• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିର୍ବାଚନ ମଇଦାନରେ ଲୋକଙ୍କ ହକ୍ ପାଇଁ ଲଢ଼ୁଛନ୍ତି : ଯୁବନେତା ସ୍ବର୍ଣ୍ଣ ପ୍ରକାଶ ରାଉତରାୟ

Proprietor Abhimanyu Maharana by Proprietor Abhimanyu Maharana
February 10, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ନିର୍ବାଚନ ମଇଦାନରେ ଲୋକଙ୍କ ହକ୍ ପାଇଁ ଲଢ଼ୁଛନ୍ତି : ଯୁବନେତା ସ୍ବର୍ଣ୍ଣ ପ୍ରକାଶ ରାଉତରାୟ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୯ ଫେବ୍ରୁଆରୀ ବୁଧବାର ) ରଣପୁର ବ୍ଲକ ଝାଡ଼ପଡା ପଞ୍ଚାୟତ :- ପଞ୍ଚାୟତ ନିର୍ବାଚନ ପାଇଁ ଗାଁ ଗଣ୍ଡାରେ ଏବେ ପ୍ରାର୍ଥୀ ମାନଙ୍କ ଚଞ୍ଚଳତା ଦେଖିବାକୁ ମିଳୁଛି । ଭୋଟର ଙ୍କ ଦ୍ୱାର ଦ୍ୱାର ବୁଲି ଗାଁ ର ଉନ୍ନତି ନିମନ୍ତେ ଭୋଟ ଭିକ୍ଷା କରୁଛନ୍ତି ପ୍ରାର୍ଥୀ । ନିର୍ବାଚନ ଦିନ ଯେତେ ପାଖେଇ ଆସୁଛି , ପ୍ରାର୍ଥୀ ଙ୍କ ପ୍ରଚାର ସେତେ ଜୋର ଧରିଛି । ତେବେ ଚଳିତ ବର୍ଷର ପଞ୍ଚାୟତ ନିର୍ବାଚନ ରେ ବହୁ ଆଶାୟୀ ପ୍ରାର୍ଥୀ ଙ୍କୁ ଦଳୀୟ ଟିକେଟ ମିଳିବା ସହ ଲୋକ ସମର୍ଥନ କରୁଥିବା ମଧ୍ୟ ଦେଖିବାକୁ ମିଳୁଛି । ରଣପୁର ବ୍ଲକର ଚାନ୍ଦପୁର ଜୋନ ର ଝାଡ଼ପଡା ପଞ୍ଚାୟତ ପାଇଁ ଆଶାୟୀ ଥିବା ସମିତିସଭ୍ୟ ପ୍ରାର୍ଥୀ ଭାବେ ବିଜେଡି ରୁ ସ୍ବର୍ଣ୍ଣ ପ୍ରକାଶ ରାଉତରାୟ ଙ୍କୁ ମିଳିଛି ନିର୍ବାଚନ ଲଢ଼ିବା ର ମୌକା । ଗାଁ ଗାଁ ରେ ବୁଲି ଲୋକଙ୍କ ହକ୍ ପାଇଁ ଭୋଟ ଭିକ୍ଷା କରୁଥିବା ଦେଖିବାକୁ ମିଳିଛି ।

ଚାନ୍ଦପୁର ଅଞ୍ଚଳରେ ସ୍ବର୍ଣ୍ଣ ପ୍ରକାଶ ରାଉତରାୟ ଜଣେ ଜଣାଶୁଣା ଯୁବନେତା ହେବା ସହ ସେ ବିଜୁ ଯୁବ ଜନତା ଦଳର ସଙ୍ଗଠକ, ସଭାପତି ଓ ଜିଲ୍ଲା ସାଧାରଣ ସମ୍ପାଦକ ଅଟନ୍ତି ଓ ତାଙ୍କ ପତ୍ନୀ ବିନୋଦିନୀ ରାଉତରାୟ ପୂର୍ବରୁ ଗୋପାଳପୁର ଜୋନ ର ଜିଲ୍ଲାପରିଷଦ ଥିଲେ । ଯେ କି ରାଜନୀତି ର ଜଣେ ଅଭିଜ୍ଞ ରାଜନେତା ଭାବେ ବର୍ତ୍ତମାନ ପାଦ ରଖିଛନ୍ତି ନିର୍ବାଚନୀ ସିଡ଼ିରେ । ଏବେ ନିର୍ବାଚନ ମଇଦାନକୁ ଓହ୍ଲାଇ ଲୋକଙ୍କ ସମସ୍ୟା ପଚାରି ବୁଝିବା ସହ ଜିତିବା ପରେ ତାହାକୁ ପୂରଣ କରିବାକୁ ପ୍ରତିଶୃତି ମଧ୍ୟ ଦେଉଛନ୍ତି । ତେବେ ଦେଖିବାକୁ ବାକି ଅଛି ନିର୍ବାଚନୀ ମଇଦାନରେ ସେ ବିଜୟ ହେଉଛନ୍ତି ନା ନାହିଁ ..?

ପୂର୍ବ ସୂଚନାଯୋଗ୍ୟ ଯେ ପୂର୍ବରୁ ସେ ଦଳୀୟ ପଦ ପଦବୀ ପାଇ ଲୋକଙ୍କର ବିଶ୍ୱାସ ଜିତିବା ସହ ପଞ୍ଚାୟତଗୁଡିକର ସର୍ବାଙ୍ଗୀନ ଉନ୍ନତି କରିଆସିଛନ୍ତି । ତେବେ ଗୋଟିଏ ଦୃଷ୍ଟି ରୁ ଦେଖିବାକୁ ଗଲେ ସ୍ବର୍ଣ୍ଣ ଏହି ନିର୍ବାଚନ ମଇଦାନରେ ବିଜୟ ହେବାର ଆଶଙ୍କା ବହୁଳ ରହିଛି । ନିଃସ୍ୱାର୍ଥପର ଓ ନିରପେକ୍ଷ ଭାବେ ନିର୍ବାଚନ ଲଢ଼ି ଲୋକଙ୍କ ହିତ ପାଇଁ ବସ୍ ଚିହ୍ନରେ ଭୋଟ ମାଗି ଭୋଟର ଙ୍କ ବିଶ୍ଵାସର ପାତ୍ର ହୋଇଛନ୍ତି ସ୍ବର୍ଣ୍ଣ । ପଞ୍ଚାୟତଗୃହକୁ ନେଇ ଗ୍ରାମରେ ବାରମ୍ବାର ବାଦ ବିବାଦ ସୃଷ୍ଟି ହୋଇଆସୁଥିବା ବେଳେ ସ୍ବର୍ଣ୍ଣ ଚଳିତ ବର୍ଷ ନିର୍ବାଚନ ପରେ ପଞ୍ଚାୟତ ଗୃହଟିଏ ନିର୍ମାଣ କରିବାପାଇଁ ଦୃଢ଼ ପ୍ରତିଶୃତି ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

July 29, 2026
ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

July 29, 2026
ଜିଲ୍ଲା ପ୍ରଶାସନ ପକ୍ଷରୁ ରସଗୋଲା ବଣ୍ଟନ : ଧନ୍ୟବାଦ ଜଣାଇଲେ ଶ୍ରଦ୍ଧାଳୁ

ଜିଲ୍ଲା ପ୍ରଶାସନ ପକ୍ଷରୁ ରସଗୋଲା ବଣ୍ଟନ : ଧନ୍ୟବାଦ ଜଣାଇଲେ ଶ୍ରଦ୍ଧାଳୁ

July 29, 2026
ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି  ଟିପିସିଓଡିଏଲ୍‌

Advanced planning and a dedicated workforce have enabled TPCODL to ensure seamless power supply during the 2026 Rath Yatra

July 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

July 29, 2026
ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

July 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version