• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ମଝି ଆଖଣ୍ଡ ଗ୍ରାମର ଶ୍ରୀକମଳେଶ୍ଵରଙ୍କ ପୀଠରେ ପ୍ରସିଦ୍ଧ ରୁକୁଣା ରଥଯାତ୍ରା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
April 10, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରଣପୁର ମଝି ଆଖଣ୍ଡ ଗ୍ରାମର ଶ୍ରୀକମଳେଶ୍ଵରଙ୍କ ପୀଠରେ ପ୍ରସିଦ୍ଧ ରୁକୁଣା ରଥଯାତ୍ରା ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୯ ଏପ୍ରିଲ ଶନିବାର ) ରଣପୁର ମଝି ଆଖଣ୍ଡ :- ପବିତ୍ର ଅଶୋକାଷ୍ଟମୀ ଉପଲକ୍ଷେ ରଣପୁର ନିକଟସ୍ଥ ମଝି ଆଖଣ୍ଡ ଗ୍ରାମର ଶ୍ରୀକମଳେଶ୍ଵରଙ୍କ ପୀଠରେ ପ୍ରସିଦ୍ଧ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହୋଇଛି । ଗତବର୍ଷ କୋଭିତ କଟକଣା ଥିବାରୁ ବିନା ଭକ୍ତରେ ରଥ ଗଡିଥିଲା । ରଣପୁର ଜଗନ୍ନାଥ ମନ୍ଦିର ପ୍ରଶାସନ ତରଫରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ।

ଏହି ରଥଯାତ୍ରା ଦେଖିବା ପାଇଁ ପାଖଆଖ ଅଞ୍ଚଳବାସୀ ଭିଡ଼ ଜମାଇଥିଲେ । ସକାଳେ ଶ୍ରୀକମଳେଶ୍ଵରଙ୍କ ସମସ୍ତ ନୀତିକାତି ସମ୍ପନ୍ନ ହେବା ପରେ ରଥ ପ୍ରତିଷ୍ଠା କରାଯାଇଥିଲା । ପରେ ବାବା ଶ୍ରୀକମଳେଶ୍ଵରଙ୍କୁ ସେବାୟତମାନେ ରଥାଋଢ କରିଥିଲେ । ପରେ ରଥ ଟଣା ହୋଇ ଆସି ରଘୁନାଥ ମନ୍ଦିରଠାରେ ପହଞ୍ଚିଥୁଲା ।

ରଘୁନାଥ ମନ୍ଦିରରେ ଅଶୋକାଷ୍ଟମୀ ଅବସରରେ ଅବସ୍ଥାନ କରିବାପରେ ରବିବାର ମଧ୍ୟ ଏହି ମନ୍ଦିରରେ ବାବା କମଳେଶ୍ଵର ଅବସ୍ଥାନ କରିଥିଲେ । ସୋମବାର ମହାପ୍ରଭୁ ପୁଣି ନିଜ ମନ୍ଦିରକୁ ପ୍ରସ୍ଥାନ କରିବେ ।

ଏଠାରେ ସୂଚନାଯୋଗ୍ୟ ମହାପୁରୁଷ ଅଚ୍ୟୁତାନନ୍ଦ ଏହି କମଳେଶ୍ୱରଙ୍କ ପୀଠରେ ହରିବଂଶ ରଚନା କରିଥିଲେ । ଜଗନ୍ନାଥ ମନ୍ଦିର ପ୍ରଶାସନ ତରଫରୁ ତହସିଲଦାର ଯୁଗଳ କିଶୋର ମିଶ୍ର, ମ୍ୟାନେଜର ରମେଶ ପ୍ରଧାନ, ସ୍ଥାନୀୟ ସରପଞ୍ଚ ରଶ୍ମିତା ତରେଇ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

June 27, 2026
ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

June 27, 2026
ବଙ୍ଗୋମୁଣ୍ଡାରେ ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦ ମହାସମାବେଶ ଅନୁଷ୍ଠିତ

ବଙ୍ଗୋମୁଣ୍ଡାରେ ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦ ମହାସମାବେଶ ଅନୁଷ୍ଠିତ

June 27, 2026
ତୁରେକେଲାରେ ପିତାମାତାଙ୍କୁ ଆକ୍ରମଣ : ଅଭିଯୁକ୍ତ ପୁଅକୁ ଜେଲ

ତୁରେକେଲାରେ ପିତାମାତାଙ୍କୁ ଆକ୍ରମଣ : ଅଭିଯୁକ୍ତ ପୁଅକୁ ଜେଲ

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

June 27, 2026
ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version