• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜଭବନରେ ରାଜ୍ୟପାଳ ପ୍ରଫେସର ଶ୍ରୀଯୁକ୍ତ ଗଣେଶୀ ଲାଲଙ୍କ କରକମଳରେ – ‘ପୂର୍ବପଶ୍ଚିମ’ ପୁସ୍ତକ ଲୋକାର୍ପିତ

Proprietor Abhimanyu Maharana by Proprietor Abhimanyu Maharana
February 24, 2022
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ରାଜଭବନରେ ରାଜ୍ୟପାଳ ପ୍ରଫେସର ଶ୍ରୀଯୁକ୍ତ ଗଣେଶୀ ଲାଲଙ୍କ କରକମଳରେ – ‘ପୂର୍ବପଶ୍ଚିମ’ ପୁସ୍ତକ ଲୋକାର୍ପିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୩ ଫେବ୍ରୁଆରୀ ବୁଧବାର ) ଭୁବନେଶ୍ୱର :- ଓଡ଼ିଶା ରାଜଭବନରେ ମହାମହିମ ରାଜ୍ୟପାଳ ପ୍ରଫେସର ଶ୍ରୀଯୁକ୍ତ ଗଣେଶୀ ଲାଲଙ୍କ କରକମଳରେ କେନ୍ଦ୍ର ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ଓ ଭାରତର ବିଶିଷ୍ଟ ଉପନ୍ୟାସକାର ଶ୍ରୀଯୁକ୍ତ ସୁନୀଲ ଗଙ୍ଗୋପାଧ୍ୟାୟଙ୍କ ମୂଳ ବଂଙ୍ଗଳା ରଚିତ ଏବଂ ପୂର୍ବତନ ପୋଲିସ୍ ଆଇ.ଜି. ଶ୍ରୀଯୁକ୍ତ ବିଧୁଭୂଷଣ ମିଶ୍ରଙ୍କ ଧର୍ମପତ୍ନୀ ବିଶିଷ୍ଟ ଗାଳ୍ପିକା ଓ କବି ଶ୍ରୀମତୀ ଗୀତା ମିଶ୍ରଙ୍କ ଦ୍ୱାର ଓଡ଼ିଆରେ ଅନୁଦିତ ହୋଇଥିବା ଉପନ୍ୟାସ ‘ପୂର୍ବପଶ୍ଚିମ’ର ଲୋକାର୍ପଣ ହୋଇଯାଇଛି ।

ରାଜ୍ୟର ସଂମ୍ଭ୍ରାନ୍ତ ପ୍ରକାଶନ ସଂସ୍ଥା ଅପୂର୍ବା ପ୍ରକାଶନୀ ଦ୍ୱାରା ପ୍ରକାଶିତ ହୋଇଥିବା ପ୍ରାୟ ଏକହଜାର ପୃଷ୍ଠା ବିଶିଷ୍ଟ ଏହି ମନଲୋଭା ଓ ଚିାକର୍ଷକ ଉପନ୍ୟାସ ପୂର୍ବପଶ୍ଚିମ ଭାରତୀୟ କଥା ସାହିତ୍ୟର ଏକ ରତ୍ନ ଆଭୁଷଣ କହିଲେ ଅତ୍ୟୁକ୍ତି ହେବନାହିଁ । ‘ଦେଶ’ ପତ୍ରିକାରେ ଧାରାବାହିକ ଭାବେ ପ୍ରକାଶିତ ହୋଇ ଅନେକ ଶ୍ରଦ୍ଧା ସାଉଁଟି ଥିବା ଏହି ଏବଂ ଏକ ବିଶାଳ କାନ୍‌ଭାସ୍‌ରେ ଚିତ୍ରିତ ଏହି ସୁଦୀର୍ଘ ଉପନ୍ୟାସର ଘଟନା ପ୍ରବାହ ଏପାଖ ଏବଂ ସେପାଖ ବଙ୍ଗଳାକୁ ଏକ ସଙ୍ଗରେ ସ୍ପର୍ଶ କରି ପାରିଛି ।

ପଚାଶ ମସୀହାର ମଧ୍ୟଭାଗରୁ ଆରମ୍ଭ ହୋଇ ଦୁଇ ବଙ୍ଗଳାର ରାଜନୈତିକ ଓ ସମାଜିକ କ୍ଷେତ୍ରରେ ଚିତ୍ରପଟ ବଦଳର ସ୍ରୋତ କେଉଁପରି ଭାବେ ଏହି ଅଶୀଦଶକର ଶୋଭନୀୟ କାହାଣୀ ସହ ମିଳିତ ହୋଇଚି, ଏଇ ଉପନ୍ୟାସ ତାହାର ଏକ ଜୀବନ୍ତ ଦଲିଲ୍ । ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ଅପୂର୍ବା ଅଧ୍ୟକ୍ଷ କ୍ଷୀରୋଦ ପତିଙ୍କ ସହ ଅନୁବାଦିକା ଶ୍ରୀମତୀ ମିଶ୍ର ନିଜର ଦୁଇ କନ୍ୟା ସମ୍ବିତା ଓ ସୁମିତାଙ୍କ ସହ ଉପସ୍ଥିତ ରହି ରାଜ୍ୟପାଳ ମହୋଦୟଙ୍କ ଆଶୀର୍ବାଦ ଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version