• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ନୟାଗଡ଼ ସହରରେ :  ସାମାନ୍ୟ ବଚସା କୁ ନେଇ ଘଟିଗଲା ଲଙ୍କାକାଣ୍ଡ – ଥାନା ଅଧିକାରୀଙ୍କ ସହ ୮ରୁ ଉର୍ଦ୍ଧ୍ବ ଆହତ ଓ ଜଣେ ମୃତ

Proprietor Abhimanyu Maharana by Proprietor Abhimanyu Maharana
April 16, 2022
in ଅପରାଧ, ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ଼ ସହରରେ :  ସାମାନ୍ୟ ବଚସା କୁ ନେଇ ଘଟିଗଲା ଲଙ୍କାକାଣ୍ଡ – ଥାନା ଅଧିକାରୀଙ୍କ ସହ ୮ରୁ ଉର୍ଦ୍ଧ୍ବ ଆହତ ଓ ଜଣେ ମୃତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୬ ଏପ୍ରିଲ ଶନିବାର ) ନୟାଗଡ଼ :- ନୟାଗଡ଼ ସହର ନିକଟସ୍ଥ ଦୁର୍ଗାପ୍ରସାଦ ଓ ଦେଉଳପଲ୍ଲୀ ଗ୍ରାମ ର ମେରୁ ଉତ୍ସବ ତଥା ଦଣ୍ଡ ଯାତ୍ରାର ଶୋଭାଯାତ୍ରାରେ ଗୋଷ୍ଠୀ ସଂଘର୍ଷ ଭଳି ଅଭାବନୀୟ ଘଟଣା ଘଟି ଜଣେ ମୃତ ଓ ୮ ଜଣ ଆହତ ହୋଇଛନ୍ତି । ଶୋଭାଯାତ୍ରାର ଶେଷ ସମୟକୁ କୌଣସି ଏକ କାରଣ ନେଇ ଉଭୟ ଗ୍ରାମ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ପରିସ୍ଥିତି ଉପୁଜିଥିଲା । ଏହି ସଂଘର୍ଷରେ ଥାନା ଅଧିକାରୀଙ୍କ ସମେତ ୮ରୁ ଉର୍ଦ୍ଧ୍ବ ଆହାତ ହୋଇଥିବା ବେଳେ ଉତ୍ୟକ୍ତ ଲୋକ ଜଣଙ୍କୁ ପିଟି ପିଟି ହତ୍ୟା କରିଥିବା ଜଣା ପଡ଼ିଛି ।

ନୟାଗଡ଼ ଟାଉନଥାନା ଅନ୍ତର୍ଗତ ଏହି ଦୁଇ ଗ୍ରାମର ଦଣ୍ଡ ଶୋଭାଯାତ୍ରା ବିପର୍ଯ୍ୟସ୍ତ ପୁଲିସ୍ ବ୍ୟବସ୍ଥା ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ଶତାଧିକ ଦଣ୍ଡ ଠାକୁର, ହଜାର ହଜାର ଦଣ୍ଡୁଆ,  ଡିଜେ ଗାଡ଼ି, ବ୍ୟାଣ୍ଡ ପାର୍ଟି ଏବଂ ହଜାରରୁ ଉର୍ଦ୍ଧ୍ବ ଜନସମାଗମ ହୋଇଥିଲା ।  ଦୁର୍ଗାପ୍ରସାଦ ଠାରୁ ବାହାରିଥିବା ଶୋଭାଯାତ୍ରା ନୟାଗଡ଼ ସହର ପରିକ୍ରମା କରି ଫେରୁଥିବା ସମୟରେ ସିନ୍ଦୁରିଆଠାରେ ଉତ୍ତେଜନା ମୁଳକ ପରିସ୍ଥିତି ସୃଷ୍ଟି ହୋଇଥିଲା । କୌଣସି କାରଣକୁ ନେଇ ସୃଷ୍ଟି ହୋଇଥିବା ବଚସାରୁ ଲଙ୍କାକାଣ୍ଡ ଘଟିଥିଲା ।

ଦେଉଳପଲ୍ଲି ଗୋଷ୍ଠୀ ପ୍ରଥମେ ଢେଲା ପଥର ମାଡ଼ କରିଥିଲେ । ଯେଉଁ ଥିରେ କି ଦୁର୍ଗାପ୍ରସାଦ ଗ୍ରାମର କିଛି ଲୋକ ଏବଂ ଭକ୍ତ ଆହାତ ହୋଇଥିଲେ । ପରିସ୍ଥିତି ଆୟତ କରିବାକୁ ଯାଇ ପୁଲିସ୍ ମଧ୍ୟ ଢେଲା ପଥର ମାଡ଼ର ଶିକାର ହୋଇଥିଲା । ଥାନା ଅଧିକାରୀ ପ୍ରଜ୍ଞା ପରମିତା ଜେନାଙ୍କ ମୁଣ୍ଡରେ ପଥର ବାଜିବାରୁ ସେ ଗୁରୁତର ହୋଇ ପଡିଥିଲେ । ଆହାତ ମାନଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଏହି ସମୟରେ ସୁଯୋଗ ପାଇ ଗୋଟିଏ ଗୋଷ୍ଠୀ ଦୁର୍ଗାପ୍ରସାଦ ଗ୍ରାମର ଦୁଇ ଜଣଙ୍କୁ ଅପହରଣ କରି ନେଇଥିଲେ ।

ଦୀର୍ଘ ସମୟ ଧରି ଦୁଇ ଜଣଙ୍କୁ ଖୋଜା ଖୋଜି କରାଯାଇଥିଲେ ବି କାହାର ପତ୍ତା ମିଳିନଥିଲା । ଅପହରଣ କାରୀଙ୍କ କବଳରୁ ଜଣେ କୌଣସି ମତେ ଖସି ଆସିଥିଲା । ଅନ୍ୟ ଜଣଙ୍କ ପରିବାର ଲୋକ ପୁଲିସର ସହାୟତା ନେଇଥିଲେ । ପୁଲିସ୍ ଓ ପରିବାର ଲୋକ ଖୋଜା ଖୋଜି କରିବା ସମୟରେ ଉକ୍ତ ବ୍ୟକ୍ତିଙ୍କୁ ନେଳିଆ ପୋଖରୀ ନିକଟରେ ମାରି ଦିଆଯାଇଥିବା ଖବର ମିଳିଥିଲା । ପୁଲିସ୍ ଉକ୍ତ ସ୍ଥାନରେ ପହଞ୍ଚିଲା ବେଳକୁ କାଠ ଫାଳିଆରେ ଦୁର୍ଗାପ୍ରସାଦ ଗ୍ରାମ ର ନବୀନ ପରିଡ଼ା ଙ୍କୁ ମାରି ରକ୍ତାକ୍ତ ଅବସ୍ଥା ରେ ପକାଇ ଦେଇଥିବା ଦେଖିବାକୁ ମିଳିଥିଲା ।

ତୁରନ୍ତ ତାଙ୍କୁ ଜିଲ୍ଲା ଚିକିତ୍ସାଳୟକୁ ଅଣାଯିବା ପରେ ଡ଼ାକ୍ତର ନବୀନଙ୍କୁ ମୃତ ଘୋଷଣା କରିଥିଲେ । ପୁଲିସ୍ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡିଛି । ଏହି ଘଟଣାର କୁ ଦୃଷ୍ଟିରେ ରଖି ଗତ ଉଭୟ ଗ୍ରାମରେ ବରିଷ୍ଠ ପୁଲିସ୍ ଅଧିକାରୀ ମାନେ ବ୍ୟାପକ ଫୋର୍ସ ସହ ମୁତୟନ ରହିଥିଲେ । ତେବେ ଗୁରୁବାର ଦିନ ଏହି ଗୋଷ୍ଠୀ ସଂଘର୍ଷ ଘଟାଇଥିବା କିଛି ଲୋକଙ୍କୁ ଗିରଫ କରିଛି ଟାଉନ ଥାନା ପୋଲିସ ।

ଦେଉଳିଆ ପଲ୍ଲୀ ଗ୍ରାମର ୮ ଜଣଙ୍କୁ  ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଥିବା ଜଣାପଡିଛି । ସେମାନେ ହେଲେ ମୁନା ପ୍ରଧାନ , କାବୁଲି ପ୍ରଧାନ , ଆନନ୍ଦ ଚନ୍ଦ୍ର ପ୍ରଧାନ , ଆଶିଷ କୁମାର ପ୍ରଧାନ , ଶିବାଜି ସାମନ୍ତରାୟ , ଭାସ୍କର ଜେନା , ଉଦୟନାଥ ଭୋଳ , ସୌଭାଗ୍ୟ ରଞ୍ଜନ ପ୍ରଧାନ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଟାଉନ ଥାନା ପୋଲିସ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

June 27, 2026
ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

June 27, 2026
ବଙ୍ଗୋମୁଣ୍ଡାରେ ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦ ମହାସମାବେଶ ଅନୁଷ୍ଠିତ

ବଙ୍ଗୋମୁଣ୍ଡାରେ ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦ ମହାସମାବେଶ ଅନୁଷ୍ଠିତ

June 27, 2026
ତୁରେକେଲାରେ ପିତାମାତାଙ୍କୁ ଆକ୍ରମଣ : ଅଭିଯୁକ୍ତ ପୁଅକୁ ଜେଲ

ତୁରେକେଲାରେ ପିତାମାତାଙ୍କୁ ଆକ୍ରମଣ : ଅଭିଯୁକ୍ତ ପୁଅକୁ ଜେଲ

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

June 27, 2026
ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version