• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରେଷ୍ଠ ଗୋଷ୍ଠୀ ଉଠାଜଳସେଚନ ପ୍ରକଳ୍ପ ପାଇଁ ଓଡିଶା ଉଠାଜଳସେଚନ ନିଗମ ଜାତୀୟସ୍ତରରେ ପୁରସ୍କୃତ

Proprietor Abhimanyu Maharana by Proprietor Abhimanyu Maharana
April 3, 2022
in ଓଡ଼ିଶା, ମହାନଗର, ହୋମ୍
0
ଶ୍ରେଷ୍ଠ ଗୋଷ୍ଠୀ ଉଠାଜଳସେଚନ ପ୍ରକଳ୍ପ ପାଇଁ ଓଡିଶା ଉଠାଜଳସେଚନ ନିଗମ ଜାତୀୟସ୍ତରରେ ପୁରସ୍କୃତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩ ଏପ୍ରିଲ ରବିବାର ) ଭୁବନେଶ୍ୱର :- ଓଡିଶା ଜଳ ସଂପଦ ବିଭାଗ ଅନ୍ତର୍ଗତ ଓଡିଶା ଉଠାଜଳସେଚନ ନିଗମକୁ ୨୦୨୧- ୨୨ ବର୍ଷ ନିମନ୍ତେ ଶ୍ରେଷ୍ଠ ଗୋଷ୍ଠୀ ଉଠା ଜଳସେଚନ ପ୍ରକଳ୍ପ ପାଇଁ ସର୍ବ ଭାରତୀୟ ସ୍ତରରେ ପୁରସ୍କୃତ କରାଯାଇଛି । ଜଳ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଉଦ୍ୟମ ପାଇଁ ଓଡିଶା ଉଠା ଜଳସେଚନ ନିଗମକୁ ଏହି ୧୫ ତମ ‘ଓ୍ୱାଟର ଡାଇଜେଷ୍ଟ ଓ୍ୱାଟର ଆଓ୍ୱାର୍ଡସ’ ପ୍ରଦାନ କରାଯାଇଛି । ଗତ ମାର୍ଚ୍ଚ ୨୯ ତାରିଖରେ ନୂଆଦିଲ୍ଲୀଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଭାରତ ସରକାରଙ୍କ ଜଳଶକ୍ତି ମନ୍ତ୍ରୀ ଶ୍ରୀଯୁକ୍ତ ଗଜେନ୍ଦ୍ର ସିଂହ ଶେଖାୱତଙ୍କ ଠାରୁ ନିଗମର ପରିଚାଳନା ନିର୍ଦ୍ଦେଶିକା ଶ୍ରୀମତୀ ଅର୍ଚ୍ଚନା ପଟ୍ଟନାୟକ ଏହି ପୁରସ୍କାର ଗ୍ରହଣ କରିଥିଲେ ।

ଏଲ୍.ଆଇ.ସି ପରିଚାଳନା ନିର୍ଦ୍ଦେଶିକା ଶ୍ରୀମତୀ ଅର୍ଚ୍ଚନା ପଟ୍ଟନାୟକ ଭାରତ ସରକାରଙ୍କ ଜଳଶକ୍ତି  ମନ୍ତ୍ରୀ ଶ୍ରୀଯୁକ୍ତ ଗଜେନ୍ ସିଂହ ଶେଖାବତଙ୍କ ଠାରୁ ପୁରସ୍କାର ଗ୍ରହଣ

ଗୋଷ୍ଠୀ ଉଠାଜଳସେଚନ ପ୍ରକଳ୍ପଗୁଡିକ ରାଜ୍ୟର କୃଷକମାନଙ୍କୁ ଆବଶ୍ୟକୀୟ ଜଳସେଚନ ସୁବିଧାଯୋଗାଇ ଦେବା ସହିତ ସେମାନଙ୍କୁ ବିବିଧ ଚାଷ ପ୍ରକ୍ରିୟାରେ ସହାୟକ ହୋଇଛି । ଏଥି ସହିତ କୃଷକ ଗୋଷ୍ଠୀମାନଙ୍କର ଉନ୍ନତି ଓ ଆବଶ୍ୟକତାକୁ ଦୃଷ୍ଟିରେ ରଖି ସ୍ୱଳ୍ପ ବ୍ୟୟରେ ଜଳସେଚନ ସୁବିଧା ଏବଂ ସହଜରେ ପ୍ରକଳ୍ପର କାର୍ଯ୍ୟାନ୍ୱୟନ ଯୋଗୁଁ କୃଷକମାନେ ବହୁଳ ଭାବେ ଉପକୃତ ହେବା ସହିତ ସଶକ୍ତ ହୋଇପାରୁଛନ୍ତି । ଚଳିତ ବର୍ଷ, ଓଡିଶା ଉଠାଜଳସେଚନ ନିଗମ ପ୍ରତିଷ୍ଠା ଦିବସର ୫୦ ବର୍ଷ ପୂର୍ତ୍ତି ଅବସରରେ ସୁବର୍ଣ୍ଣ ଜୟନ୍ତୀ ପାଳନ କରିବାକୁ ଯାଉଛି ।

ପୁରସ୍କାର ଓ ଟ୍ରଫି ସହ ଜଳସଂପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଓ.ଏଲ୍.ଆଇ.ସି. ଅଧ୍ୟକ୍ଷ  ଶ୍ରୀ ଅମରେଶ ପତ୍ରୀ, ପରିଚାଳନା ନିର୍ଦ୍ଦେଶିକା ଶ୍ରୀମତୀ ଅର୍ଚ୍ଚନା ପଟ୍ଟନାୟକ ଓ ନିଗମର ଅନ୍ୟ ପଦାଧିକାରୀ

ସୁବର୍ଣ୍ଣ ଜୟନ୍ତୀ ବର୍ଷରେ ଓ.ଏଲ୍.ଆଇ.ସି. ପ୍ରଥମ ଥର କରି ଏହି ଜାତୀୟସ୍ତରୀୟ ପୁରସ୍କାର ଲାଭ କରିଥିବାରୁ ନିଗମର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି । ଏହି ଅବସରରେ ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଓ.ଏଲ୍.ଆଇ.ସି. ନିଗମର ଅଧ୍ୟକ୍ଷ ଶ୍ରୀ ଅମରେଶ ପତ୍ରୀ , ପରିଚାଳନା ନିର୍ଦ୍ଦେଶିକା ଶ୍ରୀମତୀ ପଟ୍ଟନାୟକ ଏବଂ ଟିମ୍ ଓ.ଏଲ.ଆଇ.ସିକୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇବା ସହିତ ସାମୂହିକ ପ୍ରଚେଷ୍ଠା ଫଳରେ ଏହି ସଫଳତା ମିଳିଛି ଓ ଆଗାମୀ ଦିନରେ ଓଡିଶା ଉଠାଜଳସେଚନ ନିଗମ ଅଧିକ ଭଲ କାର୍ଯ୍ୟ କରିବ ବୋଲି ଆଶା ବ୍ୟକ୍ତ କରିଛନ୍ତି ।

ଗତ ୩ ବର୍ଷ ମଧ୍ୟରେ ପ୍ରାୟ ୨ ବର୍ଷ କୋଭିଡ ଭଳି ଜଟିଳ ପରିସ୍ଥିତିରେ ଖୁବ କମ ସଂଖ୍ୟକ ଉପସ୍ଥାନ କୁ ନେଇ ମଧ୍ୟ ନିଗମକୁ ଚଳ ଚଞ୍ଚଳ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ସର୍ବଦା ଅଗ୍ରାଧିକାର ଦେଇଥିବା ଚାଷ ଓ ଚାଷୀ ତତ୍ ସହିତ କୋଭିଡ ପରିସ୍ଥିତି ରେ ଜୀବନ ଜୀବିକା ର ସୁରକ୍ଷା ର ପ୍ରୟାସ ପାଇଁ ଚାଷୀକୁ ଗୁରୁତ୍ୱ ଦିଆଯାଇଥିଲା ଓ ଚାଷ ପାଇଁ ଅତ୍ୟନ୍ତ ଅନିର୍ବାର୍ଯ୍ୟ ଜଳ ଯୋଗାଇ ଦେବା ପାଇଁ ସେଚ କାର୍ଯ୍ୟକ୍ରମ ପାଇଁ ଯେଉଁ ନିର୍ଦ୍ଦେଶ ଥିଲା ତାହାକୁ ମଧ୍ୟ ସଠିକ ରୂପାୟନ କରାଯାଇଛି ଓ ସେଥି ପ୍ରତେକ ଟି ବଜେଟ ରେ ଜଳସେଚନ ବିଭାଗ ଓ ଵିଶେଷ କରି olic କୁ ଜଳସେଚନ ପାଇଁ ସ୍ୱତନ୍ତ୍ର ବେଵସ୍ଥା କରି ଆସିଛନ୍ତି ।

ଓ.ଏଲ୍.ଆଇ.ସି. କାର୍ଯ୍ୟାଳୟରେ ପୁରସ୍କାର ଓ ଟ୍ରଫି ସହ ଅଧ୍ୟକ୍ଷ ଶ୍ରୀ ଅମରେଶ ପତ୍ରୀ, ପରିଚାଳନା ନିର୍ଦ୍ଦେଶିକା ଶ୍ରୀମତୀ ଅର୍ଚ୍ଚନା ପଟ୍ଟନାୟକ ଓ ନିଗମର ଅନ୍ୟ ପଦାଧିକାରୀ

କୋଭିଡ କିମ୍ବା ମରୁଡ଼ି ପରିସ୍ଥିତି ରେ ପ୍ରତେକଟି ଅପହଞ୍ଚ ଚାଷ କ୍ଷେତ୍ର ରେ ଉଠା ଜଳସେଚନ ନିଗମ ପହଞ୍ଚି ଚାଷୀ କୁଳକୁ ଭରଷା ହେବ ବୋଲି ଯେଉଁ ବିଶ୍ୱାସ ମାନ୍ୟବର ମୁଖ୍ୟମନ୍ତ୍ରୀ ରଖିଛନ୍ତି ତାହା ଆଜି ଏହି ପୁରସ୍କାର ମଧ୍ୟମରେ ପ୍ରମାଣିତ କରିଛି ଓ ଆଗାମୀ ବର୍ଷ ମାନଙ୍କ ରେ ଚାସ କୁଳ ପାଇଁ ଆହୁରି କାର୍ଯ୍ୟ କରିବା କୁ ଉତ୍ସାହ ବଢେଛି ।  ଏହି ପରିପ୍ରେକ୍ଷୀରେ ନିଗମର ଅଧ୍ୟକ୍ଷ ଶ୍ରୀ ଅମରେଶ ପତ୍ରୀ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିଗମ ପ୍ରତି ଅକୁଣ୍ଠ ଆଶୀର୍ବାଦ ଏବଂ 5t ମୋ ସରକାରର ବଳିଷ୍ଠ ନିଷ୍ପତ୍ତି, ବିଭାଗୀୟ ମନ୍ତ୍ରୀ ଶ୍ରୀଯୁକ୍ତ ରଘୁନନ୍ଦନ ଦାସଙ୍କ ଘନଘନ ସମୀକ୍ଷା , ବିଭାଗୀୟ ମୁଖ୍ୟ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ସବୁ କାର୍ଯ୍ୟରେ ସହଯୋଗ ଏବଂ ନିଗମର ପରିଚାଳନା ନିର୍ଦେଶୀକା ଶ୍ରୀମତୀ ଅର୍ଚ୍ଚନା ପଟନାୟକଙ୍କ ଦକ୍ଷ କାର୍ଯ୍ୟଶୈଳୀ ଓ ନିଗମର ସମସ୍ତ ବରିଷ୍ଠ ଅଧିକାରୀ, ଯନ୍ତ୍ରୀ ଓ କର୍ମକର୍ତ୍ତା ଙ୍କୁ ତାଙ୍କର ନିଷ୍ଠାପର କାର୍ଯ୍ୟପାଇଁ ଧନ୍ୟବାଦ ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଆଶା” ସଂଗଠନର ରାଜ୍ୟସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ

“ଆଶା” ସଂଗଠନର ରାଜ୍ୟସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ

June 27, 2026
ମାଁ ଶୁକ୍ର ଶୁକ୍ରାଣୀଙ୍କ ଭୂମି ପୂଜନ ଉତ୍ସବରେ ଯୋଗ ଦେଲେ ବିଧାୟକ

ମାଁ ଶୁକ୍ର ଶୁକ୍ରାଣୀଙ୍କ ଭୂମି ପୂଜନ ଉତ୍ସବରେ ଯୋଗ ଦେଲେ ବିଧାୟକ

June 27, 2026
ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା : ଅଧିକ୍ଷକଙ୍କ ମନମୁଖୀ କାର୍ଯ୍ୟକଳାପରୁ ଆତ୍ମହତ୍ୟା ଅଭିଯୋଗ

ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା : ଅଧିକ୍ଷକଙ୍କ ମନମୁଖୀ କାର୍ଯ୍ୟକଳାପରୁ ଆତ୍ମହତ୍ୟା ଅଭିଯୋଗ

June 27, 2026
ଲୋକତନ୍ତ୍ର ସେନାନୀ ସଂଘ ପକ୍ଷରୁ କଳା ଦିବସ ପାଳିତ

ଲୋକତନ୍ତ୍ର ସେନାନୀ ସଂଘ ପକ୍ଷରୁ କଳା ଦିବସ ପାଳିତ

June 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଆଶା” ସଂଗଠନର ରାଜ୍ୟସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ

“ଆଶା” ସଂଗଠନର ରାଜ୍ୟସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ

June 27, 2026
ମାଁ ଶୁକ୍ର ଶୁକ୍ରାଣୀଙ୍କ ଭୂମି ପୂଜନ ଉତ୍ସବରେ ଯୋଗ ଦେଲେ ବିଧାୟକ

ମାଁ ଶୁକ୍ର ଶୁକ୍ରାଣୀଙ୍କ ଭୂମି ପୂଜନ ଉତ୍ସବରେ ଯୋଗ ଦେଲେ ବିଧାୟକ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version