• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାସ୍କ ବାଣ୍ଟି ଲୋକଙ୍କୁ ସଚେତନ କଲେ ସମିତିସଭ୍ୟ ପ୍ରାର୍ଥୀ – ଗୌରୀ ସାହୁ

Proprietor Abhimanyu Maharana by Proprietor Abhimanyu Maharana
February 15, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ମାସ୍କ ବାଣ୍ଟି ଲୋକଙ୍କୁ ସଚେତନ କଲେ ସମିତିସଭ୍ୟ ପ୍ରାର୍ଥୀ – ଗୌରୀ ସାହୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୫ ଫେବ୍ରୁଆରୀ ମଙ୍ଗଳବାର ) ଓଡ଼ଗାଁ :- ଭୋଟରଙ୍କୁ ସଚେତନ କରିବା ପାଇଁ ପ୍ରାର୍ଥୀ ମାନେ ଭିନ୍ନ ଭିନ୍ନ ତରିକା ଅବଲମ୍ବନ କରୁଛନ୍ତି ଗାଁ ଗାଁରେ ଭୋଜିଭାତ ଦିଆଯାଉଥିବା ବେଳେ ଆଉ କେତେକ ସ୍ଥାନରେ କୋଭିଡ଼ି ସଚେତନ କରାଯାଇ ମାସ୍କ ବଣ୍ଟନ କରାଯାଉଛି । ପାଣ୍ଡେରିପଡ଼ା ପଞ୍ଚାୟତରେ ସମିତିସଭ୍ୟା ପ୍ରାର୍ଥୀ ଗୌରୀ ସାହୁ ଲୋକଙ୍କୁ ମାସ୍କ ଦେଇ କରୋନା ସଚେତନ କରିଛନ୍ତି । ସୂଚନା ଥାଉକି, ଓଡ଼ଗାଁ ବ୍ଲକ୍ ପାଥେରିପଡ଼ା ପଞ୍ଚାୟତରେ ଚାଲିଛି ମାସ୍କ ବଣ୍ଟା । ସମିତିସଭ୍ୟା ଗୌରୀ ସାହୁଙ୍କ ପଞ୍ଚାୟତରେ ମୋଟ ୩୨ ଶହ ଭୋଟର୍‌ ଥିବା ବେଳେ ୧୩ଟି ୱାର୍ଡ ରହିଛି ।

ଗୌରୀ ସାହୁ ଏବଂ ତାଙ୍କ ସ୍ବାମୀ ରାଜୁ ସାହୁ ଘରକୁ ଘର ବୁଲି ମାସ୍କ ଦେଇ ଭୋଟର ମାନଙ୍କୁ କରୋନା ସଚେତନ କରୁଥିବା ଦେଖିବାକୁ ମିଳିଛି । ରାଜୁଙ୍କ ପରିବାର ଗାଁରେ ରହୁନଥିବା ବେଳେ ସେ ଓଡ଼ଗାଁରେ ଦୀର୍ଘଦିନ ଧରି ରହି ଆସୁଛନ୍ତି । ସମିତିସଭ୍ୟା ଆସନ ପାଇଁ ନିଜକୁ ସଜ୍ଜ କରିଥିବା ବେଳେ ଗୌରୀ ଏବଂ ସ୍ବାମୀ ରାଜୁ ଭୋଟର ଙ୍କ ଠାରେ ଭୋଟ ଭିକ୍ଷା କରି ଆସୁଛନ୍ତି । ରାଜୁ ଜଣେ ପ୍ରତିଷ୍ଠିତ ପୋଷାକ କାରିଗର ଭାବେ ଓଡ଼ଗାଁରେ କାର୍ଯ୍ୟ କରି ଆସୁଛନ୍ତି । ସେଠାରେ ମାସ୍କ ତିଆରି କରି ଘରକୁ ଘର ବୁଲି ମାସ୍କ ଦେବା ଲୋକଙ୍କ ମନରେ ଭିନ୍ନ ଧରଣର ମନୋବୃତ୍ତି ସୃଷ୍ଟି କରିଛି ।

ସମିତିସଭ୍ୟା ଗୌରୀ ସାହୁଙ୍କର ଲୋକଙ୍କ ସେବା କରିବା ମନୋବୃତ୍ତି ଦୃଢ ଥିବା ବେଳେ ସେ ଲୋକଙ୍କ ପାଇଁ ରାଜନୀତି କୁ ଆସିଛନ୍ତି ଲୋକଙ୍କ ବିଶ୍ୱାସ ଓ ନିରପେକ୍ଷ ରାଜନୀତି କରିବାକୁ ସଂକଳ୍ପ ବଦ୍ଧ ବୋଲି ପ୍ରକାଶ କରିଛନ୍ତି । କେବଳ ପାଣ୍ଡେରିପଡ଼ା ପଞ୍ଚାୟତ ନୁହଁ, ଓଡ଼ଗାଁ ବ୍ଲକ୍‌ର ପ୍ରତି ପଞ୍ଚାୟତ, ପ୍ରତ୍ୟେକ ୱାର୍ଡରେ ଏଭଳି ମାସ୍କ ବଣ୍ଟା ଅଭିଯାନ ଆରମ୍ଭ ହୋଇଛି । ଏହାକୁ ଉତ୍ସାହିତ କରିବା ତଥା ନିରପେକ୍ଷ ରାଜନୀତି କରିବାକୁ ସେ ସବୁ ଦଳୀୟ ନେତାମାନଙ୍କୁ ଆହ୍ବାନ ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version