• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତ୍ରି ସ୍ତରୀୟ ପଞ୍ଚାୟତ ନିର୍ବାଚନ : ଦ୍ୱିତୀୟ ପର୍ଯ୍ୟାୟରେ ତୁମୁଡିବନ୍ଧ ଓ କୋଟଗଡ ବ୍ଲକରେ ଭୋଟ ଗ୍ରହଣ

Proprietor Abhimanyu Maharana by Proprietor Abhimanyu Maharana
February 18, 2022
in ଓଡ଼ିଶା, କନ୍ଧମାଳ, ହୋମ୍
0
ତ୍ରି ସ୍ତରୀୟ ପଞ୍ଚାୟତ ନିର୍ବାଚନ : ଦ୍ୱିତୀୟ ପର୍ଯ୍ୟାୟରେ ତୁମୁଡିବନ୍ଧ ଓ କୋଟଗଡ ବ୍ଲକରେ ଭୋଟ ଗ୍ରହଣ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୮ ଫେବ୍ରୁଆରୀ ଶୁକ୍ରବାର) ବାଲିଗୁଡା :- ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ର ଦ୍ଵିତୀୟ ପର୍ଯ୍ୟାୟ ରେ କନ୍ଧମାଳ ଜିଲ୍ଲା ରେ କୋଟଗଡ଼ ଓ ତୁମୁଡିବନ୍ଧ ବ୍ଲକ ର ଦୁଇ ଗୋଟି ଜୋନ ରେ ମତଦାନ ହେବ l ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଶେଷ ହୋଇଛି l ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ଭୋଟ ଗ୍ରହଣ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି l କୋଟଗଡ଼ ବ୍ଲକ ରେ 182 ଗୋଟି ବୁଥ ରେ ଭୋଟ ଗ୍ରହଣ ହେବ l

କୋଟଗଡ଼ ବ୍ଲକ ରେ ମୋଟ 196 ଜଣ ପ୍ରାର୍ଥୀ ଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ 32024 ଜଣ ଭୋଟର l କୋଟଗଡ଼ ବ୍ଲକ ରେ 4 ଜଣ ଜିଲ୍ଲା ପରିଷଦ ପ୍ରାର୍ଥୀ,54 ଜଣ ସରପଞ୍ଚ,44 ଜଣ ସମିତି ସଭ୍ୟ,94 ଜଣ ୱାର୍ଡ ମେମ୍ବର ଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଜନତା l ସେହିପରି ତୁମୁଡିବନ୍ଧ ବ୍ଲକ ର 139 ଗୋଟି ବୁଥ ରେ 119 ଜଣ ପ୍ରାର୍ଥୀ ଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ମୋଟ 30971 ଜଣ ଭୋଟର l

ତୁମୁଡିବନ୍ଧ ବ୍ଲକ ରେ 3ଜଣ ଜିଲ୍ଲା ପରିଷଦ ପ୍ରାର୍ଥୀ,33 ଜଣ ସରପଞ୍ଚ,28 ଜଣ ସମିତି ସଭ୍ୟ, 55 ଜଣ ୱାର୍ଡ ମେମ୍ବର ଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ l ଅତି ସମ୍ବେଦନ ଶିଳ ଓ ସମ୍ବେଦନଶୀଳ ବୁଥ ରେ କିପରି ଶାନ୍ତିପୂର୍ଣ୍ଣ ଓ କଡା ସୁରକ୍ଷା ସହ ମତଦାନ ହେବ ସେ ନେଇ ପୋଲିସ ବିଭାଗ ତରଫରୁ ଦୁଇ ବ୍ଲକ ରେ ସ୍ଥିତି ସମୀକ୍ଷା କରାଯାଇଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

March 20, 2026
ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

March 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version