• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ଳକ ଉପାଧ୍ୟକ୍ଷା ଙ୍କ ବିଜୟ ଉତ୍ସବ ସହିତ ଦାୟିତ୍ୱ ଗ୍ରହଣ ,ବାଦ୍ୟ ନୃତ୍ୟ ରେ ଦୁଲୁକିଲା ବୈପାରିଗୁଡା ସହର

Proprietor Abhimanyu Maharana by Proprietor Abhimanyu Maharana
March 31, 2022
in ଓଡ଼ିଶା, କୋରାପୁଟ, ହୋମ୍
0
ବ୍ଳକ ଉପାଧ୍ୟକ୍ଷା ଙ୍କ ବିଜୟ ଉତ୍ସବ ସହିତ ଦାୟିତ୍ୱ ଗ୍ରହଣ ,ବାଦ୍ୟ ନୃତ୍ୟ ରେ ଦୁଲୁକିଲା ବୈପାରିଗୁଡା ସହର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୦ ମାର୍ଚ୍ଚ ବୁଧବାର) ବୈପାରିଗୁଡା :- ସର୍ବ ଦଳୀୟ ସମର୍ଥନ ଓ ବିଜେଡି କୁ କଡାଟକ୍ଟର ଦେଇ ଉପାଧ୍ୟକ୍ଷା ପଦ ହାତେଇ ଥିବାରୁ ଆଜି ବିଜୟ ଉତ୍ସବ ପାଳନ କରିବା ସହିତ ଦାୟିତ୍ୱ ମଧ୍ୟ ଗ୍ରହଣ କରିଛନ୍ତି ବ୍ଲକ ଉପାଧ୍ୟକ୍ଷା ପୂର୍ଣ୍ଣମା ବାରିକ । କଂଗ୍ରେସ .ବିଜେପି , ଅସନ୍ତୋଷ ବିଜେଡି ଭଳି ସମସ୍ତ ଦଳର କର୍ମୀ ଓ ପଂଚାୟତବାସୀଙ୍କ ବହୁ ସମର୍ଥନ ଓ ବିଫୁଳ ଭୋଟରେ ବିଜୟୀ ହେବା ପରେ ପ୍ରାର୍ଥୀ ଓ ତାଙ୍କ ସମର୍ଥକ ମାନେ ବୈପାରିଗୁଡା ସ୍ଥିତ ପଶ୍ଚିମଶ୍ୱେର ମନ୍ଦିର ଠାରୁ ଏକ ସଭାଯାତ୍ରାରେ ବାହାରି ବୈପାରିଗୁଡା ରାସ୍ତାରେ ଖୁସି ମନାଇ ଥିବାର ଦୃଶ୍ୟ ଦେଖିବାକୁ ମିଳିଛି । ବାଦ୍ୟ ର ତାଳେତାଳେ ଢେମଷା ନୃତ୍ୟ କରି ସମର୍ଥକ ମାନେ ପଂଚାୟତ ସମିତି କାର୍ଯ୍ୟାଳୟ ଭିତରକୁ ପ୍ରବେଶ କରିଥିଲେ ।

ଏହି ବିଜୟୀ ଉତ୍ସବରେ ବ୍ଲକ ଉପାଧ୍ୟକ୍ଷାଙ୍କ ସହ ସର୍ବଦଳୀୟ ସମିତିସଭ୍ୟ ପ୍ରାର୍ଥୀ ମହୁଲି ପଚଂୟତର ଭକ୍ତିରାମ ହରିଜନ , ବୈପାରିଗୁଡା ପଚଂୟତର ମଞ୍ଜୁଲତା ପଟ୍ଟନାୟକ, କାଠପଡା ପଚଂୟତର ସୁବାସିନି ସାନ୍ତା , ମାଝୀଗୁଡା ପଚଂୟତର ପାର୍ବତୀ ଗାଦବା , କୋଲାର ପଚଂୟତର ଜଗନ୍ନାଥ ଖରା, ଦଶମନ୍ତପୁର ପଚଂୟତର ସାବିତୀ ନାୟକ , ଦଣ୍ଡାବାଡି ପଚଂୟତର ମାଧବ ଖରା , ରାମଗିରି ପଚଂୟତର ମୋହନଚାନ୍ଦ୍ର ମାଛ , କେନ୍ଦୁଗୁଡା ପଚଂୟତର ପୁଷ୍ପଞ୍ଜଳୀ ପାଲାମ ସହିତ କିଛି ପଂଚାୟତର ସରପଂଚ ମାନେ ସଭାଯାତ୍ରାରେ ସାମିଲ ହେଇଛନ୍ତି । ପ୍ରାର୍ଥୀ ଓ ସମର୍ଥକ ମାନଙ୍କ ପ୍ରତିକ୍ରିୟା ଅନୁସାରେ ଗତ ୫ ବର୍ଷ ରେ ମଧ୍ୟରେ ବ୍ଲକ ରେ ସେପ୍ରକାର କୌଣସି ଆଖି ଦୃଶିଆ ବିକାଶ ହୋଇ ନାହିଁ ତହା ଏହି ୫ ବର୍ଷ ଭିତରେ ସର୍ବଦଳୀୟ ପ୍ରାର୍ଥୀ ମାନେ କରିଦେଖାଇବେ ବୋଲି ପ୍ରକାଶ କରିଛନ୍ତି ।

ଏଥିରେ ଅନେକ ଯୋଗ୍ୟ ହିତାଧିକାରୀ ମାନେ ଆବାସ ଯୋଜନା ଘର ଠାରୁ ଆରମ୍ଭ କରି ବିଭିନ୍ନ ଜନହିତକର ଯୋଜନା ଗୁଡିକ ରୁ ବଂଚିତ ହୋଇବେ ନାହିଁ ସେଥିପ୍ରତି ଦୃଷ୍ଟି ଦେବା ସହିତ ଅଂଚଳର ବିକାଶ ପାଇଁ ଆସୁଥିବା ରାଜ କୋଷର କୋଟି କୋଟି ଟଙ୍କାର ଦୁର୍ନିତୀ କୁ ରଖିବା ହିଁ ମୋର କର୍ତ୍ୟବ ବୋଲି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ନବନିର୍ବାଚିତ ସମିତିସଭ୍ୟ ମାନେ । ଲୋକ ଯେପରି ତାଙ୍କୁ ବିଶ୍ୱାସ କରି ବିଫୁଳ ସଂଖ୍ୟା ରେ ଭୋଟ ଦେଇ ବିଜୟୀ କରିଛନ୍ତି , ସେହି ଭଳି ଲୋକ ଙ୍କ ସହିତ ମିଳି ମିଶି ସୁଖ ଓ ଦୁଃଖ ର ସାଥି ହୋଇ ରହିବେ ବୋଲି କହିଛନ୍ତି । ତେବେ ଦେଖିବାକୁ ବାକି ରହିଲା ଆଗାମୀ ଦିନରେ ନୂତନ ସରପଂଚ ଓ ସମିତିସଭ୍ୟ ପଂଚାୟତ ବାସୀର କେତେ ବିକାଶ କରିପାରୁଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁର ଏନଏସି ରେ ଏକକ ବ୍ଯବହୃତ ପ୍ଲାଷ୍ଟିକ ନିଷିଦ୍ଧ ପାଇଁ ପ୍ରଶାସନର ଚଢାଉ : ୧୧ ଜଣଙ୍କ ଠାରୁ ଟ ୫୦୦୦/- ଜୋରିମାନା ଆଦାୟ

ରଣପୁର ଏନଏସି ରେ ଏକକ ବ୍ଯବହୃତ ପ୍ଲାଷ୍ଟିକ ନିଷିଦ୍ଧ ପାଇଁ ପ୍ରଶାସନର ଚଢାଉ : ୧୧ ଜଣଙ୍କ ଠାରୁ ଟ ୫୦୦୦/- ଜୋରିମାନା ଆଦାୟ

September 10, 2026
ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

September 10, 2026
ଟାଙ୍ଗୀରେ ବିଭିନ୍ନ ବିକାଶ ମୂଳକ ସରକାରୀ ନିର୍ମାଣ କାର୍ଯ୍ୟ କରିବାକୁ କେବଳ ଜଙ୍ଗଲ ଓ ଗୋଚର ଜମି ଭରସା. ପରିବର୍ତ୍ତିତ ପରିସ୍ଥିତିରେ ଜଙ୍ଗଲ ଜମିରେ ନିର୍ମାଣ କାମ ଆଇନ ଦୃଷ୍ଟିରୁ କଷ୍ଟକର ହୋଇପଡିଛି

ଟାଙ୍ଗୀରେ ବିଭିନ୍ନ ବିକାଶ ମୂଳକ ସରକାରୀ ନିର୍ମାଣ କାର୍ଯ୍ୟ କରିବାକୁ କେବଳ ଜଙ୍ଗଲ ଓ ଗୋଚର ଜମି ଭରସା. ପରିବର୍ତ୍ତିତ ପରିସ୍ଥିତିରେ ଜଙ୍ଗଲ ଜମିରେ ନିର୍ମାଣ କାମ ଆଇନ ଦୃଷ୍ଟିରୁ କଷ୍ଟକର ହୋଇପଡିଛି

September 10, 2026
ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

ଆଠଗଡ଼ରେ ଅବକାରୀ ବିଭାଗର ଚଢ଼ାଉ, ବିପୁଳ ଦେଶୀମଦ ଜବତ

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ଏନଏସି ରେ ଏକକ ବ୍ଯବହୃତ ପ୍ଲାଷ୍ଟିକ ନିଷିଦ୍ଧ ପାଇଁ ପ୍ରଶାସନର ଚଢାଉ : ୧୧ ଜଣଙ୍କ ଠାରୁ ଟ ୫୦୦୦/- ଜୋରିମାନା ଆଦାୟ

ରଣପୁର ଏନଏସି ରେ ଏକକ ବ୍ଯବହୃତ ପ୍ଲାଷ୍ଟିକ ନିଷିଦ୍ଧ ପାଇଁ ପ୍ରଶାସନର ଚଢାଉ : ୧୧ ଜଣଙ୍କ ଠାରୁ ଟ ୫୦୦୦/- ଜୋରିମାନା ଆଦାୟ

September 10, 2026
ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

ଏମଏମଡ଼ିଆର ଆକ୍ଟ (MMDR ACT)ସଂଶୋଧନ ଆଇନର ପ୍ରତିବାଦରେ ଆପ୍ ଓଡ଼ିଶାର ସମାବେଶ ଏବଂ ମୋଦୀ ସରକାରର ପୁତ୍ତଳିକା ଦାହ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version