• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସରପଞ୍ଚ ନିର୍ଦେଶରେ ୭ ଦିନ ପାଇଁ ୨0 ଘଣ୍ଟିଆ କର୍ଫ୍ୟୁ ; ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରି ପଞ୍ଚାୟତର ସମସ୍ତ ଗ୍ରାମରେ ସଟ ଡାଉନ ଲାଗୁ କରିଛନ୍ତି ।

Proprietor Abhimanyu Maharana by Proprietor Abhimanyu Maharana
May 9, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ସରପଞ୍ଚ ନିର୍ଦେଶରେ ୭ ଦିନ ପାଇଁ ୨0 ଘଣ୍ଟିଆ  କର୍ଫ୍ୟୁ ; ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରି ପଞ୍ଚାୟତର ସମସ୍ତ ଗ୍ରାମରେ ସଟ ଡାଉନ ଲାଗୁ କରିଛନ୍ତି ।
Share on FacebookShare on TwitterWhatsapp

ବ୍ରହ୍ମପୁର, ଗଞ୍ଜାମ ବୁଗୁଡା ବ୍ଲକ ,ରିପୋର୍ଟ /ଶେଷଦେବ ସାହୁ /ଲଷ୍ମୀଧର ଖୁଣ୍ଟିଆ ( ଓଡିଶା ତାଜା ନ୍ୟୁଜ୍‌ ) ସରପଞ୍ଚ ନିର୍ଦେଶରେ ୭ ଦିନ ପାଇଁ ୨0 ଘଣ୍ଟିଆ କର୍ଫ୍ୟୁ, 8 ମଇ :- ବୁଗୁଡା ବ୍ଲକର ମାଣିତରା ଗ୍ରାମ ପଞ୍ଚାୟତ ସରପଞ୍ଚଙ୍କ ନିର୍ଦେଶ କ୍ରମେ ୭ ଦିନ ପାଇଁ ୨0 ଘଣ୍ଟିଆ କର୍ଫ୍ୟୁ ଜାରି ହୋଇଛି, ମଇ ୮ ତାରିଖ ଠାରୁ ମଇ ୧୫ ତାରିଖ ପର୍ଯ୍ୟନ୍ତ ୭ ଦିନ ପାଇଁ ସକାଳ ୧୧ ଘଣ୍ଟା ଠାରୁ ସକାଳ ୭ ଘଣ୍ଟା ପର୍ଯ୍ୟନ୍ତ ୨୦ ଘଣ୍ଟିଆ ସଟ ଡାଉନ ଘୋଷଣା କରିଛି।

ଗଞ୍ଜାମ ବୁଗୁଡା ବ୍ଲକର ପ୍ରଥମ ଭାବେ ମାଣିତରା ପଞ୍ଚାୟତ ସରପଞ୍ଚ ଯିଏକି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରି ପଞ୍ଚାୟତର ସମସ୍ତ ଗ୍ରାମରେ ସଟ ଡାଉନ ଲାଗୁ କରିଛନ୍ତି। ବୋଧହୁଏ ମାଣିତରା ପଞ୍ଚାୟତ ସାରା ଓଡ଼ିଶାରେ ପ୍ରଥମ ପଞ୍ଚାୟତ ଭାବେ କରୋନା ମୁକାବିଲା ପାଇଁ ଏହି କ୍ଷମତା ପ୍ରୟୋଗ କରିଛି। ଯାହା ଫଳରେ ସକାଳ ୭ ଘଣ୍ଟାରୁ ୧୧ ଘଣ୍ଟା ପର୍ଯ୍ୟନ୍ତ କେବଳ ତେଜରାତି ଓ ପନିପରିବା ଦୋକାନ ଖୋଲା ରହିବା ସହ ଔଷଧ ଦୋକାନ ଦିନ ଓ ରାତି ଖୋଲା ରହିପାରିବ।

ମାଣିତରା ପଞ୍ଚାୟତର କେବଳ ନଗୁଡୁ ଗ୍ରାମକୁ ବାଦଦେଲେ ଭୋଗଡା,ମାଣିତରା, ତାମ୍ବୀରି, ମକରାପଲ୍ଲୀ, ସାପୁଆପଲ୍ଲୀ ଓ ମଙ୍ଗରାଜପୁର ଗ୍ରାମର ମଧ୍ୟ ଭାଗରେ ସମସ୍ତ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପ୍ରବାସୀ ଓଡ଼ିଆ ଫେରନ୍ତା ବ୍ୟକ୍ତିମାନେ ରହୁଥିବା ଯୋଗୁଁ କରୋନା ସଂକ୍ରମଣର ଆଶଙ୍କା ଥିବାରୁ ସଟ ଡାଉନ ଘୋଷଣା କରାଯାଇଥିବା ସରପଞ୍ଚଙ୍କ ପ୍ରତିନିଧି ବବୁଲ ନାୟକ ପ୍ରକାଶ କରିଛନ୍ତି। ମାଣିତରା ପଞ୍ଚାୟତର ସମସ୍ତ ଜନସାଧାରଣ ସହଯୋଗ କରିବାକୁ ସେ ଅପିଲ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version