• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଛୁଆବର୍ଗ ଜନଗଣନା ପରେ ମ୍ୟୁନିସିପାଲିଟି, ଏନ୍‌.ଏ.ସି. ନିର୍ବାଚନ କରିବା ଦାବିରେ ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର ଦେଲା ସମାଜବାଦୀ ପାର୍ଟି

Proprietor Abhimanyu Maharana by Proprietor Abhimanyu Maharana
February 24, 2022
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ପଛୁଆବର୍ଗ ଜନଗଣନା ପରେ ମ୍ୟୁନିସିପାଲିଟି, ଏନ୍‌.ଏ.ସି. ନିର୍ବାଚନ କରିବା ଦାବିରେ ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର ଦେଲା ସମାଜବାଦୀ ପାର୍ଟି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୪ ଫେବ୍ରୁଆରୀ ଗୁରୁବାର ) ଭୁବନେଶ୍ୱର :- ୨୦୧୮ ମସିହାରେ ହେବାକୁ ଥିବା ୧୦୭ ମ୍ୟୁନିସିପାଲିଟି ଓ ଏନ୍‌.ଏ.ସି. ଓ ୩ଟି ମ୍ୟୁନିିିସିପାଲ କର୍ପୋରେସନର ୧୭୫୬ଟି ୱାର୍ଡ଼ର ନିର୍ବାଚନ କରିବା ପାଇଁ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯିବା ସହିତ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ୪ ବର୍ଷ ପରେ ଏହି ନିର୍ବାଚନ ଅନୁଷ୍ଠିତ ହେବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି । ପଞ୍ଚାୟତ ନିର୍ବାଚନ ଭଳି ପଛୁଆବର୍ଗ ଜନଗଣନା ହୋଇନଥିବା ଯୋଗୁଁ ରାଜ୍ୟର ୫୨ଭାଗ ଓବିସି ୧୭୫୬ଟି ୱାର୍ଡ଼ ମଧ୍ୟରୁ ୪୭୪ଟି ୱାର୍ଡ଼ କାଉନ୍‌ସିଲାର ପଦବୀ ହରାଇବେ ବୋଲି ସମାଜବାଦୀ ପାର୍ଟି ଅଭିଯୋଗ କରି ଏହାର ରାଜ୍ୟ ସଭାପତି ରବି ବେହେରାଙ୍କ ନେତୃତ୍ୱରେ ଏକ ୩ ଜଣିଆ ପ୍ରତିନିଧି ଦଳ ଆଜି ରାଜଭବନରେ ରାଜ୍ୟପାଳଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି ।

ଏହି ସ୍ମାରକପତ୍ରରେ ଦର୍ଶାଯାଇଛି ଯେ, ରାଜ୍ୟର ନଗର ଉନ୍ନୟନ ବିଭାଗର ବିକାଶ ପ୍ରକ୍ରିୟାରୁ ୫୨ ଭାଗ ପଛୁଆବର୍ଗ ବାଦ ପଡ଼ିବାକୁ ଯାଉଛନ୍ତି । ୨୦୧୮ ମସିହାର ନିର୍ବାଚନ ୪ ବର୍ଷ ପରେ ୨୦୨୨ ଏପ୍ରିଲ ମାସରେ ଅନୁଷ୍ଠିତ ହେବ । ଏହାକୁ ଆଉ ୬ ମାସ ଘୁଞ୍ଚାଇ ଦିଆଯାଇ ପଛୁଆବର୍ଗ ଜନଗଣନା ସମ୍ପୂର୍ଣ୍ଣ କରିବା ପରେ ଏହିସବୁ ମ୍ୟୁନିସିପାଲିଟି ଓ ଏନ୍‌.ଏ.ସି. ଓ ମ୍ୟୁନିିିସିପାଲ କର୍ପୋରେସନର ନିର୍ବାଚନ କରାଇଲେ ରଜ୍ୟର ପଛୁଆବର୍ଗ ତାଙ୍କର ପ୍ରତିନିଧିତ୍ୱ କରିବାର ସୁଯୋଗ ପାଇପାରନ୍ତେ । ଏହାକୁ ଆଖି ଆଗରେ ରଖି ମାନ୍ୟବର ରାଜ୍ୟପାଳ ମୁଖ୍ୟ ଶାସନ ସଚିବଙ୍କୁ ଡ଼ାକି ଏ ଦିଗରେ ଦୃଢ ପଦକ୍ଷେପ ନେବାକୁ ଏହି ପ୍ରତିନିଧି ଦଳ ଦାବି କରିଛନ୍ତି ।

ଏଠାରେ ଉଲ୍ଲେଖଥାଉକି, ରାଜ୍ୟରେ ପଛୁଆବର୍ଗ ଜନଗଣନା ହୋଇନଥିବା ଯୋଗୁଁ ମାନ୍ୟବର ସୁପ୍ରିମକୋର୍ଟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଓବିସି ବର୍ଗଙ୍କର ପ୍ରତିନିଧିତ୍ୱ ଦିଗରେ ପ୍ରତବନ୍ଧକ ଲଗାଇବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ । ପୁନଶ୍ଚ ମ୍ୟୁନିସିପାଲିଟି ନିର୍ବାଚନରେ ମଧ୍ୟ ଏହି ବର୍ଗ କ୍ଷତିଗ୍ରସ୍ତ ହେବାକୁ ଯାଉଛନ୍ତି । ତେଣୁ ୬ମାସ ନିର୍ବାଚନକୁ ଘୁଞ୍ଚାଇ ରାଜ୍ୟରେ ପଛୁଆବର୍ଗ ଜନଗଣନା କରିସାରିଲା ପରେ ମ୍ୟୁନିସିପାଲିଟି ଓ ଏନ୍‌.ଏ.ସି. ନିର୍ବାଚନ କରିବାକୁ ଏହି ପ୍ରତିନିଧି ଦଳ ମାନ୍ୟବର ରାଜ୍ୟପାଳଙ୍କୁ ସ୍ମାରକପତ୍ର ଜରିଆରେ ନିବେଦନ କରିଛନ୍ତି । ରାଜ୍ୟର ପଛୁଆବର୍ଗ କମିଶନ ପକ୍ଷରୁ ଗତ ୨୦୨୧ ମସିହା ମେ ମାସ ୧ ତାରିଖରୁ ଜୁନ୍ ୧୫ ତାରିଖ ମଧ୍ୟରେ ପଛୁଆବର୍ଗ ଜନଗଣନା କରିବା ପାଇଁ ପଦକ୍ଷେପ ନିଆଯାଇଥିଲା ।

କିନ୍ତୁ ସେହି ସମୟରେ କରୋନା ସଂକ୍ରମଣ ଶୀର୍ଷରେ ଥିବା ଯୋଗୁଁ ରାଜ୍ୟ ସରକାର ଘର ଘର ବୁଲି ପଛୁଆବର୍ଗ ଜନଗଣନାକୁ ବନ୍ଦ ରଖିଥିଲେ । ଆଜି ଯେତେବେଳେ ସ୍କୁଲ୍‌, କଲେଜ ଖୋଲୁଛି, ବାଣିଜ୍ୟ ବ୍ୟବସାୟ ଓ ଜୀବନ ଜୀବିକା ସ୍ୱାଭାବିକ ହେବାରେ ଲାଗିଛି, ସେହି ସମୟରେ ପଛୁଆବର୍ଗ ଜନଗଣନା କରାଗଲେ କୌଣସି ଅସୁବିଧା ନାହିଁ । ତେଣୁ ରାଜ୍ୟ ସରକାର ଏ ଦିଗରେ ବିହିତ ପଦକ୍ଷେପ ନେବା ପାଇଁ ଏହି ପ୍ରତିନିଧି ଦଳ ମାନ୍ୟବର ରାଜ୍ୟପାଳଙ୍କୁ ଅନୁରୋଧ କରିଛନ୍ତି । ସମ୍ବିଧାନର ସଂରକ୍ଷକ ଓ ନାଗରିକ ଅଧିକାରର ମଙ୍ଗୁଆଳ ଭାବରେ ମାନ୍ୟବର ରାଜ୍ୟପାଳ ରାଜ୍ୟ ସରକାରଙ୍କ ସହିତ ଆଲୋଚନା କରି ଏ ଦିଗରେ ପଦକ୍ଷେପ ନେବା ପାଇଁ ପ୍ରତିନିଧି ଦଳ ଦାବି କରିଛନ୍ତି ।

ମାନ୍ୟବର ରାଜ୍ୟପାଳ ପ୍ରତିନିଧି ଦଳର ସ୍ମାରକ ପତ୍ର ପାଇଲା ପରେ ଏ ବିଷୟରେ ରାଜ୍ୟ ସରକାରଙ୍କ ସହିତ ଆଲୋଚନା କରି ଆଇନ ଅନୁଯାୟୀ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ ବୋଲି ପ୍ରତିନିଧି ଦଳଙ୍କୁ ପ୍ରତିଶ୍ରୁତି ଦେଇଥିଲେ । ଏହି ପ୍ରତିନିଧି ଦଳରେ ପାର୍ଟିର ସାଧାରଣ ସମ୍ପାଦକ ସୁଦର୍ଶନ ପ୍ରଧାନ ଓ ଯୁବ ଜନସଭାର ଜାତୀୟ ସମ୍ପାଦକ ସୁନିଲ ମିଶ୍ର ପ୍ରମୁଖ ସାମିଲ୍ ହୋଇ ମାନ୍ୟବର ରାଜ୍ୟପାଳଙ୍କୁ ସାକ୍ଷାତ୍‌ କରି ସ୍ମାରକପତ୍ର ପ୍ରଦାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ

ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ

July 29, 2026
ଉପଖଣ୍ଡ ସ୍ତରୀୟ ମୋବାଇଲ ଫେରସ୍ତ ମେଳା

ଉପଖଣ୍ଡ ସ୍ତରୀୟ ମୋବାଇଲ ଫେରସ୍ତ ମେଳା

July 29, 2026
ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟସରକାର

ରାଜ୍ୟରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ସଜାଗ ରାଜ୍ୟସରକାର

July 29, 2026
୧୧୯ ଦିନରେ ପହଞ୍ଚିଲା ନୀରବ ସତ୍ୟାଗ୍ରହ ପଦଯାତ୍ରା : ପତିତପାବନ ଯାତ୍ରା ପରେ ନୀଳକନ୍ଦରରେ ଶ୍ରୀଜୀଉଙ୍କ ଦର୍ଶନ, ଆଜିଠାରୁ ନୀଳାଚଳ ଅବଢ଼ା ମହାପ୍ରସାଦ, ପୁରୀବାସୀଙ୍କ ପୂର୍ବପରି ଦର୍ଶନ ଅଧିକାର ପୁନଃସ୍ଥାପନ ପାଇଁ ଅବ୍ୟାହତ ପ୍ରାର୍ଥନା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ

ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ, ଦୁର୍ଷ୍କମ ଉଦ୍ୟମ ସହ ସୁନା କାନଫୁଲ ଚୋରୀ ଅଭିଯୋଗ, ଯୁବକ ଗିରଫ

July 29, 2026
ଉପଖଣ୍ଡ ସ୍ତରୀୟ ମୋବାଇଲ ଫେରସ୍ତ ମେଳା

ଉପଖଣ୍ଡ ସ୍ତରୀୟ ମୋବାଇଲ ଫେରସ୍ତ ମେଳା

July 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version