• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘ଅମୃତ କାଳରେ ମଳିନ ଭାରତର ଚିତ୍ର’ ୨୦୨୨ କେନ୍ଦ୍ରୀୟ ବଜେଟ

Proprietor Abhimanyu Maharana by Proprietor Abhimanyu Maharana
February 3, 2022
in ଓଡ଼ିଶା, ମହାନଗର, ହୋମ୍
0
‘ଅମୃତ କାଳରେ ମଳିନ ଭାରତର ଚିତ୍ର’ ୨୦୨୨ କେନ୍ଦ୍ରୀୟ ବଜେଟ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୩ ଫେବ୍ରୁଆରୀ ଗୁରୁବାର ) ଭୁବନେଶ୍ୱର :- କେନ୍ଦ୍ରୀୟ ବଜେଟ ଏପରି ସମୟରେ ଆଗତ କରାଯାଇଛି ଯେତେବେଳେ ଦେଶର ସଂଖ୍ୟାଗରିଷ୍ଠ ମଣିଷ ରୋଜଗାର ହରେଇଛନ୍ତି । ଜୀବନ ଓ ଜୀବିକା ବଞ୍ଚାଇବା ପାଇଁ ଛଟପଟ ହେବା ସହିତ ନିତିଦିନିଆ ନ୍ୟୁନତମ ଆବଶ୍ୟକତା ମେଣ୍ଟାଇବା ପାଇଁ ଡ଼ହଳବିକଳ ହେଉଛନ୍ତି । ଦେଶରେ ୯୯% ଲୋକଙ୍କର ଆୟ କମିଛି । ଏପରି ସ୍ଥିତିରେ ଯେକୌଣସି ସରକାରଙ୍କ ପ୍ରାଥମିକତା ହେଉଛି ରୋଜଗାରର ନ୍ୟୁନତମ ନିଶ୍ଚୟତା । ଲୋକଙ୍କ ହାତକୁ ଆବଶ୍ୟକତା ମେଣ୍ଟାଇବା ପାଇଁ ଅର୍ଥ କିପରି ଆସିବ ତାର ବନ୍ଦୋବସ୍ତ କରିବା । ସରକାର ଏହି ବଜେଟରେ ଏହାର ବ୍ୟବସ୍ଥା କରିବା ତ ଦୂରର କଥା, ବର୍ଷକୁ ୨ କୋଟି ରୋଜଗାର ଯୋଗାଇ ଦେବା ପାଇଁ ଦେଇଥିବା ନିଜ ପ୍ରତିଶ୍ରୁତିରୁ ମଧ୍ୟ ଓହରି ଯାଇଛନ୍ତି । ଏପରିକି ଗ୍ରାମାଞ୍ଚଳରେ ୧୦୦ ଦିନିଆ ରୋଜଗାର ଯୋଜନାର ଅର୍ଥ ବରାଦ ମଧ୍ୟ ୧୪ ପ୍ରତିଶତ କମ୍ କରିଦିଆଯାଇଛି ।

ବର୍ତ୍ତମାନ ଦେଶରେ ୨୦କୋଟି ଲୋକ ଭୋକିଲା ରହିଥିବା ବେଳେ ସରକାର ଖାଦ୍ୟ ଉପରେ ରିହାତିକୁ ୧୬ ପ୍ରତିଶତ ହ୍ରାସ କରିଛନ୍ତି । ମୂଲ୍ୟ ବୃଦ୍ଧି ନିୟନ୍ତ୍ରଣ ପାଇଁ କୌଣସି ପଦକ୍ଷେପ ନିଆଯାଇ ନାହିଁ । ପେଟ୍ରୋଲ, ଡ଼ିଜେଲ ଓ ରନ୍ଧନ ଗ୍ୟାସ୍ ଉପରେ ଲାଗୁ ଥିବା ଟିକସ କମାଇବା ପରିବର୍ତ୍ତେ ରନ୍ଧନ ଗ୍ୟାସ୍ ପାଇଁ ରିହାତିକୁ ହ୍ରାସ କରିଛନ୍ତି ଯାହାଦ୍ୱାରା ଏହାର ଅଧିକ ମୂଲ୍ୟବୃଦ୍ଧି ଘଟିବ । ଏହି ବଜେଟରେ ମହିଳାମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ଅଣଦେଖା କରାଯାଇଛି । ମହିଳାମାନଙ୍କୁ ରୋଜଗାର ଯୋଗାଉଥିବା ସମ୍ମିଳିତ ଯୋଜନାର ବ୍ୟୟବରାଦ ୨୦୨୧-୨୨ରେ ୩.୨ ପ୍ରତିଶତ ଥିବାବେଳେ ୨୦୨୨-୨୩ରେ ଏହାକୁ କମାଇ ୨.୫ ପ୍ରତିଶତ କରାଯାଇଛି ।

ସରକାର ସମଗ୍ର ଶିକ୍ଷା ବ୍ୟବସ୍ଥାକୁ ଡ଼ିଜିଟାଲ କରିବା ଯୋଗୁଁ ପଛୁଆ ଓ ଗରିବ ଝିଅମାନେ ପାଠପଢାରୁ ବଞ୍ôଚତ ହେଉଛନ୍ତି । ଏମାନଙ୍କ ପାଇଁ ବଜେଟରେ କୌଣସି ଉଲ୍ଲେଖ ମଧ୍ୟ ନାହିଁ । ୨ ଲକ୍ଷ ସ୍ମାର୍ଟ ଅନଙ୍ଗୱାଡ଼ି କେନ୍ଦ୍ର ଖୋଲାଯିବ ବୋଲି ବଜେଟରେ ଘୋଷଣା କରାଯାଇଛି । କିନ୍ତୁ ଅଙ୍ଗନୱାଡ଼ି କର୍ମୀ ସହ ଅନ୍ୟସବୁ ଯୋଜନାରେ କାମ କରୁଥିବା ମହିଳା କର୍ମଚାରୀମାନଙ୍କୁ ନ୍ୟୁନତମ ମଜୁରୀ ତ ଦୂରର କଥା, ସେମାନଙ୍କ ଦରମା ମଧ୍ୟ ବୃଦ୍ଧି କରିନାହାଁନ୍ତି । ଏପରିକି ସାମାଜିକ ସୁରକ୍ଷା ପାଇଁ ମଧ୍ୟ ଅର୍ଥ ବରାଦ କରାଯାଇ ନାହିଁ । କରୋନା କାଳରେ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କମାଇ ଦିଆଯାଇଛି ।

ଭୁବନେଶ୍ୱରସ୍ଥିତ ମାଷ୍ଟରକ୍ୟାଣ୍ଟିନଛକଠାରେ ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି, ଓଡ଼ିଶା ରାଜ୍ୟ କମିଟି ତରଫୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମିତିର ଜାତୀୟ ସମ୍ପାଦିକା ତାପସୀ ପ୍ରହରାଜ ଯୋଗଦେଇ କହିଲେ ଯେ, କର୍ପୋରେଟ ସଂସ୍ଥାମାନଙ୍କୁ ଟିକସ ଛାଡ଼ କରାଯାଇଥିବା ବେଳେ ସାର ଉପରେ ରିହାତି ୨୫ ପ୍ରତିଶତ କମାଇ ଦିଆଯାଇଛି । ଦେଶ ଯେତେବେଳେ ତୀବ୍ର ବେରୋଜଗାରୀ, କ୍ଷୁଧା ଓ ଦାରିଦ୍ର‌୍ୟ, ଲଗାମହୀନ, ମୁଦ୍ରାସ୍ଫୀତି ଓ ଗଭୀର ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଥିବା ବେଳେ ସରକାର ଦେଶବାସୀଙ୍କ ସ୍ୱାର୍ଥ ସହିତ ବିଶ୍ୱାସଘାତକତା କରିଛନ୍ତି ।

କର୍ପୋରେଟ ସ୍ୱାର୍ଥ ରକ୍ଷାକାରୀ, ଜନବିରୋଧୀ ଏହି ବଜେଟକୁ ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି, ଓଡ଼ିଶା ରାଜ୍ୟ କମିଟି ତରଫରୁ ତୀବ୍ର ବିରୋଧ କରାଯିବା ସହିତ ଏହି ବଜେଟକୁ ଦୃଢ ପ୍ରତିବାଦ କରିବା ପାଇଁ ଶ୍ରୀମତୀ ପ୍ରହରାଜ ଆହ୍ୱାନ ଦେଇଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଯୁଗ୍ମ ସମ୍ପାଦିକା ମିନତୀ ପାଣିଗ୍ରାହୀ, ବିମଳି ନାୟକ, ନିରୂପମା ନାୟକ, ନୟନା ନାୟକ ପ୍ରମୁଖ ଯୋଗଦେଇ କେନ୍ଦ୍ର ସରକାରଙ୍କ ଏହି ବଜେଟକୁ ତୀବ୍ର ବିରୋଧ କରିବା ସହିତ ବଜେଟକୁ ପୋଡ଼ିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version