• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କନ୍ଧମାଳ ଚାଇଲ୍ଡଲାଇନ ତରଫରୁ ଖବର ଦାତା ସମ୍ମିଳନୀ

Proprietor Abhimanyu Maharana by Proprietor Abhimanyu Maharana
March 31, 2022
in ଓଡ଼ିଶା, କନ୍ଧମାଳ, ହୋମ୍
0
କନ୍ଧମାଳ ଚାଇଲ୍ଡଲାଇନ ତରଫରୁ ଖବର ଦାତା ସମ୍ମିଳନୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୦ ମାର୍ଚ୍ଚ ବୁଧବାର) ବାଲିଗୁଡା :-  କନ୍ଧମାଳ ଜିଲ୍ଲା ଚାଇଲ୍ଡଲାଇନ ତରଫରୁ ବାଲିଗୁଡା ସ୍ଥିତ ବନବାସୀ ସେବା ସମିତିର ସଭାଗୃହଠାରେ ଏକ ଖବର ଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଚାଇଲ୍ଡଲାଇନର କନ୍ଧମାଳ ଜିଲ୍ଲା ନିର୍ଦେଶକ ରବୀନ୍ଦ୍ର କୁମାର ପଣ୍ଡା ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ବନବାସୀ ସେବା ସମିତିର ସମ୍ପାଦକ ଉତ୍ସବ ଚନ୍ଦ୍ର ଜେନା, ସମ୍ମାନିତ ଅଥିତି ଭାବେ ଉତ୍କଳ ସାମ୍ବାଦିକ ସଂଘର ଜିଲ୍ଲା ସଭାପତି ସନ୍ତୋଷ କୁମାର ଦାସ, ଜିଲ୍ଲା ସଂଯୋଜିକା ରଂଜିତା କାମ୍ପୋ ପ୍ରମୁଖ ମଂଚାସୀନ ଥିଲେ । ଶିବ ଶଙ୍କର ବେହେରା ଅତିଥି ମାନଙ୍କର ପରିଚୟ ପ୍ରଦାନ କରି ଥିବା ବେଳେ ଜିଲ୍ଲା ସଂଯୋଜିକା ରଂଜିତା କାମ୍ପୋ ସବୁ ଶିଶୁଙ୍କର ମୌଳିକ ଅଧିକାର ପ୍ରଦାନ କରିବା ସହ ଶିଶୁ ମାନଙ୍କ ନିମନ୍ତେ ଥିବା ସମସ୍ତ ଆଇନଗତ ସହାୟତା ଉପରେ ଆଲୋଚନା କରିଥିଲେ ।

ଲ୍ଲାର ତିନୋଟି ସ୍ଥାନ ଜିଉଦୟଗିରି,ବାଲିଗୁଡା ଓ ଦାରିଙ୍ଗିବାଡି ଠାରେ ଏକ ସବ ଷ୍ଟେସନ ମାନ ଖୋଲାଯିବ । ପିଲା ମାନଙ୍କ ବାଲ୍ୟ ବିବାହ ଓ ଦଶମ ପାସ ହେବା ପରେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯାଉଥିବା ପିଲାଙ୍କୁ ରୋକିବା ସହ ସେମାନଙ୍କ ପାଠପଢା ଉପରେ ଗୁରୁତ୍ୱ ଦେବା ଆଦି ଆଲୋଚନା ହେବା ସହ ଚାଇଲ୍ଡଲାଇନ ଓ ଗଣମାଧ୍ୟମ ମଧ୍ୟରେ କିଭଳି ଭଲ ସର୍ମ୍ପକ ରହିପାରିବ ଓ ସୋସିଆଲ ମିଡିଆରେ ଚାଇଲ୍ଡ ଲାଇନ ତାଙ୍କର ସବୁ କାର୍ଯ୍ୟକଳାପକୁ ଗୁରୁତର ଦେବେ,ସବୁ ଦୋକାନରେ ଶିଶୁ ଶ୍ରମିକ ନିୟୋଜିତ କରିବା ଆଇନଗତ ଅପରାଧ,

ଦାଦନ ଚାଲାଣ,ବାଲ୍ୟ ବିବାହ ଆଦି ସବୁ ବିଷୟ ନଜରକୁ ଆସିଲେ ସଙ୍ଗେ ସଙ୍ଗେ ଚାଇଲ୍ଡଲାଇନ ଫୋନ ନଂ ୧୦୯୮କୁ ଫୋନ କରି ଜଣାଇଲେ ବା ସୁଚନା ଦେଲେ, ତାହା ଉପରେ ଚଢାଉ କରି କାର୍ଯ୍ୟାନଷ୍ଠାନ ନିଆଯିବ ଆଦି ସବୁ ବିଷୟରେ ଆଲୋଚନା ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମ ରେ ଚାଇଲ୍ଡ ଲାଇନର ସଦସ୍ୟ ଦିଲିପ କୁମାର ଦାସ, ଅନୁପମ ସାହୁଙ୍କ ସମେତ ବିଶ୍ୱଜିତ ଜେନା,ଖଗେଶ୍ୱର ନାୟକ ଓ ଅଞ୍ଚଳର ବହୁ ଖବରଦାତା ମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

May 3, 2026
ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

May 2, 2026
ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version