• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କନ୍ଧମାଳରେ ଆରମ୍ଭ ହୋଇଛି ୧୩ ଦିନିଆ ଦଣ୍ଡଯାତ୍ରା ଗାଁ ଠୁ ସହର ସବୁଠି ଭକ୍ତିଭାବ ପରିବେଶ

Proprietor Abhimanyu Maharana by Proprietor Abhimanyu Maharana
April 5, 2022
in ଓଡ଼ିଶା, କନ୍ଧମାଳ, ହୋମ୍
0
କନ୍ଧମାଳରେ ଆରମ୍ଭ ହୋଇଛି ୧୩ ଦିନିଆ ଦଣ୍ଡଯାତ୍ରା ଗାଁ ଠୁ ସହର ସବୁଠି ଭକ୍ତିଭାବ ପରିବେଶ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୫ ଏପ୍ରିଲ ମଙ୍ଗଳବାର ) ବାଲିଗୁଡ଼ା :- କନ୍ଧମାଳରେ ଆରମ୍ଭ ହୋଇଛି ୧୩ ଦିନିଆ ଦଣ୍ଡଯାତ୍ରା l ମହାମାରୀ କରୋନା କଟକଣା ଯୋଗୁଁ ଗତ ଦୁଇ ବର୍ଷ ଦଣ୍ଡଯାତ୍ରା ହୋଇପାରିନଥିଲା । ଦୁଇବର୍ଷ ପରେ ଦଣ୍ଡଯାତ୍ରା ହେଉଥିବାରୁ ଭକ୍ତ ଶ୍ରଦ୍ଧାଳୁ ଓ ଗ୍ରାମବାସୀ ସମସ୍ତଙ୍କ ମନରେ ବେଶ ଖୁସି ପରିଲକ୍ଷିତ ହେଉଛି l କନ୍ଧମାଳର ପ୍ରସିଦ୍ଧ ଦଣ୍ଡଯାତ୍ରା ଏପ୍ରିଲ ଏକ ତାରିଖ ରୁ ଆରମ୍ଭ ହୋଇଛି l ଏହା  ତେରଦିନ ବ୍ୟାପି ଚାଲିବ । ମେରୁ ଯାତ୍ରା ପରେ ପଣା ସଂକ୍ରାନ୍ତି ଦିନ ଏହି ଯାତ୍ରା ଶେଷହେବ l ଗତ ଶୁକ୍ରବାର ଏପ୍ରିଲ୍ ୧ତାରିଖ ରାତିରେ ଗାଁ ପୋଖରୀରେ ମାନସିକଧାରୀ ଦଣ୍ଡୁଆ ତେର ଭୋକତା ନିର୍ଜଳା ଉପବାସ ରହିଥିଲେ l

ପାଟଭୋକତା ସମେତ ଅନ୍ୟାନ୍ୟ ଭକ୍ତଗଣ ବ୍ରହ୍ମଅଗ୍ନି ନିମନ୍ତେ ଦକ୍ଷିଣକାଳୀଙ୍କୁ ପୂଜାର୍ଚ୍ଚନା ଓ ପ୍ରାର୍ଥନା କରିଥିଲେ l ମାଆ ରାତି ଆଠଟା ପନ୍ଦର ମିନିଟ୍ ସମୟରେ ଆବିର୍ଭାବ ହୋଇଥିଲେ l ପାଟଢୋଲ ପାଣି ଢୋଲ ଘଣ୍ଟ କାହାଳି ମହୁରୀ ଓ ହୁଳହୁଳି ଶବ୍ଦରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ ହୋଇଥିଲା l ଦଣ୍ଡବିଧାନ ଅନୁଯାୟୀ ଦଣ୍ଡନୃତ୍ୟ ଥଳ ସକାଳୁ କାମନାକାରୀଙ୍କ ଘରକୁଯାଇ ବରଣ ହୋଇ ଦଣ୍ଡନୃତ୍ୟ କରିଥାନ୍ତି l ଦିନ ଦ୍ବିପ୍ରହରରେ ଧୂଳିଦଣ୍ଡ ସନ୍ଧ୍ୟାରେ ପାଣିଦଣ୍ଡ ଏବଂ ରାତ୍ରରେ ଝୁଣାଦଣ୍ଡ ବା ଅଗ୍ନିଦଣ୍ଡ ଅନୁଷ୍ଠିତ ହୁଏ l ପରଭା ନୃତ୍ୟ ପରେ ହର ପାର୍ବତୀ ବିଜେକରି ନୃତ୍ୟ ଓ ଗୀତ ମାଧ୍ୟମରେ ଦଣ୍ଡଚରିତ୍ର ଓ ବୃତ୍ତାନ୍ତ ବର୍ଣ୍ଣନା କରିଥାନ୍ତି l

ଦଣ୍ଡନୃତ୍ୟ ରେ ଚଢ଼େୟା – ଚଢ଼େୟାଣୀ ସୌରା – ସୌରୁଣୀ ଯୋଗୀ – ଯୋଗିଆଣୀ ବୀଣାକାର – କାରୁଆଣୀଙ୍କ ନୃତ୍ୟ ମନମୁଗ୍ଧ କରେ ଦେଖଣାହାରୀଙ୍କୁ l ମାନସିକଧାରୀ ଦଣ୍ଡୁଆ ଗୋଟିଏ ଓଳି ଉପବାସ ରହି ଗୋଟିଏ ଓଳି ଅରୁଆ ହବିଷଅର୍ଣ୍ଣ ସେବନ କରିଥାନ୍ତି l ଗେରୁଆ ରଙ୍ଗର ବସ୍ତ୍ର ପରିଧାନ କରି ଦଣ୍ଡୁଆଙ୍କ ଶୋଭାଯାତ୍ରା ବାଲିଗୁଡା ସହର ସମେତ ପୁରପଲ୍ଲୀରେ ଶୋଭାବର୍ଦ୍ଧନ କରୁଛି l ସନ୍ଧ୍ୟା ସମୟରେ ମା ଗ୍ରାମ ପରିକ୍ରମା କରନ୍ତି । ସେହି ସମୟରେ ଶ୍ରଦ୍ଧାଳୁମାନେ ନିଜ ଘର ଆଗରେ ଭୋଗ ବାଢ଼ିବା ସହ ମା’ଙ୍କ ଦର୍ଶନ କରି ଭକ୍ତିକୃପା ଲାଭ କରନ୍ତି । ଦୀର୍ଘ ଦୁଇବର୍ଷ ପରେ ତାଙ୍କୁ ନିଜ ଗାଁ,ସାହି ଓ ଘର ପାଖରେ ଦର୍ଶନ କରିବାର ସୁଯୋଗ ପାଇ ଭାବ ବିହ୍ୱଳ ହୋଇ ପଡ଼ୁଛନ୍ତି ଭକ୍ତ ଓ ଶ୍ରଦ୍ଧାଳୁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026
ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version