• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୧ ନମ୍ବର ଜୋନ ରେ ବିଜେଡିର ଗତି ଦୃତ – ଝିଲ୍ଲୀ

Proprietor Abhimanyu Maharana by Proprietor Abhimanyu Maharana
February 15, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
୧ ନମ୍ବର ଜୋନ ରେ ବିଜେଡିର ଗତି ଦୃତ  – ଝିଲ୍ଲୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୫ ଫେବ୍ରୁଆରୀ ମଙ୍ଗଳବାର ) ‌ଓଡ଼ଗାଁ :- ନୟାଗଡ଼ ଓଡ଼ଗାଁ ବ୍ଲକର ୧ ନମ୍ବର ଜୋନ୍ ରେ ବିଜେଡି ଆଗୁଆ । ତ୍ରି ସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡି କୁ ନେଇ ଚର୍ଚ୍ଚା ଜୋର ଧରିଛି ଓଡ଼ଗାଁ ରାଜନୀତି ମହଲରେ । ବିଜେଡି ରୁ ପୂର୍ବତନ ସରପଞ୍ଚ ଝିଲ୍ଲୀ ପ୍ରଧାନ ୧ ନଂ ଜୋନ୍ ରୁ ମହିଳା ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ୁଛନ୍ତି । ଦ୍ୱାର ଦ୍ୱାର ବୁଲି ଭୋଟର ଙ୍କ ଙ୍କ ମନ କିଣିବାରେ ଲାଗିଛନ୍ତି ପ୍ରାର୍ଥୀ ମାନେ ତେବେ ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛ ଓ ନିର୍ମଳ ଭାବମୂର୍ତ୍ତି ଏବଂ ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ କାର୍ଯ୍ୟଦକ୍ଷତାକୁ ନେଇ ପ୍ରଚାର ଓ ପ୍ରସାରକୁ ଓହ୍ଲାଇଛନ୍ତି ବିଜେଡି ପ୍ରାର୍ଥୀନୀ ଝିଲ୍ଲୀ ପ୍ରଧାନ ।

ଲୋକଙ୍କ ପାଖରେ ପହଞ୍ଚୁ ଥିବା ବିଜେଡି କର୍ମୀ ଓ ପ୍ରାର୍ଥୀ ଙ୍କ ଉପରେ ଭୋଟର ଙ୍କ ସମର୍ଥନ ଜୋର ଥିବା ବେଳେ କେନ୍ଦ୍ର ସରକାରଙ୍କ ମୂଲ୍ୟ ବୃଦ୍ଧି, ପେଟ୍ରୋଲ ଓ ଗ୍ୟାସ୍ ଦରବୃଦ୍ଧି ପ୍ରଭୃତିକୁ ବିଜେଡି ପ୍ରାର୍ଥୀ ପ୍ରସଙ୍ଗ କରିବା ପରେ ବିଜେପି ବହୁ ପଛରେ ଥିବା ଜଣାଯାଇଛି । ୧ ନଂ ଜୋନ ର ୯ ଟି ଗ୍ରାମ ପଞ୍ଚାୟତର ଭୋଟର ମାନଙ୍କ ପାଖରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା କୁ ରଖି ଭୋଟ ଭିକ୍ଷା କରୁଛନ୍ତି ବିଜେଡି ପ୍ରାର୍ଥୀ ଓ କର୍ମୀମାନେ ।

ଏତଦବ୍ୟତୀତ ସରପଞ୍ଚ , ସମିତିସଭ୍ୟ ପ୍ରାର୍ଥୀନୀ ମାନଙ୍କ ପ୍ରତି ଭୋଟର ଙ୍କ ସମର୍ଥନ ଥିବା ବେଳେ ଜିଲ୍ଲା ପରିଷଦ ଆସନ ବିଜେଡି ହାତକୁ ଯିବାର ବିଶେଷ ସମ୍ଭାବନା ରହିଛି । ମହିଳା ସଶକ୍ତିକରଣ , ଜନ ସ୍ୱାସ୍ଥ୍ୟ କଲ୍ୟାଣ ସେବା , ଗୃହ ନିର୍ମାଣ ଇତ୍ୟାଦି ପ୍ରସଙ୍ଗ ଉଠାଇ ଭୋଟର ଙ୍କ ମନ କିଣିଛନ୍ତି ବିଜେଡି କର୍ମୀ ମାନେ । ଗାଁ ଗୁଡ଼ିକର ସର୍ବାଙ୍ଗୀନ ଉନ୍ନତି କରିବା ସହ ଲୋକଙ୍କୁ ସମସ୍ତ ସରକାରୀ ସୁବିଧା ଯୋଗାଇ ଦେବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି ଝିଲ୍ଲୀ ପ୍ରଧାନ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

July 29, 2026
ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

July 29, 2026
ଜିଲ୍ଲା ପ୍ରଶାସନ ପକ୍ଷରୁ ରସଗୋଲା ବଣ୍ଟନ : ଧନ୍ୟବାଦ ଜଣାଇଲେ ଶ୍ରଦ୍ଧାଳୁ

ଜିଲ୍ଲା ପ୍ରଶାସନ ପକ୍ଷରୁ ରସଗୋଲା ବଣ୍ଟନ : ଧନ୍ୟବାଦ ଜଣାଇଲେ ଶ୍ରଦ୍ଧାଳୁ

July 29, 2026
ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି  ଟିପିସିଓଡିଏଲ୍‌

Advanced planning and a dedicated workforce have enabled TPCODL to ensure seamless power supply during the 2026 Rath Yatra

July 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

July 29, 2026
ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

July 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version