• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ଡିଗ୍ରୀ ମହାବିଦ୍ୟାଳୟର ବାଳକ ଓ ବାଳିକା : ‘୬’`ଓଡ଼ିଶା ବାଟାଲିୟନ ଏନସିସି ପ୍ଲଗରନର କାର୍ଯ୍ୟକର୍ମ ଆରମ୍ଭ ହୋଇଥିଲା

Proprietor Abhimanyu Maharana by Proprietor Abhimanyu Maharana
April 21, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରଣପୁର ଡିଗ୍ରୀ ମହାବିଦ୍ୟାଳୟର ବାଳକ ଓ ବାଳିକା : ‘୬’`ଓଡ଼ିଶା ବାଟାଲିୟନ ଏନସିସି ପ୍ଲଗରନର କାର୍ଯ୍ୟକର୍ମ ଆରମ୍ଭ ହୋଇଥିଲା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୧ଏପ୍ରିଲ,ଗୁରୁବାର ) ରଣପୁର :- ସକାଳ ୭ ଘଟିକା ସମୟରୁ ରଣପୁର ଡିଗ୍ରୀ ମହାବିଦ୍ୟାଳୟର ଉଭୟ ବାଳକ ଓ ବାଳିକା ବିଭାଗ ତରଫରୁ `୬`  ଓଡ଼ିଶା ବାଟାଲିୟନ ଏନସିସି , ପୁରୀ ନିଦେର୍ଷନା ରେ ପୃଥିବୀ ଦିବସ ଉପଲକ୍ଷେ ଏକ କର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା ଏହି କାର୍ଯକର୍ମର ନାମ ହେଉଛି ପ୍ଲଗ୍ ରନ ପ୍ରଥମେ ମହାବିଦ୍ୟାଳୟର ପରିସରରେ ଥିବା ସହୀଦ ରଘୁ ଦିବାକରଙ୍କର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ସମସ୍ତ କ୍ୟାଡେଟ ମାନେ ଶୋଭାଯାତ୍ରାରେ ମହାବିଦ୍ୟାଳୟର ଫାଟକ ସମ୍ମୁଖକୁ ଯାଇଥିଲେ |

ସେଠାରେ ଅବସରପ୍ରାପ୍ତ ଅଧ୍ୟାପକ ବିଜୟ କୁମାର ଜେନାଙ୍କ ଦ୍ଵାରା ପତାକା ହଲା ଯାଇ ଏବଂ ଲେଫ୍ଟନାଣ୍ଟ ଭାଗ୍ୟଧର ସ୍ୱାଇଁଙ୍କ ଉପସ୍ଥିତିରେ ପ୍ଲଗରନର କାର୍ଯ୍ୟକର୍ମ ଆରମ୍ଭ ହୋଇଥିଲା | ସମସ୍ତ କ୍ୟାଡେଟସମାନେ ନିଜ ନିଜ ଚଲାପଥରେ ୫ କିଲୋମିଟର ଅତିକ୍ରମ କରି ଗୋପାଳପୁର ବଜାର ନିକଟରେ ଉପସ୍ଥିତ ହୋଇଥିଲେ  ପଥପ୍ରାନ୍ତରେ ପଡ଼ିଥିବା ବର୍ଯବସ୍ତୁଗୁଡ଼ିକୁ ଏବଂ ବଜାର ମଧ୍ୟରେ ବହିଥିବା ବର୍ଯବସ୍ତୁଗୁଡ଼ିକୁ ସଂଗ୍ରହ କରି ସେଠାରେ ସମସ୍ତେ ନୂତନ ସରକାରୀ ପଞ୍ଚାୟତ ସ୍କୁଲ ପରିସରରେ ଉପସ୍ଥିତ ହୋଇଥିଲୁ |

ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିନ୍ଦୁବାସୀନୀ ମିଶ୍ର ଏବଂ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ତଥା ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଏକ ସଚେତନତା ବୈଠକ ଅନୁଷ୍ଠିତ କରାଯାଇଥିଲା | ଏହି ବୈଠକକୁ ଲେଫ୍ଟନାଣ୍ଟ ଭାଗ୍ୟଧର ସ୍ୱାଇଁ ପରିଚାଳନା କରିଥିଲେ | ପ୍ରଧାନ ଶିକ୍ଷୟିତ୍ରୀଙ୍କ ସମେତ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀମାନେ ଛାତ୍ରଛାତ୍ରୀମାନଙ୍କୁ ପୃଥିବୀ ଦିବସର ବାର୍ତ୍ତା ଏବଂ ପ୍ଲଗ ରନ କାର୍ଯକର୍ମର ସୂଚନା ପ୍ରଦାନ କରିଥିଲେ |

ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବା ପ୍ରାଧ୍ୟାପକ ବିଜୟ କୁମାର ଜେନା ତାଙ୍କ ଅଭିଭାଷଣରେ ଆଜି ଦିବସର ମହତ୍ତ୍ଵ , ବୃ୍ଷରୋପଣର ଆବଶ୍ୟକତା, ପରିବେଶର ସଚେତନତା ଏବଂ ଏନସିସି ଛାତ୍ରଛାତ୍ରୀମାନଙ୍କର ଭୂମିକାକୁ ବର୍ଣ୍ଣନା କରିଥିଲେ | ଶେଷରେ ସଭାକାର୍ଯ୍ୟ ପରେପରେ ସ୍କୁଲହତା ମଧ୍ୟରେ ବୃକ୍ଷରୋପଣ ହୋଇଥିଲା |

ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ , ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀ ଏବଂ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ | ରଣପୁର ପ୍ରେସ୍ କ୍ଲବ୍ ତରଫରୁ ଶ୍ରୀ ଅଭିମନ୍ୟୁ ମହାରଣା ଏହି କାର୍ଯକୁ ପରିଚାଳନା କରିବାରେ ସହ ଯୋଗ କରିଥିଲେ |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

June 15, 2026
ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

June 15, 2026
ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

June 15, 2026

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

June 15, 2026
ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version