• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମୃତ୍ୟୁ ପରେ ଶରୀର ଦାନ କରିବେ : ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ

Proprietor Abhimanyu Maharana by Proprietor Abhimanyu Maharana
May 11, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ମୃତ୍ୟୁ ପରେ ଶରୀର ଦାନ କରିବେ : ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ
Share on FacebookShare on TwitterWhatsapp

ଭୁବନେଶ୍ୱର,(ଓଡିଶା ତାଜା ନ୍ୟୁଜ୍‌ ) ୧୧ ମଇ,ସୋମବାର odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ ।

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍‌ ) ମୃତ୍ୟୁ ପରେ ଶରୀର ଦାନ କରିବେ,୧୧ ମଇ,ସୋମବାର :- ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ମୃତ୍ୟୁ ପରେ ତାଙ୍କ ଶରୀର ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟକୁ ଦାନ କରିବେ । ଆଜି ତାଙ୍କର ୯୯ ତମ ଜନ୍ମ ଦିବସ ଅବସରରେ ଶ୍ରୀଯୁକ୍ତ ପଟ୍ଟନାୟକ ଏହି ଇଚ୍ଛା ବ୍ୟକ୍ତ କରିଛନ୍ତି । ଆଜି ସକାଳେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମବୀ ଶ୍ରୀ ସମୀର ରଂଜନ ଦାଶ ଶ୍ରୀ ପଟ୍ଟନାୟକଙ୍କୁ ତାଙ୍କ ବାସ ଭବନରେ ସୌଜନ୍ୟମୂଳକ ସାକ୍ଷାତ କରି ଜନ୍ମଦିନର ଶୁଭେଚ୍ଛା ଜଣାଇବା ପରିପ୍ରେକ୍ଷୀରେ ଶ୍ରୀ ପଟ୍ଟନାୟକମବୀଙ୍କୁ ତାଙ୍କର ଏହି ଇଚ୍ଛା ଜଣାଇଥିଲେ ।

ପ୍ରକାଶ ଥାଉକି, ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ୧୯୨୨ ମସିହା ମଇ ୧୧ ତାରିଖରେ ପୁରୀ ଜିଲ୍ଲାର ନିମାପଡାଠାରେ ଜନ୍ମଗ୍ରହଣ କରିଥିଲେ । ଜଣେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭାବେ ପରିଚିତ ଥିବା ଶ୍ରୀ ପଟ୍ଟନାୟକ ମହାତ୍ମାଗାନ୍ଧିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ୧୯୪୨ ମସିହାରେ ସତ୍ୟାଗ୍ରହ ଆନ୍ଦୋଳନରେ ଯୋଗଦାନ କରିଥିଲେ । ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଜଣେ ଅନ୍ତରଙ୍ଗ ସହଯୋଗୀ ଭାବେ ସେ କାର୍ଯ୍ୟ କରିଛନ୍ତି ଏବଂ ୧୯୬୧, ୧୯୬୬ ଏବଂ ୧୯୭୮ ମସିହାରେ ୩ ଥର ଲୋକସଭା ବା ରାଜ୍ୟସଭା ସାଂସଦ ଭାବେ କାର୍ଯ୍ୟ କରିଛନ୍ତି ।

ମାନବ ସମାଜର କଲ୍ୟାଣ ଉଦ୍ଦେଶ୍ୟରେ, ତାଙ୍କର ଦେହାନ୍ତ ପରେ ଶରୀର ଦାନ କରିବାକୁ ଆଜି ତାଙ୍କର ଜନ୍ମ ଦିବସ ଅବସରରେ ନିଷ୍ପ- ତାଙ୍କର ନିଃସ୍ୱାର୍ଥପର ମାନବୀୟ ମୂଲ୍ୟବୋଧର ପରିଚାୟକ ବୋଲି ମବୀ ଶ୍ରୀ ଦାଶ ଏହି ଅବସରରେ ପ୍ରକାଶ କରିଛନ୍ତି । ଶ୍ରୀ ପଟ୍ଟନାୟକଙ୍କର ଏହି ନିଷ୍ପ ସମୟରେ ନିମାପଡା ଶହୀଦ ସଂସଦର ସଂପାଦକ ଶ୍ରୀ ବେଣୁଧର ସେନାପତି ମଧ୍ୟ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version