ନିଜକୁ ସମ୍ପୂର୍ଣ୍ଣ ଭାବରେ ନିୟୋଜିତ କରି ବିଦ୍ୟାଳୟର ଅତ୍ୟନ୍ତ ଉନ୍ନତି ସାଧନ କରିଥିବା ଯୋଗୁଁ ମୁଖ୍ୟ ଅତିଥି ଶ୍ରୀ ମହାପାତ୍ର ଓ ମୁଖ୍ୟବକ୍ତା ଶ୍ରୀ ଦଳେଇ ପ୍ରମୁଖଙ୍କ ସମେତ ମଞ୍ଚାସୀନ ଅତିଥି ଓ ବହୁ ଶୁଭେଛୁ ମାନେ ଡ଼ଃ ଦାସଙ୍କୁ ଭୂୟସୀ ପ୍ରଶଂସା କରିଥିଲେ । ଅବସର କାଳୀନ ସମ୍ବର୍ଦ୍ଧନା ସଭାରେ ଡ.ଦାସ ନିଜ ପ୍ରତ୍ୟୁତ୍ତରରେ କହିଥିଲେ ଯେ , ବିଦ୍ୟାଳୟର ସର୍ବାଙ୍ଗୀନ ଉନ୍ନତି କ୍ଷେତ୍ରରେ ମୋର ସମସ୍ତ ସହକର୍ମୀ , ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଅକୁଣ୍ଠ ସହଯୋଗରେ ବେଶ ଉନ୍ନତି ସାଧିତ କରିପାରିଛି ।

ଆଗାମୀ ଦିନ ମାନଙ୍କ\’ରେ ଏହି ମହାରାଜା ହାଇସ୍କୁଲର ଉନ୍ନତି ଓ ବିକାଶଧାରାକୁ ଆଗେଇ ନେବା ପାଇଁ ମୁଁ ଅବସର ଗ୍ରହଣ କରିଥିଲେ ହେଁ ନିଶ୍ଚିତ ଭାବେ ଯଥା ସମ୍ଭବ ସହଯୋଗ କରିବି । ପାରଳାଖେମୁଣ୍ଡି ସହରବାସୀ , ସମସ୍ତ ଗଣମାଧ୍ୟମ ପ୍ରତିନିଧି , ସମସ୍ତ ପଦାଧିକାରୀ ଓ ରାଜନେତା ମାନଙ୍କ ସମସ୍ତ ସହଯୋଗ ଓ ସମର୍ଥନରେ ଗତ ୨୦୧୯ ଠାରୁ ଆଜି ପର୍ଯ୍ୟନ୍ତ ମୋର ଦାୟିତ୍ୱ ମୁଁ ସୁଚାରୁରୂପେ ତୁଲାଇ ଆସିଛି ଏଥିପାଇଁ ମୁଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିବା ସହ ଯେଉଁ ସ୍ଥାନରେ ଥିଲେ ବି ଏହି ଶତାୟୁ ପୁରାତନ ହାଇସ୍କୁଲର ଉନ୍ନତି ପାଇଁ ଡାକରା ହେଲେ ମୁଁ ନିଜକୁ ଗର୍ବର ସହ ସାମିଲ ହେବି । ଏହି ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହରେ ହାଇସ୍କୁଲର ସମସ୍ତ ଶିକ୍ଷକ , ଶିକ୍ଷୟତ୍ରୀଙ୍କ ସମେତ ବହୁ ସଂଖ୍ୟାରେ ରାଜନେତା , ସହରର ବୁଦ୍ଧିଜୀବୀ , ଶୁଭେଛୁ ଓ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ  ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version