• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟରେ ୧୦୬ଟି ଏମରଜେନ୍ସି ରେସପନ୍ସ ବାହନର ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
April 4, 2022
in ଓଡ଼ିଶା, ବାଣିଜ୍ୟ, ହୋମ୍
0
ରାଜ୍ୟରେ ୧୦୬ଟି ଏମରଜେନ୍ସି ରେସପନ୍ସ ବାହନର ଶୁଭାରମ୍ଭ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୪,ଏପ୍ରିଲ ସୋମବାର ) ଭୁବନେଶ୍ୱର :- ରାଜ୍ୟରେ ଜରୁରୀକାଳୀନ ସେବା ଭିତିଭୂମିରେ ଉନ୍ନତି ଆଣିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ପୋଲିସର ମିଳିତ ଆନୁକୂଲ୍ୟରେ ସାରା ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟରେ ୧୦୬ଟି ଏମରଜେନ୍ସି ରେସପନ୍ସ ଭେଇକିଲ(ଇଆରଭି)ର ଶୁଭାରମ୍ଭ କରାଯାଇଛି । ଏହି ନୂତନ ସେବାର ଉଦ୍ଦେଶ୍ୟ ହେଉଛି ନାଗରିକମାନଙ୍କର ଅସୁବିଧାଗୁଡ଼ିକୁ ଏକ ଅଧିକ ସମନ୍ୱିତ ଢଙ୍ଗରେ ସମାଧାନ କରିବା । ସ୍ୱତନ୍ତ୍ର ଡିଜି (ଏସ୍‌ଏପି) ମନୋଜ ଛାବ୍ରା କଟକ ସ୍ଥିତ ଓଏସଏପି ୬ଷ୍ଠ ବାଟାଲିୟନ ଗ୍ରାଉଣ୍ଡ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ୧୦୬ଟି ଏମରେଜେନ୍ସି ରେସପନ୍ସ ଭେଇକିଲ (ଇଆରଭି) ର ଶୁଭାରମ୍ଭ କରିଛନ୍ତି । ବିଭିନ୍ନ ଜରୁରୀକାଳୀନ ସେବା ମଧ୍ୟରେ ସମନ୍ୱୟ ସ୍ଥାପନ କରିବା ଏବଂ ବିଭିନ୍ନ ଆବଶ୍ୟକତା ପାଇଁ ଅଲଗା ଅଲଗା ଜରୁରୀକାଳୀନ ନମ୍ବରରେ ଯୋଗାଯୋଗ କରିବାର ଦ୍ୱନ୍ଦକୁ ହ୍ରାସ କରିବାର ଏକ ପ୍ରୟାସ ଭାବେ ଏହି ନୂତନ ପଦକ୍ଷେପ ରାଜ୍ୟର ଲୋକମାନଙ୍କ ପାଇଁ ସାମଗ୍ରିକ ସମାଧାନ ପ୍ରଦାନ କରିବ ।

ଏହି ନୂତନ ୧୧୨ ଏମରଜେନ୍ସି ରେସପନ୍ସ ବାହନଗୁଡ଼ିକ ଗୋଟିଏ ପିସିଆର ଭ୍ୟାନ ଭଳି ସମାନ ଭାବେ କାର୍ଯ୍ୟ କରିବ । କିନ୍ତୁ କାର୍ଯ୍ୟଗୁଡ଼ିକୁ ଅଧିକ ପ୍ରଭାବଶାଳୀ ଢ଼ଙ୍ଗରେ ପରିଚାଳନା କରିବା ଲାଗି ଏହି ନୂତନ ଭ୍ୟାନଗୁଡ଼ିକୁ ଜିଆଇଏସ ଏବଂ ଜିପିଏସ ଭଳି ଆଧୁନିକ ବ୍ୟବସ୍ଥାରେ ସୁସଜ୍ଜିତ କରାଯାଇଛି । ଏହି ନୂତନ ପ୍ରୟାସ ଦ୍ୱାରା ଅପରାଧ, ବିଶୃଙ୍ଖଳା କାର୍ଯ୍ୟ କିମ୍ବା ଦୁର୍ଘଟଣା ଭଳି ଜରୁରୀକାଳୀନ ପରିସ୍ଥିତିରେ ତୁରନ୍ତ ଏବଂ ପ୍ରଭାବଶାଳୀ ଭାବେ ସହାୟତା ପ୍ରଦାନ କରାଯିବ । ଏହି ଉଦ୍‌ଘାଟନୀ ଅବସରରେ ଉପସ୍ଥିତ ଥିବା ଅନ୍ୟ ମାନ୍ୟଗଣ ବ୍ୟକ୍ତିଙ୍କ ମଧ୍ୟରେ ରହିଛନ୍ତି ଓଡ଼ିଶାର ସ୍ୱତନ୍ତ୍ର ଡିଜିପି ଅରୁଣ ରାୟ ଓ ଆଡିସ୍‌ନାଲ ଡିଜି, ଆଇପିଏସ, ଶ୍ରୀ ରାଧା କିଶନ ଶର୍ମା । ଏହି ଅବସରରେ ସ୍ୱତନ୍ତ୍ର ଡିଜି (ଏସ୍‌ଏପି) ମନୋଜ ଛାବ୍ରା କହିଛନ୍ତି ଯେ, “ଆମେରିକାର ୯୧୧ ଭଳି ଆମର ଗୋଟିଏ ନମ୍ବର ୧୧୨ରେ ଓଡ଼ିଶାରେ ଜରୁରୀକାଳୀନ ସମୟରେ ପୋଲିସ, ଆମ୍ବୁଲାନ୍ସ ଓ ଅଗ୍ନିଶମ ସେବା ମିଳିବ ।

୧୦୬ଟି ଯାନ ପ୍ରଦାନ କରାଯାଇସାରିଣଲାଣି । ଆଜି ୬୨ଟି ଯାନକୁ ଲୋକାର୍ପଣ କରାଯାଇଛି । ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୧୫୦ଟି ଯାନକୁ ଉନ୍ମୋଚନ କରାଯିବ । ଏହି ଗାଡ଼ିଗୁଡ଼ିକ ଏକସଙ୍ଗେ ତିନି ପ୍ରକାର ଜରୁରୀକାଳୀନ ସେବା ପ୍ରଦାନ କରିବେ ।’’ ଏହି ଅବସରରେ ନିଜ ମତ ରଖି ରାଜ୍ୟରେ ୧୧୨ ଇଆରଭି ପରିଚାଳନା କମ୍ପାନୀ, ଜିକିତ୍ସା ହେଲ୍‌ଥକେୟାର ଲିମିଟେଡ, ରାଜ୍ୟ ମୁଖ୍ୟ ଶ୍ରୀ ସବ୍ୟସାଚୀ ବିଶ୍ୱାଳ କହିଛନ୍ତି ଯେ, “ପୂର୍ବରୁ ଓଡ଼ିଶା ସରକାର ପୋଲିସ, ଅଗ୍ନିଶମ ବାହିନୀ, ଆମ୍ବୁଲାନ୍ସ ଏବଂ ଅନ୍ୟାନ୍ୟ ସେବାଗୁଡ଼ିକୁ ଏମରଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମ(ଇଆରଏସଏସ) ଅଧୀନକୁ ଆଣିବା ଲାଗି ଏକ ସାମଗ୍ରିକ ଜରୁରୀକାଳୀନ ହେଲପ୍‌ଲାଇନ ନମ୍ବର ୧୧୨ର ଶୁଭାରମ୍ଭ କରିଛନ୍ତି । ଏହି ନୂଆ ୧୦୬ ଟି ଇଆରଭିର ଶୁଭାରମ୍ଭ ୧୧୨ସେବାକୁ ଆହୁରୀ ମଜବୁତ କରିବ ।

ଏହି ପଦକ୍ଷେପ ଯେକୌଣସି ଜରୁରୀକାଳୀନ ପରିସ୍ଥିତି ଏବଂ ରାଜ୍ୟର ୪.୩ କୋଟି ଜନତାଙ୍କୁ ଠିକ୍ ସମୟରେ ସହାୟତା ପ୍ରଦାନ କରିବା ପାଇଁ କାର୍ଯ୍ୟ କରିବ ।” ଏହି ସେବାର ଅଂଶ ଭାବେ ରାଜ୍ୟର ବିଭିନ୍ନ ଜିଲ୍ଲା ତଥା ପ୍ରମୁଖ ସହରଗୁଡ଼ିକ ଯଥା ଅନୁଗୁଳ(୩), ବାଲେଶ୍ୱର((୩), ବରଗଡ଼(୩), ବ୍ରହ୍ମପୁର (୩), ଭଦ୍ରକ(୩), ବଲାଙ୍ଗୀର(୩), ବୈାଦ୍ଧ(୨), କଟକ(୩), ଦେଓଗଡ଼(୨), ଢେଙ୍କାନାଳ(୩), ଗଜପତି(୩), ଗଞ୍ଜାମ(୩), ଜଗତସିଂହପୁର(୩), ଯାଜପୁର(୩), ଝାରସୁଗୁଡ଼ା(୩), କଳାହାଣ୍ଡୀ(୩), କେନ୍ଦ୍ରାପଡ଼ା(୩), କେନ୍ଦୁଝର(୩), ଖୋର୍ଦ୍ଧା(୩), କୋରାପୁଟ(୩), ମାଲ୍‌କାନଗିରି(୩), ମୟୁରଭଞ୍ଜ(୩), ନବରଙ୍ଗପୁର(୩), ନୟାଗଡ଼(୩), ନୂଆପଡ଼ା(୨), ପୁରୀ(୩), ରାୟଗଡ଼ା(୩), ରାଉରକେଲା(୩), ସମ୍ବଲପୁର(୩), ସୁବର୍ଣ୍ଣପୁର(୨), ସୁନ୍ଦରଗଡ଼(୩), ଡିସିପି ଭୁବନେଶ୍ୱର(୭) ରେ ରଣନୈତିକ ଭାବେ ସମୁଦାୟ ୧୦୬ ସଂଖ୍ୟକ ୧୧୨ ଏମରେଜେନ୍ସି ରେସପନ୍ସ ବାହନ ନିୟୋଜିତ କରାଯାଇଛି ।

ଏହି ଏମରଜେନ୍ସି ରେସପନ୍ସ ବାହନଗୁଡ଼ିକର ପରିଚାଳନା ଏବଂ କାର୍ଯ୍ୟକାରୀତା ପାଇଁ ଜିକିତ୍ସା ହେଲଥକେୟାର ଲିମିଟେଡକୁ ଦାୟିତ୍ୱ ଦିଆଯାଇଛି । ଅନ୍ୟ ଜରୁରୀକାଳୀନ ସେବାଗୁଡ଼ିକ ପରିି ଏହି ସେବା ମଧ୍ୟ ରାଜ୍ୟର ସମସ୍ତ ଲୋକଙ୍କ ପାଇଁ ସମ୍ପୂର୍ଣ୍ଣ ମାଗଣା ରହିବ । ବର୍ତମାନ ସରକାର ନାଗରୀକମାନଙ୍କୁ ଅଲଗା ଅଲଗା ଶୃଙ୍ଖଳ ମାଧ୍ୟମରେ ପୋଲିସ, ଅଗ୍ନିଶମ, ସ୍ୱାସ୍ଥ୍ୟସେବା ଇତ୍ୟାଦି ପରି ଅନେକ ଜରୁରୀକାଳୀନ ସେବା ଯୋଗାଉଛନ୍ତି । ଏକାଧିକ ସଂଖ୍ୟକ ଜରୁରୀକାଳୀନ ନମ୍ବରଗୁଡ଼ିକର ଉପସ୍ଥିତି ଜନସାଧାରଣଙ୍କ ମନରେ ଦ୍ୱନ୍ଦ ସୃଷ୍ଟି କରୁଛି । ଏହି ନୂତନ ୧୧୨ ଏମରଜେନ୍ସି ରେସପନ୍ସ ସେବା ମାଧ୍ୟମରେ ଏକ ସାଧାରଣ ସାମଗ୍ରିକ ପ୍ଲାଟଫର୍ମ ପୋଲିସ, ଅଗ୍ନିଶମ, ଆମ୍ବୁଲାନ୍ସ ଏବଂ ଅନ୍ୟ ସେବାଗୁଡ଼ିକୁ ଏକତ୍ର ନେଇଆସିବ । ଏହା ପ୍ରକ୍ରିୟାକୁ ଆହୁରି ସରଳ କରିବ ଏବଂ ଜନସାଧାରଣଙ୍କ ପାଇଁ ପ୍ରତିକ୍ରୟା ସମୟକୁ ହ୍ରାସ କରିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

ସାବିତ୍ର ଉପଲକ୍ଷେ ତନେଇରା ପକ୍ଷରୁ ‘ଇନାୟା’ କଲେକ୍ସନ : ଆକର୍ଷଣୀୟ ଅଫର ପାଇବେ ଗ୍ରାହକ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

Taneira celebrates Savitri Vrata with the Inaya collection and exclusive festive offers

May 7, 2026
ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

ସାବିତ୍ର ଉପଲକ୍ଷେ ତନେଇରା ପକ୍ଷରୁ ‘ଇନାୟା’ କଲେକ୍ସନ : ଆକର୍ଷଣୀୟ ଅଫର ପାଇବେ ଗ୍ରାହକ

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version