• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ଗାଁ ବ୍ଲକର ୨ ନମ୍ବର ଜୋନ ରେ ବିଜେଡ଼ିର ଶକ୍ତି ପ୍ରଦର୍ଶନ – ବିରଜାଲକ୍ଷ୍ମୀ

Proprietor Abhimanyu Maharana by Proprietor Abhimanyu Maharana
February 15, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ଓଡ଼ଗାଁ ବ୍ଲକର ୨ ନମ୍ବର ଜୋନ ରେ ବିଜେଡ଼ିର ଶକ୍ତି ପ୍ରଦର୍ଶନ – ବିରଜାଲକ୍ଷ୍ମୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୫ ଫେବ୍ରୁଆରୀ ମଙ୍ଗଳବାର ) ଓଡ଼ଗାଁ :- ଓଡ଼ଗାଁ ବ୍ଲକ ର ୨ ନମ୍ବର ଜୋନ୍ ରେ ବିଜେଡି ର ଶକ୍ତି ପ୍ରଦର୍ଶନ । ପଞ୍ଚାୟତ ନିର୍ବାଚନକୁ ନେଇ ଚର୍ଚ୍ଚା ହୋଇଛି ଓଡ଼ଗାଁ ରାଜନୀତି ମହଲରେ । ୨ ନଂ ଜୋନ୍ ରୁ ମହିଳା ପ୍ରାର୍ଥୀ ବିରଜାଲକ୍ଷ୍ମୀ ସାହୁ ନିର୍ବାଚନ ଲଢ଼ୁଛନ୍ତି । ଲୋକଙ୍କ ସାଙ୍ଗରେ ମିଶି ପାଖରେ ବସି ଅସୁବିଧା କଥା ବୁଝି ଭୋଟର ଙ୍କ ଠାରୁ ଭୋଟ ଭିକ୍ଷା କରୁଥିବାର ଦୃଶ୍ୟ ଦେଖିବାକୁ ମିଳିଛି । ମୁଖ୍ୟମନ୍ତ୍ରୀ ପଟ୍ଟନାୟକଙ୍କ ମହିଳା ସଶକ୍ତିକରଣ ନାରାକୁ ବ୍ରହ୍ମାସ୍ତ୍ର କରି ଜୋରଦାର ପ୍ରଚାର କରିବା ସହ ଲୋକଙ୍କ ପ୍ରିୟଭାଜନ ହେଉଥିବା ଦେଖିବାକୁ ମିଳୁଅଛି ।

ଚଳିତ ନିର୍ବାଚନରେ ବିଜେଡିରୁ ଜିଲ୍ଲା ବିଜୁ ମହିଳା ଜନତା ଦଳ ସଭାନେତ୍ରୀ ବିରଜାଲକ୍ଷ୍ମୀ ସାହୁ ଜିଲ୍ଲାପରିଷଦ ଆସନ ପାଇଁ ନିର୍ବାଚନ ମଇଦାନରେ ଲଢୁଛନ୍ତି । ବିଜେପି ରୁ ଆରତୀ କୁମାରୀ ଗୌଡ଼ ଓ କଂଗ୍ରେସ ରୁ ସାବିତ୍ରୀ କର ପ୍ରତିଦ୍ବନ୍ଦିତା କରୁଥିବା ଦେଖିବାକୁ ମିଳିଛି । ବିଜେଡି ଏବଂ ବିଜେପି ମଧ୍ୟରେ ସଂଘର୍ଷ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମହିଳା ସଶକ୍ତିକରଣ ନାରାକୁ ବ୍ରହ୍ମାସ୍ତ୍ର କରି ନିର୍ବାଚନ ମଇଦାନ ରେ ଲଢ଼ୁଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା(BSKY ) ମାଧ୍ୟମରେ ମହିଳାଙ୍କ ସ୍ବାସ୍ଥ୍ୟ ପ୍ରତି ଗୁରୁତ୍ଵ ଦେଇ ଆସୁଥିବା କଥାକୁ ବିରଜାଲକ୍ଷ୍ମୀ ଲୋକଙ୍କ ପାଖରେ ରଖୁଛନ୍ତି । ବାଣ୍ଠପୁର ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ ଏବଂ ୱାର୍ଡସଭ୍ୟ ଅପ୍ରତିଦ୍ବନ୍ଦୀ ଭାବେ ନିର୍ବାଚିତ ହେବା ମଧ୍ୟ ବିରଜାଲକ୍ଷ୍ମୀ ଙ୍କ ବିଜୟ ରାସ୍ତାର ଏକ ପ୍ରମୁଖ ଅସ୍ତ୍ର ବୋଲି ଆଲୋଚନା ହେଉଛି । ତେବେ ବିଜୁ ମହିଳା ସଙ୍ଗଠନ , ବିଜୁ ଯୁବ ଜନତା ଦଳ ଓ ବିଜେଡି ର କର୍ମକର୍ତ୍ତା ଙ୍କ ଦଳୀୟ ଭୋଟ କୁ ହାତେଇ ବିପୁଳ ବ୍ୟବଧାନ ରେ ଜିତିବାର ଆଶା ରଖିଛନ୍ତି ।

ଆଗକୁ ବିରଜାଲକ୍ଷ୍ମୀ ଙ୍କ ର ଏହି ଆଶା ସାକାର ହେଉଛି ନା ନାହିଁ ଦେଖିବାକୁ ବାକି ରହିଲା ।ରବିଗାଡ଼ିଆ ପଞ୍ଚାୟତରେ ସମିତିସଭ୍ୟା ଥିବା ବହୁ ଉନ୍ନୟନ ମୂଳକ କାର୍ଯ୍ୟ କରିଥିବା ବିରଜାଲକ୍ଷ୍ମୀଙ୍କ ଅନୁପସ୍ଥିତିକୁ ଏବେବି ଲୋକ ଝୁରୁଥିବା ଜଣା ପଡୁଛି । ରାଜନୀତି ରେ ଅଭିଜ୍ଞ ଥିବା ଦଳୀୟ ସଭାନେତ୍ରୀ ଙ୍କ ର ଭୋଟ ବିପୁଳ ହେବାର ବିଶେଷ ସମ୍ଭାବନା ରହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୀଳକନ୍ଦରରେ ନିଳାଦ୍ରିନାଥ ଭକ୍ତ ପାଇଲେ ନୀଳାଚଳ ଅବଢା

ନୀଳକନ୍ଦରରେ ନିଳାଦ୍ରିନାଥ ଭକ୍ତ ପାଇଲେ ନୀଳାଚଳ ଅବଢା

July 29, 2026
ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

July 29, 2026
ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

July 29, 2026
ଜିଲ୍ଲା ପ୍ରଶାସନ ପକ୍ଷରୁ ରସଗୋଲା ବଣ୍ଟନ : ଧନ୍ୟବାଦ ଜଣାଇଲେ ଶ୍ରଦ୍ଧାଳୁ

ଜିଲ୍ଲା ପ୍ରଶାସନ ପକ୍ଷରୁ ରସଗୋଲା ବଣ୍ଟନ : ଧନ୍ୟବାଦ ଜଣାଇଲେ ଶ୍ରଦ୍ଧାଳୁ

July 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୀଳକନ୍ଦରରେ ନିଳାଦ୍ରିନାଥ ଭକ୍ତ ପାଇଲେ ନୀଳାଚଳ ଅବଢା

ନୀଳକନ୍ଦରରେ ନିଳାଦ୍ରିନାଥ ଭକ୍ତ ପାଇଲେ ନୀଳାଚଳ ଅବଢା

July 29, 2026
ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

July 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version