• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶରଧାପୁର ପଞ୍ଚାୟତରେ : ସରପଞ୍ଚ ପ୍ରାର୍ଥୀନୀ ଚାନ୍ଦିନୀ ରାଉତ – ପ୍ରଚାର ପ୍ରସାରରେ ଆଗୁଆ

Proprietor Abhimanyu Maharana by Proprietor Abhimanyu Maharana
February 14, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ଶରଧାପୁର ପଞ୍ଚାୟତରେ : ସରପଞ୍ଚ ପ୍ରାର୍ଥୀନୀ ଚାନ୍ଦିନୀ ରାଉତ – ପ୍ରଚାର ପ୍ରସାରରେ ଆଗୁଆ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୩ ଫ୍ରେବୃଆରୀ ,ରବିବାର ) ଓଡ଼ଗାଁ :- ଓଡ଼ଗାଁ ବ୍ଲକ ଶରଧାପୁର ପଞ୍ଚାୟତରେ ଦିନକୁ ଦିନ ପଞ୍ଚାୟତ ନିର୍ବାଚନ ସରଗରମ ହେବାରେ ଲାଗିଛି । ଶରଧାପୁର ପଞ୍ଚାୟତରେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି । ଶରଧାପୁର ପଞ୍ଚାୟତ ସର୍ବମୋଟ ୧୪ଟି ୱାର୍ଡକୁ ନେଇ ଗଠିତ । ଆସନ୍ତା ୧୬ ତାରିଖରେ ପଞ୍ଚାୟତର ୩୬୦୪ ଜଣ ଭୋଟର ନିଜର ମତଦାନ ସାବ୍ୟସ୍ତ କରିବେ । ଇତି ମଧ୍ୟରେ ଶରଧାପୁର ପଞ୍ଚାୟତରେ ଖୋଲା ବହି ଚିହ୍ନରେ ପ୍ରତିଦ୍ୱନ୍ଦିତା କରୁଥିବା ସରପଞ୍ଚ ପ୍ରାର୍ଥୀନୀ ଚାନ୍ଦିନୀ ରାଉତ ପ୍ରଚାର ପ୍ରସାରରେ ଆଗୁଆ ଥିବା ଜଣାପଡିଛି ।

ପୁର୍ବରୁ ଚାନ୍ଦିନୀଙ୍କ ଶଶୁର ସ୍ବର୍ଗତ ନୃସିଂହ ରାଉତ ଅବିଭକ୍ତ ଶରଧାପୁର ପଞ୍ଚାୟତରେ ସରପଞ୍ଚ ଭାବେ ପ୍ରତିନିଧିତ୍ଵ କରିଥିଲେ । ଶ୍ଵଶୁରଙ୍କ ଜନହିତକର କାର‌୍ୟ୍ୟରେ ଅନୁପ୍ରାଣିତ ହୋଇ ଜନସେବା କରିବା ପାଇଁ ରାଜନୀତିରେ ପ୍ରବେଶ କରିଥିବା ପ୍ରକାଶ କରିଛନ୍ତି ଚାନ୍ଦିନୀ ରାଉତ । ପଞ୍ଚାୟତରେ ଜନସାଧାରଣ ଚାନ୍ଦିନୀଙ୍କ ଉପରେ ଆଶା ଏବଂ ବିଶ୍ୱାସ ରଖିଥିବା ପ୍ରକାଶ କରିଛନ୍ତି । ଚାନ୍ଦିନୀ ଖୋଲା ବହି ଚିହ୍ନରେ ପ୍ରତିଦ୍ୱନ୍ଦିତା କରୁଥିବା ସମୟରେ ନିର୍ବାଚିତ ହେବା ପରେ ପଞ୍ଚାୟତ ବାସୀଙ୍କ ସୁଖଦୁଃଖରେ ସାମିଲ ହେବା ସହ ସମସ୍ତ ସମସ୍ୟାର ସମାଧାନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି ।

ଅବିଭକ୍ତ ଶରଧାପୁର ପଞ୍ଚାୟତରେ ଚାନ୍ଦିନୀଙ୍କ ବଂଶଜ ସ୍ବର୍ଗତ ଭୀମସେନ ରାଉତଙ୍କ ଠାରୁ ଆରମ୍ଭ କରି ସ୍ବର୍ଗତ ନୃସିଂହ ରାଉତ ପର‌୍ୟ୍ୟନ୍ତ ୩୦ ବର୍ଷରୁ ଉର୍ଦ୍ଧ୍ବ ସମୟ ଧରି ରାଉତ ପରିବାର ଶରଧାପୁର ଗ୍ରାମବାସୀଙ୍କ ନେତୃତ୍ୱ ନେଇ ଆସିଛନ୍ତି । ଶରଧାପୁର ଗ୍ରାମପଞ୍ଚାୟତବାସୀଙ୍କ ପାଇଁ ଭୀମସେନଙ୍କ ଅବଦାନ ଅତୁଳନୀୟ । ଭୀମସେନ ବାଉଁଶଗାଡ଼ିଆ ସ୍କୁଲ ଠାରୁ ଆରମ୍ଭ କରି ବିନାୟକପୁର ଭୀମସେନ ବିଦ୍ୟାପୀଠ, ଓଡ଼ଗାଁ କଲେଜ ଚତୁଃପାଶ୍ୱରେ ପାଚେରୀ ନିର୍ମାଣ କରି ସମଗ୍ର ଅଞ୍ଚଳରେ ଭୀମସେନ ଖ୍ୟାତି ଅର୍ଜନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version