• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ରଣପୁର ବ୍ଲକ ରାଜଜଙ୍କିଆ ର ମୃତ୍ୟୁ ମାମଲା କୁ ନେଇ : ୫୦ ଜଣଙ୍କ ନାମରେ ମାମଲା ରୁଜ୍ଜୁ କରିଛି – ଚାନ୍ଦପୁର ପୋଲିସ 

Proprietor Abhimanyu Maharana by Proprietor Abhimanyu Maharana
February 26, 2022
in ଅପରାଧ, ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ରଣପୁର ବ୍ଲକ ରାଜଜଙ୍କିଆ ର ମୃତ୍ୟୁ ମାମଲା କୁ ନେଇ : ୫୦ ଜଣଙ୍କ ନାମରେ ମାମଲା ରୁଜ୍ଜୁ କରିଛି – ଚାନ୍ଦପୁର ପୋଲିସ 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୫ ଫେବ୍ରୁଆରୀ ଶୁକ୍ରବାର ) ରଣପୁର : – ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ମୟୂରଝାଲିଆ ଗ୍ରାମ ର  ମାଙ୍କଡା ପଥରଖଣି ପଛପଟୁ ରାଜଜଙ୍କିଆ ଗ୍ରାମର ଯୁବକଙ୍କ ମୃତ ଦେହ  ଉଦ୍ଧାର ହୋଇଥିବା ଘଟଣା ର ବଡ଼ ଖୁଲାସା କରିଛି ଚାନ୍ଦପୁର ପୋଲିସ । ଏହି କେସ କୁ ନେଇ ବିଜେପି ଏକ ଅନ୍ୟ ମୋଡ଼ ଦେଇଥିବା ବେଳେ ଏହାର ସତ୍ୟତା ପ୍ରକାଶ କରିଛି ପୋଲିସ ପ୍ରଶାସନ । ଚାନ୍ଦପୁର ପୋଲିସ ର ଖଣି ଖାଦନ ଚଢ଼ାଉ କୁ ନେଇ କିଛି ଉତ୍ୟକ୍ତ ଖଣି ମାଲିକ ଙ୍କ ଯୋଜନାଗତ ଚକ୍ରାନ୍ତ ବୋଲି କହିଛନ୍ତି ଚାନ୍ଦପୁର ଥାନା ଅଧିକାରୀ ।

ମୌକା ର ଫାଇଦା ଉଠାଇ ପୋଲିସ ଙ୍କୁ ବଦଳି କରିବାର ଷଡଯନ୍ତ୍ର ରଚିଛନ୍ତି ବୋଲି ଚାନ୍ଦପୁର ଥାନା ଅଧିକାରୀ  ପ୍ରତିକ୍ରିୟା ରଖିଛନ୍ତି ।  ଖଣି ଚଢ଼ାଉ ଉପରେ କ୍ଷୋଭ ରଖି ଖଣି ମାଲିକ ମାନେ ଦଳୀୟ କର୍ମୀଙ୍କୁ ଧରି  ଆଇଆଇସି ଙ୍କ ବଦଳି କରାଇବାର ଷଡ଼ଯନ୍ତ୍ର କୁ ଭଣ୍ଡୁର କରିଛି ପୋଲିସ  ।  ତେବେ ଉକ୍ତ ଘଟଣାରେ ୫୦ ଜଣଙ୍କ ନାମରେ ମାମଲା ରୁଜ୍ଜୁ କରିଛି ଚାନ୍ଦପୁର ପୋଲିସ । ମୃତକଙ୍କ ପରିବାର ଲୋକଙ୍କ ଅଭିଯୋଗ କୁ ଆଧାର କରି ପୋଲିସ ସମ୍ପୂର୍ଣ୍ଣ ତଦନ୍ତ ଚଳାଇଥିବା କଥା ଜଣା ପଡ଼ିଛି ।

ଏହି କେସରେ ମାମଲା ରୁଜ୍ଜୁ କରାଯାଇଥିବା ୫୦ ଲୋକଙ୍କୁ ଖୋଜିବାରେ ଲାଗିଛନ୍ତି ପୋଲିସ ପ୍ରଶାସନ ।  ସୁଚନା ଅନୁସାରେ ଯୁବକ ଟି ର ମୃତ୍ୟୁ ର କାରଣ କିଛି ଜଣା ପଡି ନଥିବା ବେଳେ ପୋଲିସ ଉପରେ ଲଗାଇଥିବା ଆରୋପ କୁ ମିଥ୍ୟା ସାବ୍ୟସ୍ତ କରିଛନ୍ତି ଚାନ୍ଦପୁର ଥାନା ଅଧିକାରୀ । ଖୁବ ଶୀଘ୍ର  ଏହି କେସରେ ସମ୍ପୃକ୍ତ ଦୋଷୀ ଙ୍କୁ ଗିରଫ କରିବେ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ଥାନା ଅଧିକାରୀ ରଶ୍ମି ରଞ୍ଜନ ଦାଶ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version