• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତରାପୁର ମା’ହିଙ୍ଗୁଳା ଯଜ୍ଞତ୍ସବ ଉଦ୍‌ଯାପିତ

Proprietor Abhimanyu Maharana by Proprietor Abhimanyu Maharana
April 20, 2022
in ଓଡ଼ିଶା, କଟକ, ଯାଜପୁର, ହୋମ୍
0
ତରାପୁର ମା’ହିଙ୍ଗୁଳା ଯଜ୍ଞତ୍ସବ ଉଦ୍‌ଯାପିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୦ ଏପ୍ରିଲ ବୁଧବାର ) କୋରା :- ସ୍ଥାନୀୟ ଲକ୍ଷ୍ମୀନଗର ପଂଚାୟତ ଅନ୍ତର୍ଗତ ତରାପୁର ଆଂଚଳିକ ହିଙ୍ଗୁଳା କମିଟି ପକ୍ଷରୁ ମା’ହିଙ୍ଗୁଳା ଦେବୀଙ୍କ ୮୬ତମ  ଯଜ୍ଞତ୍ସବର ମଙ୍ଗଳବାର ପୂର୍ଣ୍ଣାହୁତୀ ହୋଇଛି । ଶୁକ୍ରମବାର ପୂର୍ବାହ୍ଣରେ ମନ୍ଦିରର ଧ୍ୱଜା ସ୍ଥାପନା କରାଯାଇଥିଲା ଅପରାହ୍ଣରେ ଯଜେ୍ଞାତ୍ସବର ଶୁଭାଧିବାସ ସ୍ୱରୂପ ଜଳକଳସ ଆଣି ବିଧିମତେ ସ୍ଥାପନା କରାଯାଇଥିଲା । ବୁଧବାର ପୂର୍ବାହ୍ଣରେ ମା’ଙ୍କ ଯଜ୍ଞସ୍ଥଳେ ଅଗ୍ନି ସଂଯୋଗ କରାଯାଇ ଯଜ୍ଞକାର୍ଯ୍ୟ ଆରମ୍ଭ କରାଯାଇଛି । କର୍ତାଭାବେ ନିରଞ୍ଜନ ପାଢୀ ପୂଜା କାର୍ଯ୍ୟସଂପାଦନ କରିଥିଲା ବେଳେ ମୁଖ୍ୟପୂଜକ ଶରତକୁମାର ପଣ୍ଡାଙ୍କ ସମେତ ଗୋପବନ୍ଧୁ ପାଢୀ(ଆଚାର୍ଯ୍ୟ), ଅଜୟକୁମାର ଶତପଥୀ, ଦିଲ୍ଲୀପକୁମାର ପଣ୍ଡା,

ପ୍ରଫୁଲ୍ଲ ମିଶ୍ର, ତୀର୍ଥବାସୀ ପାଢୀ, ସଞ୍ଜୟକୁମାର ପଣ୍ଡା, ବାବୁଲି କର ପ୍ରମୁଖ ବେଦଜ୍ଞ ବ୍ରାହ୍ମଣ ପଣ୍ଡିତମାନେ ପବିତ୍ର ବେଦ ଧ୍ୱନିରେ ଯଜ୍ଞକାର୍ଯ୍ୟ ନିର୍ବାହ କରିଥିଲେ । ମଙ୍ଗବାର ରାତ୍ରିର ଦ୍ୱିତୀୟ ପ୍ରହରରେ ଯଜ୍ଞର ଶେଷ ଆହୁତୀ ବିଶିଷ୍ଠ ଶିକ୍ଷାବିତ ତଥା ବରିଷ୍ଠ ସାମ୍ବାଦିକ ତ୍ରିନୟନ ରଥ ଓ ତାଙ୍କ ସହଧର୍ମିଣୀ ମେହା ରଥ ଦେଇ ପୂ ଣ୍ଣ ର୍ାହୁତୀ କାର୍ଯ୍ୟ ସମାପନ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନା ସଭାପତି ପ୍ରଭାତକୁମାର ମଲ୍ଲିକଙ୍କ ତତ୍ୱାବଧନାରେ ସଂପାଦକ ନନ୍ଦକିଶୋର ସାହୁ, ଉପସଭାପତି ଉମାକାନ୍ତ ରାଉତ ଓ ଚକ୍ରଧର ପାଢୀ,

ସହସଂପାଦକ ଅକ୍ଷୟକୁମାର ସାହୁ, ଯୁଗ୍ମ ସଂପାଦକ ଟୁକୁନା ବଳ, କୋଷାଧ୍ୟକ୍ଷ ବାବନଚନ୍ଦ୍ର ମଲ୍ଲିକ, କାର୍ଯ୍ୟାଳୟ ସହକାରୀ ପ୍ରଶାନ୍ତକୁମାର ମହାନ୍ତି, ବରିଷ୍ଠ ପୁରୁଷୋତମ ନାୟକ, ରମାଚନ୍ଦ୍ର ପ…ୁ, ମନୋହାର ରାଉତ, ବବାଜୀ ଚରଣ ସାହୁ, ପ୍ରତାପରୁଦ୍ର ପାଢୀ, ନରୋତମ ଜେନା, ଅଶୋକକୁମାର ରଥ, ପ୍ରଫୁଲ୍ଲ ସାହୁ, ପୂଣ୍ଣଚନ୍ଦ୍ର ପାଢୀ, ପ୍ରଦୀପ୍ତ ବିଶ୍ୱାଳ, ବାବୁଲି ବାରିକ ପ୍ରମୁଖ କମିଟିର ସମସ୍ତ କର୍ମକର୍ତା ଓ ସଦସ୍ୟମାନେ ଉପସ୍ଥିତ ରିହି ପରିଚାଳନା କରିଥିଲେ । ଯାତ୍ରାରେ ବହୁସଂଖ୍ୟାରେ ଯାତ୍ରୀଙ୍କ ସମାଗମ ହୋଇଥିଲା ବେଳେ ଆଇନ ଶୃଙ୍ଖଳାରକ୍ଷା ନିମନ୍ତେ ଯାଜପୁରରୋଡ ଥାନା ପୁଲିସ ଉପସ୍ଥିତ ରହି ଶୃଙ୍ଖଳାର ସହ କାର୍ଯ୍ୟନିର୍ବାହ କରିଥିଲ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

April 28, 2026
ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version