• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୧୩ ନଂ ଜୋନରେ ଭାଟସାହି ଗ୍ରାମପଞ୍ଚାୟତ : ବିଜେଡି ର ହାଇ ଭୋଲଟେଜ୍ ପ୍ରାର୍ଥୀ ଶାରଦାଙ୍କ ନିର୍ବାଚନୀ ଲଢ଼େଇ

Proprietor Abhimanyu Maharana by Proprietor Abhimanyu Maharana
February 19, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
୧୩ ନଂ ଜୋନରେ ଭାଟସାହି ଗ୍ରାମପଞ୍ଚାୟତ : ବିଜେଡି ର ହାଇ ଭୋଲଟେଜ୍ ପ୍ରାର୍ଥୀ ଶାରଦାଙ୍କ ନିର୍ବାଚନୀ ଲଢ଼େଇ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୮ ଫେବ୍ରୁଆରୀ ଶୁକ୍ରବାର) ନୟାଗଡ଼ ଜିଲ୍ଲା :- ନୟାଗଡ଼ ଜିଲ୍ଲା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ରେ ସବୁଠି ବିଜେଡି ଆଗୁଆ । ନୟାଗଡ଼ ବ୍ଲକର ଭାଟସାହି ପଞ୍ଚାୟତ ରେ ତିନି ଦଳର ଲଢ଼େଇରେ ବିଜେଡି ର ଦଳୀୟ କର୍ମକର୍ତ୍ତା ଭାବେ ଭାରି ପଡୁଛନ୍ତି ପ୍ରତିଦ୍ୱନ୍ଦୀ ଙ୍କ ଠାରେ , ଚଳିତ ବର୍ଷ ପଞ୍ଚାୟତ ନିର୍ବାଚନ ରେ ପ୍ରାର୍ଥୀ ମାନଙ୍କ ମଧ୍ୟରେ ପ୍ରତିଦ୍ବନ୍ଦିତା ଜୋର ଥିବା ଦେଖିବାକୁ ମିଳିଛି । ଭାଟସାହି ଗ୍ରାମପଞ୍ଚାୟତ ରେ ସରପଞ୍ଚ ପ୍ରାର୍ଥୀନୀ ଭାବେ ନିର୍ବାଚନୀ ମୈଦାନ ରେ ପୂର୍ବତନ ସରପଞ୍ଚ ଥିବା କିଶୋର ଚନ୍ଦ୍ର ସାହୁଙ୍କ ପତ୍ନୀ ଶାରଦା କୁମାରୀ ସାହୁ ଲଢ଼େଇ ରେ ଭାଗ ନେଇଛନ୍ତି ।

ଚଣ୍ଡୀବସ୍ତ ୧୩ ନଂ ଜୋନ ଗ୍ରାମପଞ୍ଚାୟତର ସମିତିସଭ୍ୟ ଆସନ ପାଇଁ ଲଢ଼ୁଥିବା କିଶୋର ଚନ୍ଦ୍ର ସାହୁ ଙ୍କ ଧର୍ମପତ୍ନୀ ତଥା ସ୍ୱାମୀ ପୂର୍ବତନ ସରପଞ୍ଚ ଥିବା ବେଳେ ସେ ବିଜେଡିର ଜଣେ ଆଗଧାଡ଼ିର ସଭାନେତ୍ରୀ ଅଟନ୍ତି । ପୂର୍ବରୁ ସରପଞ୍ଚ ପଦ ପଦବୀ ରେ ଥିବା ବେଳେ ଲୋକଙ୍କ ଉନ୍ନତି ଓ ପଞ୍ଚାୟତ ର ଉନ୍ନୟନ ମୂଳକ କାର୍ଯ୍ୟ କରି ଲୋକଙ୍କ ପାଖରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ।

ବିଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସରପଞ୍ଚ ଆସନ ରେ ଅଳଙ୍କୃତ କଲେ ଗ୍ରାମ ପଞ୍ଚାୟତ ର ସର୍ବାଙ୍ଗୀନ ଉନ୍ନତି ହେବ ବୋଲି ଲୋକ ମତ ପ୍ରକାଶ ପାଇଛି । ଏକ ଦୃଷ୍ଟି ରୁ ଦେଖିବାକୁ ପୂର୍ବ ଥର ଭଳି ଚଳିତ ଥର ମଧ୍ୟ ଶାରଦା ସରପଞ୍ଚ ପଦବୀ ପୂରଣ କରିବେ ବୋଲି ଜନସଧାରଣ ମତ ଦେଉଥିବା ଜଣା ପଡ଼ିଛି ।

ତ୍ରି ଦଳରୁ ପ୍ରାର୍ଥୀ ମାନେ ନିର୍ବାଚନୀ ଲଢ଼େଇ ରେ ଭାଗ ନେଇଥିବା ବେଳେ ବିଜେଡି ପ୍ରାର୍ଥୀନୀ ଶାରଦା କୁମାରୀ ସାହୁ ଙ୍କ ଲୋକପ୍ରିୟତା ଅଧିକା ଥିବା ଜଣା ପଡ଼ିଛି । ବିଶେଷ ଭାବେ ଦେଖିବାକୁ ଗଲେ ତାଙ୍କ ସ୍ବାମୀ ପୂର୍ବ ରୁ ସରପଞ୍ଚ ହୋଇ ପଞ୍ଚାୟତ ପାଇଁ କରିଥିବା ବିକାଶ ମୂଳକ କାର୍ଯ୍ୟ କୁ ଭୁଲି ପାରି ନାହାନ୍ତି ଜନସାଧାରଣ ।

ଚଳିତ ନିର୍ବାଚନ ରେ ସ୍ୱଚ୍ଛ ଓ ନିରପେକ୍ଷ ଭାବେ ଭୋଟର ଙ୍କ ଠାରୁ ବହୁଳ ଭୋଟ ପାଇ ସରପଞ୍ଚ ପଦଵୀ ରେ ବିଜୟ ହାସଲ କରିବେ ବୋଲି ଶାରଦା ଆଶା ବ୍ୟକ୍ତ କରିଛନ୍ତି । ଜନତା ଙ୍କୁ ପୂର୍ବରୁ ସେବା ଯୋଗାଇ ଆସୁଥିଲେ ଓ ବର୍ତ୍ତମାନ ବି ଜନତା ଙ୍କ ସେବାରେ ନିହିତ ରହିବେ ବୋଲି ପ୍ରତିକ୍ରିୟା ରଖିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version