ଉପସ୍ଥିତ ଅତିଥି ମାନଙ୍କୁ ସ୍ୱର୍ଗତ ଲୁଲୁ ବାବୁଙ୍କ ଜୀବନୀ, ବ୍ୟକ୍ତିତ୍ୱ ଓ ଆଦର୍ଶକୁ ଆଜିର ଯୁବ ସମାଜ ଅନୁକରଣ କରିବାକୁ ଶ୍ରୀ ହରିଚନ୍ଦନ ଆହ୍ୱାନ କରିଥିଲେ । ଦିବା ୧୦ ଘଟିକା ସମୟରେ ମନ୍ଦିର ପ୍ରାଙ୍ଗଣରେ ୨୦୦ ଛାତ୍ରଛାତ୍ରୀଙ୍କୁ ସ୍ମୃତି କମିଟିର ଅଧ୍ୟକ୍ଷ ଶୁଭେନ୍ଦୁ ମହାନ୍ତି ଫଳ ବଂଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସୁରେଶ କୁମାର ରାଉତରାୟ, ମନୋରଞ୍ଜନ ଦାଶ, ଶ୍ରୀନିବାସ ରାଉତରାୟ, ଆଲୋକ ମହାନ୍ତି, ମାନସ ଆଚାର୍ଯ୍ୟ, ତରୁଣକାନ୍ତ ମିଶ୍ର, ଘନଶ୍ୟାମ ମହାନ୍ତି, ମନୋଜ ସାହୁ, କୀର୍ତନାନନ୍ଦ ଦାସ, ସୁଦୀପ ସାମଲ,
ହିମାଂଶୁ ଲେଙ୍କା, ପ୍ରଦୀପ ନାୟକ, ସରୋଜ ପରିଡ଼ା, ମନତୋଷ ମହାପାତ୍ର, ନିରଞ୍ଜନ ରାଉତ, ଦେବଦତା ଜେନା, ବିଂରଚି ପ୍ରଧାନ, ସୁବଳ ନାୟକ, ମଙ୍ଗୁଳି ଶତପଥି, ସରୋଜ ରାୟ, ତୋଫାନ ସ୍ୱାଇଁ, ଅକ୍ଷୟ ଦାସ, ରମାକାନ୍ତ ପରିଡା, ଗଗନ ସ୍ୱାଇଁ, ଦିଲ୍ଳୀପ ସ୍ୱାଇଁ, ଦେବାଶିଷ ଭୂୟାଁ, ମଂଟୁ ମଲ୍ଲିକ, ଜୟକୃଷ୍ଣ ସୁବଦ୍ଧି, ଖଗେଶ୍ୱର ମଲ୍ଲିକ, ପ୍ରମୁଖ ସ୍ୱର୍ଗତ ଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ରଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମକୁ ସ୍ମତି କମିଟିର ସାଧାରଣ ସଂପାଦକ ଦୀପକ କୁମାର ସାହୁ ପରିଚାଳନା କରିଥିଲେ ।© 2023 Odisha Taza News.