• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୟାଗଡ଼ ର ୧୩ ନମ୍ବର ଜୋନ ଚଣ୍ଡୀବସ୍ତ ଗ୍ରାମପଞ୍ଚାୟତରେ : ବିଜେଡିର ସମିତିସଭ୍ୟ ପ୍ରାର୍ଥୀ କିଶୋର ଓ ସରପଞ୍ଚ ପ୍ରାର୍ଥୀ ବିରେନ୍ଦ୍ରଙ୍କ ର ମାରାଥନ ପ୍ରଚାର

Proprietor Abhimanyu Maharana by Proprietor Abhimanyu Maharana
February 17, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ନୟାଗଡ଼ ର ୧୩ ନମ୍ବର ଜୋନ ଚଣ୍ଡୀବସ୍ତ ଗ୍ରାମପଞ୍ଚାୟତରେ : ବିଜେଡିର ସମିତିସଭ୍ୟ ପ୍ରାର୍ଥୀ କିଶୋର ଓ ସରପଞ୍ଚ ପ୍ରାର୍ଥୀ ବିରେନ୍ଦ୍ରଙ୍କ ର ମାରାଥନ ପ୍ରଚାର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୬ ଫେବ୍ରୁଆରୀ ବୁଧବାର ) ନୟାଗଡ଼ :- ନୟାଗଡ଼ ବ୍ଲକ ର ୧୩ ନମ୍ବର ଜୋନ ଚଣ୍ଡୀବସ୍ତ ଗ୍ରାମପଞ୍ଚାୟତ ରେ ଚଳିତ ବର୍ଷ ପଞ୍ଚାୟତ ନିର୍ବାଚନ ରେ ପ୍ରାର୍ଥୀ ମାନଙ୍କ ମଧ୍ୟରେ ତେଜୁଛି ପ୍ରତିଦ୍ବନ୍ଦିତା । ନିର୍ବାଚନକୁ ବହୁତ କମ ଦିନ ଥିବା ବେଳେ ବିଜେଡି , ବିଜେପି ,କଂଗ୍ରେସ ପ୍ରାର୍ଥୀ ଙ୍କ ମଧ୍ୟରେ ତେଜୁଛି ନିର୍ବାଚନୀ ଲଢ଼େଇ । ନୟାଗଡ଼ ବ୍ଲକ ର ଚଣ୍ଡୀବସ୍ତ ୧୩ ନଂ ଜୋନ ଗ୍ରାମପଞ୍ଚାୟତର ସମିତିସଭ୍ୟ ଆସନ ପାଇଁ କିଶୋର ଚନ୍ଦ୍ର ସାହୁ ବିଜେଡି ର ପ୍ରାର୍ଥୀ ହୋଇ ଭୋଟର ଙ୍କ ଦ୍ୱାର ଦ୍ୱାର ବୁଲି ଭୋଟ ଭିକ୍ଷା କରିଛନ୍ତି । କିଶୋର ଚନ୍ଦ୍ର ସାହୁ ବିଜେଡି ର ଜଣେ ତୁଙ୍ଗ ନେତା ତଥା ଶିକ୍ଷାବିତ୍ ହେବା ସହ ଜଣାଶୁଣା ସମାଜସେବୀ ମଧ୍ୟ ଅଟନ୍ତି । ଲୋକଙ୍କ ଉନ୍ନତି ଓ ପଞ୍ଚାୟତ ର ଉନ୍ନୟନ ମୂଳକ କାର୍ଯ୍ୟ କରିବା ପାଇଁ ସେ ନିର୍ବାଚନ କୁ ଆସିଥିବା କଥା କହିଛନ୍ତି ।

ବିକାଶ ଓ ପ୍ରଗତି ର ବାର୍ତ୍ତା ନେଇ ଜନସେବା ତାଙ୍କର ଧର୍ମ ବୋଲି ପ୍ରକାଶ କରିଛନ୍ତି । ତେବେ ଲୋକଙ୍କ ପାଖରେ ସରକାରୀ ସୁବିଧା ଓ ପଞ୍ଚାୟତ ର ସର୍ବାଙ୍ଗୀନ ଉନ୍ନତି ପାଇଁ ଲୋକ ହିତକର ଯୋଜନାକୁ ଆଗେଇ ନେବାକୁ ସଂକଳ୍ପ ବଦ୍ଧ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି । ଏମିତିରେ ଦେଖିବାକୁ ଗଲେ ସମିତିସଭ୍ୟ ପ୍ରାର୍ଥୀ ହୋଇ ନିର୍ବାଚନ ଲଢ଼ୁଥିବା କିଶୋର ଚନ୍ଦ୍ର ସାହୁ ଜଣେ ସମାଜ ସେବୀ ହେବା ସହ ସେ ବିଜୁ ଜନତା ଦଳର ତୁଙ୍ଗ ନେତା ଅଟନ୍ତି । ତେବେ ସେଠାରେ କିଶୋର ଙ୍କୁ ଭୋଟର ମାନେ ସମର୍ଥନ କରୁଥିବା ଦେଖିବାକୁ ମିଳିଛି ।

ବିଜେଡି ରୁ ଚଣ୍ଡୀବସ୍ତ ଗ୍ରାମ ପଞ୍ଚାୟତ ର ସରପଞ୍ଚ ପ୍ରାର୍ଥୀ ଭାବେ ବିରେନ୍ଦ୍ର କୁମାର ସାହୁ ଅବତୀର୍ଣ୍ଣ ହୋଇଛନ୍ତି । ସେ ମଧ୍ୟ ଦଳୀୟ କାର୍ଯ୍ୟକର୍ତା ହେବା ସହ ସରପଞ୍ଚ ପଦ ପାଇଁ ଉପଯୁକ୍ତ ପ୍ରାର୍ଥୀ ବୋଲି ଲୋକ ମତ ପ୍ରକାଶ ପାଉଥିବା ଦେଖା ଦେଇଛି । ତେବେ ଚଣ୍ଡୀବସ୍ତ ଗ୍ରାମ ପଞ୍ଚାୟତରେ ସମିତିସଭ୍ୟ ଓ ସରପଞ୍ଚ ପ୍ରାର୍ଥୀ ଙ୍କ ସମର୍ଥକ ବହୁଳ ଥିବା ବେଳେ ସେଠାରେ ସମିତିସଭ୍ୟ , ସରପଞ୍ଚ ଜିତିବା ର ଆଶଙ୍କା ବହୁତ ରହିଛି । ଦେଖାଯାଉ ବିଜେପି , ବିଜେଡି ମଧ୍ୟରେ ଲାଗିଥିବା ଦମଦାର ଲଢ଼େଇ ରେ ବିଜେଡି ବିଜୟ ଟୀକା ପିନ୍ଧୁଛି ନା ବିଜେପି ବାଜିମାର କରୁଛି ଦେଖିବାକୁ ବାକି ରହିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version