• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୭ରୁ ଖୋଲିବ ସ୍କୁଲ-କଲେଜ : ୧୪ରୁ ପ୍ରଥମରୁ ସପ୍ତମ ଯାଏଁ ଅଫ୍‌ଲାଇନ୍‌ ପାଠପଢ଼ା 

Proprietor Abhimanyu Maharana by Proprietor Abhimanyu Maharana
February 4, 2022
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
୭ରୁ ଖୋଲିବ ସ୍କୁଲ-କଲେଜ : ୧୪ରୁ ପ୍ରଥମରୁ ସପ୍ତମ ଯାଏଁ ଅଫ୍‌ଲାଇନ୍‌ ପାଠପଢ଼ା 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୩ ଫେବ୍ରୁଆରୀ ଗୁରୁବାର ) ଭୁବନେଶ୍ୱର :- ଚଳିତ ମାସ ୭ ତାରିଖ ଠାରୁ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲରେ ଅଷ୍ଟମରୁ ଉପରକୁ ସମସ୍ତ ଶ୍ରେଣୀର ଅଫ୍‌ଲାଇନ୍‌ ପାଠପଢ଼ା ଆରମ୍ଭ ହେବ। କେଜି ଠାରୁ ସପ୍ତମ ଶ୍ରେଣୀ ଯାଏଁ ଫେବ୍ରୁଆରି ୧୪ ତାରିଖ ଠାରୁ ଅଫ୍‌ଲାଇନ୍‌ କ୍ଲାସ ହେବ। ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଆଜି ଏହା କହିଛନ୍ତି। ଶ୍ରୀ ମହାପାତ୍ର କହିଛନ୍ତି ଯେ, ପାଠ ପଢ଼ିବା ନେଇ ପିଲାମାନଙ୍କ ପାଖରେ ବିକଳ୍ପ ବ୍ୟବସ୍ଥା ରହିବ। ସେମାନେ ଚାହିଁଲେ ଉଭୟ ଅନ୍‌ଲାଇନ୍‌ ଓ ଅଫ୍‌ଲାଇନ୍‌ର ବିକଳ୍ପ ବାଛି ପାରିବେ।

ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, କରୋନା ଯୋଗୁଁ ବିଗତ ୨ ବର୍ଷ ହେବ ରାଜ୍ୟରେ ଶିକ୍ଷାଦାନ ବ୍ୟବସ୍ଥା ପ୍ରଭାବିତ ହୋଇଛି। ବିଶେଷ ଭାବରେ ଛୋଟ ପିଲାମାନେ ଦୀର୍ଘ ୨ ବର୍ଷ ହେଲା ସ୍କୁଲ ଯାଇପାରିନାହାନ୍ତି। ଦ୍ବିତୀୟ ଲହର ପରେ ରାଜ୍ୟ ସରକାର ୬ଷ୍ଠରୁ ଉପର ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ-କଲେଜ ଖୋଲିଥିଲେ। କିନ୍ତୁ ଏଥିରେ କରୋନାର ୩ୟ ଲହର ଦାଉ ସାଜିଥିଲା। ତେଣୁ ଗତମାସ ୧୦ ତାରିଖ ଠାରୁ ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିଛି।

ଶ୍ରୀ ମହାପାତ୍ର କହିଛନ୍ତି, ଏବେ କରୋନାର ୩ୟ ଲହରର ପ୍ରଭାବ କମିଛି। ଏହି ଲହରରେ ହସ୍‌ପିଟାଲରେ ଲୋକେ କମ ସଂଖ୍ୟାରେ ଭର୍ତ୍ତି ହେଉଛନ୍ତି। ଏବେ ଏହା ନିୟନ୍ତ୍ରଣକୁ ଆସିଛି। ବର୍ତ୍ତମାନ ପଜିଟିଭିଟି ହାର କମ୍‌ ରହୁଛି। ୧୫ରୁ ୧୮ ବର୍ଷ ବୟସର ପିଲାମାନଙ୍କୁ କରୋନା ଟିକା ଦିଆଯାଉଛି। ତେବେ ସଂକ୍ରମଣ ହ୍ରାସ ପାଇଥିବାରୁ ବିଭିନ୍ନ ମହଲରୁ ସ୍କୁଲ ଖୋଲିବା ନେଇ ଦାବି ହୋଇ ଆସୁଥିଲା। ଛାତ୍ରଛାତ୍ରୀମାନଙ୍କ ବୃହତ୍ତ ଉଦ୍ଦେଶ୍ୟକୁ ଦୃଷ୍ଟିରେ ରଖି ସରକାର ସ୍କୁଲ-କଲେଜ ଗୁଡ଼ିକ ପୁଣି ଥରେ ଖୋଲୁଛନ୍ତି।

ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, ଆସନ୍ତା ୭ତାରିଖ ଠାରୁ ଅଷ୍ଟମ ଶ୍ରେଣୀରୁ ଉପରକୁ ସମସ୍ତ ଶ୍ରେଣୀ ଖୋଲିବା ସହିତ ସମସ୍ତ ହଷ୍ଟେଲ ଗୁଡ଼ିକ ମଧ୍ୟ ଖୋଲାଯିବ। ଏଥି ସହିତ ବିଭିନ୍ନ ବିଭାଗରେ ଦିଆଯାଉଥିବା ଶିକ୍ଷାଭିତ୍ତିକ ତାଲିମକୁ ମଧ୍ୟ ଅନୁମତି ମିଳିବ। କଲେଜ ଓ ବିଶ୍ବବିଦ୍ୟାଳୟ ଗୁଡ଼ିକ ଗତମାସ ୧୦ ତାରିଖ ଠାରୁ ବନ୍ଦ ରହିଛି। ପୂର୍ବରୁ ଥିବା ଗାଇଡଲାଇନ ଅନୁସାରେ ଏହି ଶିକ୍ଷାନୁଷ୍ଠାନ ଗୁଡ଼ିକ ଖୋଲିବ। ପ୍ରତି ବିଭାଗ ଗୁଡ଼ିକ ଏସ୍‌ଓପି ଓ ଗାଇଡଲାଇନ ଜାରି କରିବେ।

କେଜିଠାରୁ ୯ମ ଶ୍ରେଣୀ ପର୍ଯ୍ୟନ୍ତ କ୍ଲାସ ପ୍ରମୋଶନ ପରୀକ୍ଷା ହେବ। ୧୦ମ ଓ ଦ୍ବାଦଶ ପରୀକ୍ଷା ପୂର୍ବରୁ ଜାରି ହୋଇଥିବା ଗାଇଡଲାଇନ ଅନୁସାରେ ଅନୁଷ୍ଠିତ ହେବ। ୨ ବର୍ଷ ହେଲା ଯେହେତୁ ସ୍କୁଲରେ ପାଠ ପଢ଼ାଯାଇ ନାହିଁ, ତେଣୁ ଶିକ୍ଷକମାନେ ପିଲା ଓ ଅଭିଭାବକଙ୍କୁ ସହଯୋଗ କରିବେ। ଦରକାର ପଡ଼ିଲେ ଖରାଛୁଟିକୁ ହ୍ରାସ କରାଯାଇ ପାରିବ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

March 14, 2026
ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

ଦନ୍ତା ହାତୀ ହାବୁଡ଼ରେ ପଡି ୩ ଯୁବକ ଙ୍କ ମୃତ୍ୟୁ : ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ ପାଇଁ ଦାବୀ

March 14, 2026
ୱାର୍ଡ ମେମ୍ବରଙ୍କ ମାନବିକତା, ଦୁସ୍ଥ କବିଙ୍କୁ ସାହାଯ୍ୟ

ୱାର୍ଡ ମେମ୍ବରଙ୍କ ମାନବିକତା, ଦୁସ୍ଥ କବିଙ୍କୁ ସାହାଯ୍ୟ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା

March 15, 2026
ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

ଆଇଚର ଗାଡି ସହ ଗଞ୍ଜେଇ ଜବତ : ଚାଳକ ଓ ଗଞ୍ଜେଇ ମାଫିଆ ଫେରାର

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version