• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାହାଙ୍ଗା ଓ ଉମର ପଂଚାୟତରେ ମନ୍ତ୍ରୀ ପ୍ରତପ ଜେନାଙ୍କ ଜୋରଦାର ଭୋଟ ପ୍ରଚାର

Proprietor Abhimanyu Maharana by Proprietor Abhimanyu Maharana
February 20, 2022
in ଓଡ଼ିଶା, କଟକ, ରାଜନୀତି, ହୋମ୍
0
ମାହାଙ୍ଗା ଓ ଉମର ପଂଚାୟତରେ ମନ୍ତ୍ରୀ ପ୍ରତପ ଜେନାଙ୍କ ଜୋରଦାର ଭୋଟ ପ୍ରଚାର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୦ ଫେବ୍ରୁଆରୀ ରବିବାର ) ମାହାଙ୍ଗା :- ନିର୍ବାଚନ ଦିନ ଯେତେ ପାଖେଇ ଆସୁଛି ଶାସକ ଦଳପକ୍ଷରୁ ମାହାଙ୍ଗା ନିର୍ବାଚନ ମଣ୍ଡଳରେ ଭୋଟ ପ୍ରଚାର ସେତେ ଜୋରଦାର ହେଉଛି, ମନ୍ତ୍ରୀ ପ୍ରତାପ ଜେନା ମାରାଥନ ଗ୍ରସ୍ତ କରି ମାହାଙ୍ଗା ନିର୍ବାଚନ ମଣ୍ଡଳୀ ର ୪୧ ଓ ୪୨ ନଂ ଜିଲ୍ଲାପରିସଦ ଯୋନ ରେ ନିର୍ବାଚନୀ ପ୍ରଚାରକୁ ଜୋରଦାର କରିଛନ୍ତି, ଏହି ଅବସରରେ ମନ୍ତ୍ରୀ ଶ୍ରୀ ଜେନା ଗାଁ ଛକ ଛକରେ ପହଂଚି ସାଧାରଣ ଭୋଟର ମାନଙ୍କୁ ନବୀନ ବାବୁଙ୍କ ବିକାଶ ମୁଖୀ କାର୍ଯ୍ୟର ବାର୍ତା ବାଣ୍ଟିବା ସହ ଦଳ ସପକ୍ଷରେ ଭୋଟ ପାଇଁ ନିବେଦନ କରୁଥିବା ଦେଖିବାକୁ ମିଳିଛି,

ଏହି ଅବସରରେ ମନ୍ତ୍ରୀ ଶ୍ରୀ ଜେନା ଦଳୀୟ କର୍ମକର୍ତାଙ୍କ ସହ ଉମର ପଂଚାୟତ ବ୍ୟାଙ୍କ ଛକ ଠାରେ ଆୟୋଜିତ ନିର୍ବାଚନୀ ବୈଠକରେ ଯୋଗଦେଇ ଜିଲ୍ଲାପାରିଷଦ ପାର୍ଥି ଜଗବନ୍ଧୁ ସେଠୀଙ୍କୁ ଶଙ୍ଖ ଛିହ୍ନ ରେ ଭୋଟ ଦେବାକୁ ଦଳୀୟ କର୍ମୀ ମାନକୁ ନିବେଦନ କରିବା ସହ ନବୀନ ବାବୁଙ୍କ ମାଳ ମାଳ ଜନକଲ୍ୟାଣ କାରୀ ଯୋଜନା ରେ କିପରି ଲୋକମାନେ ଉପକୃତ ହେଉଛନ୍ତି ସେଥିନେଇ ନବୀନ ବାବୁଙ୍କ ବାର୍ତା ଦେଇଛନ୍ତି, , ଏଥିସହ କେବଳ ବିଜେଡି ଦଳ ଲୋକମାନଙ୍କର ସମସ୍ତ ସମସ୍ୟା ସମାଧାନ କରିବା ଓ ଅଧୁରା କାର୍ଯ୍ୟକୁ ସମ୍ପୂର୍ଣ କରିବା ପାଇଁ ବିଜେଡି ହି ଏକମାତ୍ର ବିକଳ୍ପ ବୋଲି ଭୋଟର ମାନକୁ ବାର୍ତା ଦେଇଛନ୍ତି,

ଏହି ବୈଠକରେ ଉମର ପଂଚାୟତର ଯୁବ ସଂଗଠକ ଚିତ୍ତରଞ୍ଜନ ମହାପାତ୍ର, ପୂର୍ବତନ ସରପଞ୍ଚ ଜଗନ୍ନାଥ ପ୍ରଧାନ, ରବୀନ୍ଦ୍ର ପଣ୍ଡା, ବିଜୟ ସିଂହ, ସମିତି ସଭ୍ୟ ପାର୍ଥି କିଶୋର ଚନ୍ଦ୍ର ଦାସ ସରପଞ୍ଚ ପାର୍ଥି ଇଂ ଶାଶ୍ୱତ ରଞ୍ଜନ ଦାସ ଙ୍କ ସମେତ ବହୁ ମହିଳା ବିଜେଡି କର୍ମୀ ମାନେ ଉପସ୍ଥିତ ରହିଥିଲେ, ସେହି ପରି ନାହଙ୍ଗ ପଂଚାୟତ ଅଚ୍ୟୁତ ପୁର ଠାରେ ଆୟୋଜିତ ନିର୍ବାଚନୀ ବୈଠକ ରେ ମନ୍ତ୍ରୀ ଶ୍ରୀ ଜେନା ଯୋଗ ଦେଇ ୪୨ ନଂ ଜିଲ୍ଲାପରିସଦ ପାର୍ଥି ପୁର୍ଣ ଚନ୍ଦ୍ର ସ୍ବାଇଁଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେବାପାଇଁ କର୍ମୀ ମାନକୁ ନିବେଦନ କରିବା ସହ ସରପଞ୍ଚ ପ୍ରାର୍ଥୀନୀ ମନୋରମା ମହାନ୍ତି ଓ ସମିତି ସଭ୍ୟ ପାର୍ଥି ଦିଲ୍ଲୀପ ସମାଲଙ୍କୁ ଆସନ୍ତା ନିର୍ବାଚନରେ ଭୋଟ ଦେଇ ବିପୁଳ ସଂଖ୍ୟାରେ ବିଜୟୀ କରିବାକୁ ଆହ୍ୱାନ ଦେଇଛନ୍ତି, ଏଥିରେ ଜିଲ୍ଲାପରିସଦ ପ୍ରାଥୀ ପୂର୍ଣଚନ୍ଦ ସ୍ୱାଇଁ, ପୂର୍ବତନ ସରପଞ୍ଚ ଚିଆରଂଜନ ମହାନ୍ତି, ଦେବରଂଜନ ମହାନ୍ତି, ବିଜେଡି ପଂଚାୟତ ସଭାପତି ଜଳଧର ନାୟକଙ୍କ ସମେତ ପଂଚାୟତର ବହୁ ବରିଷ୍ଠ କର୍ମୀ ଓ ମହିଳା ମାନେ ଉପସ୍ଥିତ ରହିଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

July 29, 2026
ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

July 29, 2026
ଜିଲ୍ଲା ପ୍ରଶାସନ ପକ୍ଷରୁ ରସଗୋଲା ବଣ୍ଟନ : ଧନ୍ୟବାଦ ଜଣାଇଲେ ଶ୍ରଦ୍ଧାଳୁ

ଜିଲ୍ଲା ପ୍ରଶାସନ ପକ୍ଷରୁ ରସଗୋଲା ବଣ୍ଟନ : ଧନ୍ୟବାଦ ଜଣାଇଲେ ଶ୍ରଦ୍ଧାଳୁ

July 29, 2026
ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି  ଟିପିସିଓଡିଏଲ୍‌

Advanced planning and a dedicated workforce have enabled TPCODL to ensure seamless power supply during the 2026 Rath Yatra

July 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

July 29, 2026
ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ବୁଧବାର ଶ୍ରୀମନ୍ଦିରରେ ବନକଲାଗି ୫ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

July 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version