• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଉ ଦିନକ ପରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୁଡ଼ାନ୍ତ

Proprietor Abhimanyu Maharana by Proprietor Abhimanyu Maharana
February 15, 2022
in ଓଡ଼ିଶା, କନ୍ଧମାଳ, ହୋମ୍
0
ଆଉ ଦିନକ ପରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୁଡ଼ାନ୍ତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୫ ଫେବ୍ରୁଆରୀ ମଙ୍ଗଳବାର ) ବାଲିଗୁଡ଼ା :- ରାଜ୍ୟର ବିଭିନ୍ନ ସ୍ଥାନରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆସନ୍ତା ୧୬ତାରିଖ ରୁ ଅନୁଷ୍ଠିତ ହେବ l ସେଥିପାଇଁ କନ୍ଧମାଳ ଜିଲ୍ଲାରେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟ ରେ ପହଞ୍ଚିଛି l ଆସନ୍ତା ୧୬ତାରିଖରେ କନ୍ଧମାଳ ଜିଲ୍ଲାର କ. ନୂଆଁଗାଁ ଏବଂ ବାଲିଗୁଡା ବ୍ଲକ ରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ l ବାଲିଗୁଡା ବ୍ଲକ ର ୧୪ ପଞ୍ଚାୟତରେ ୧୮୩ ବୁଥ ଓ କ. ନୂଆଁଗାଁ ବ୍ଲକର ୧୪ ପଞ୍ଚାୟତର ୧୭୭ଟି ବୁଥ ପାଇଁ ପ୍ରିଜାଇଡିଙ୍ଗ ଅଫିସର, ପୁଲିଙ୍ଗ ଅଫିସର ମାନେ ବାଲିଗୁଡା ଆଦିବାସୀ ମହାବିଦ୍ୟାଳୟ କ.ନୁଆଗାଁ ବ୍ଲକ୍ ପରିସରରେ ପହଁଚି ନିଜ ନିଜ ବୁଥ୍ ପାଇଁ ବାଲେଟ ବକ୍ସ ସମେତ ସମସ୍ତ ଆସବାବ ପତ୍ର ସଂଗ୍ରହ କରି ନିଜ ନିଜ ବୁଥ୍ ଅଭିମୁଖେ ବାହାରିଛନ୍ତି l

ବାଲିଗୁଡ଼ା ବ୍ଲକର ୧୨୬ଟି ବୁଥ୍ ସମ୍ବେଦନଶୀଳ ଥିବାବେଳେ କ.ନୁଆଗାଁ ବ୍ଲକର ୧୭ ଟି ବୁଥ୍ କୁ ସମ୍ବେଦନଶୀଳ ବୁଥ୍ ଭାବେ ଚିହ୍ନଟ କରାଯାଇଛି । ସମ୍ବେଦନଶିଳ ବୁଥ୍ ଲାଗି ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି l ଏଥିସହିତ ବାଲିଗୁଡା ବ୍ଲକ୍ ଓ କ.ନୁଆଗାଁ ବ୍ଲକରେ ପ୍ରଥମଥର ପାଇଁ ପିଙ୍କ୍ ବୁଥର ଆୟୋଜନ କରିଛି ପ୍ରଶାସନ l ଏହି ପିଙ୍କ୍ ବୁଥରେ ସମସ୍ତ ମହିଳା କର୍ମଚାରୀଙ୍କୁ ନିର୍ବାଚନ କିର୍ଯ୍ୟରେ ନିୟୋଜିତ କରାଯାଇଛି । ରାଜ୍ୟ ନିର୍ବାଚନ କମିଶନର ଙ୍କ ନିୟମ ଅନୁସାରେ କୋଭିଡ୍ କଟକଣା ମଧ୍ୟରେ ଭୋଟ୍ ଗ୍ରହଣ ପ୍ରକ୍ରିୟା ଜାରୀ ରହିବ ଏବଂ ଭିନ୍ନକ୍ଷମ ବ୍ୟକ୍ତି ଓ କରୋନା ପଜିଟିଭ ବ୍ୟକ୍ତି ମାନଙ୍କ ଲାଗି ମଧ୍ୟ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି l

ଅନ୍ୟ ପକ୍ଷରେ ବାଲିଗୁଡା ଅଞ୍ଚଳରେ ମାଓବାଦୀ ଙ୍କ ତରଫରୁ ମାଓ ପୋଷ୍ଟର ବ୍ୟାନର ଲଗାଯାଇଥିବା ଯୋଗୁଁ ପୁଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଦୁଇଟି ବ୍ଲକରେ ଜଣେ ଜଣେ ଅତିରିକ୍ତ ଏସପିଙ୍କ ସମେତ ଆବଶ୍ୟକ ଅନୁଯାୟୀ ଅଫିସର ଓ ପୋଲିସ୍ ଫୋର୍ସ ନିୟୋଜିତ କରାଯାଇଥିବା ଜଣାପଡ଼ିଛି । ଅନ୍ୟପଟେ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟ ପରିସରରେ ବାଲିଗୁଡ଼ା ଉପଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ,ବିଡ଼ିଓ ଜଗଦୀଶ ଷଡ଼ଙ୍ଗୀ, ତହସିଲଦାର ଶଶାଙ୍କ ପାତ୍ର ପ୍ରମୁଖ ଅଧିକାରୀ ଉପସ୍ଥିତ ରହି ସମସ୍ତ ବ୍ୟବସ୍ଥାକୁ ଅନୁଧ୍ୟାନ କରୁଥିବାବେଳେ କ.ନୁଆଗାଁ ବ୍ଲକରେ ବାଲିଗୁଡ଼ା ଆଇଟିଡିଏ ପ୍ରକଳ୍ପ ଅଧିକାରୀ ମଧୁସୂଦନ ବେହେରା,ବିଡ଼ିଓ ଶରତ କୁମାର ପାତ୍ର ପ୍ରମୁଖ ରହି ସମସ୍ତ କାର୍ଯ୍ୟର ତଦାରଖ କରୁଛନ୍ତି ।

ସେପଟେ ପୋଲିସ୍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ା କଡ଼ି କରାଯିବା ସହ କନ୍ଧମାଳ ଏସପି ଭିନିତ୍ ଅଗ୍ରଓ୍ବାଲ ଦୁଇଟି ବ୍ଲକ୍ ବୁଲି ସମସ୍ତ ସ୍ଥିତି ଅନୁଧ୍ୟାନ କରିଛନ୍ତି । ଶାନ୍ତି ଶୃଙ୍ଖଳା ସହ ଭୋଟ୍ ଗ୍ରହଣ ଲାଗି ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଥିବା ଜଣାପଡ଼ିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026
ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version