• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୈପାରିଗୁଡା ଠାରେ ସିୱାଇଏସଡି-ପ୍ରୟାସର ୨୭ ତମ ପ୍ରତିଷ୍ଠା ଦିବସ ପାଳିତ 

Proprietor Abhimanyu Maharana by Proprietor Abhimanyu Maharana
April 21, 2022
in ଓଡ଼ିଶା, କୋରାପୁଟ, ହୋମ୍
0
ବୈପାରିଗୁଡା ଠାରେ ସିୱାଇଏସଡି-ପ୍ରୟାସର ୨୭ ତମ ପ୍ରତିଷ୍ଠା ଦିବସ ପାଳିତ 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୧ଏପ୍ରିଲ,ଗୁରୁବାର ) ବୈପାରିଗୁଡା :- ସିୱାଇଏସଡି-ପ୍ରୟାସର ୨୭ ତମ ପ୍ରତିଷ୍ଠା ଦିବସ ଏବଂ ସ୍ଥାନୀୟ ପଂଚାୟତ ବ୍ୟବସ୍ଥା ରେ ନିରନ୍ତର ବିକାଶ ଲକ୍ଷ୍ୟ ବିଷୟକୁ ନେଇ ଏକ ଆଲେଚନା ଚକ୍ର ବୈପାରିଗୁଡା ର ମୁଣ୍ଡାଗୁଡା ସ୍ଥିତ ସିୱାଇଏସଡି-ପ୍ରୟାସର ଅଫିସ ଠାରେ ଆଜି ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସିୱାଇଏସଡି କୋରାପୁଟ ଜିଲ୍ଲା ମୁଖ୍ୟ ସରୋଜ କୁମ୍ଭାର ଙ୍କ ସଭାପତିତ୍ୱରେ ଅନୁଷ୍ଟିତ ପ୍ରତିଷ୍ଠା ଦିବସରେ ମୁଖ୍ୟଅତିଥି ଭାବେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ନାରାୟଣ ସେଠୀ ଯୋଗଦାନ କରିଥିବା ବେଳେ ସମ୍ମାନୀୟ ଅତିଥି ଭାବେ ବ୍ଳକ ଅଧ୍ୟକ୍ଷ ପ୍ରଶାନ୍ତ ଗୁପ୍ତା , କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରଫେସର ଆଦିତ୍ୟ ମିଶ୍ର , ସିୱାଇଏସଡି-ପ୍ରୟାସର ଦକ୍ଷିଣ ଓଡିଶାର ମୁଖ୍ୟ ରମେଶ ସ୍ୱାଇଁ ,

କେରାପୁଟ ଜିଲ୍ଲା ମୁଖ୍ୟ ସରୋଜ କୁମ୍ଭାର , ପୂର୍ବତନ କର୍ମଚାରୀ ସିୱାଇଏସଡି-ପ୍ରୟାସର ମହେଶ ଛାଟୋଇ ଯୋଗଦାନ କରି ମଂଚାସିନ ଅତିଥି ଭାବେ ଉପସ୍ଥିତ ରହିଥିଲେ । ବୈପାରିଗୁଡା ବ୍ଲକର ୨୦ ଗୋଟି ପଂଚାୟତର ସରପଂଚ , ସମିତିସଭ୍ୟ ସହିତ ଜିଲ୍ଲାପରିଷଦ ସଭ୍ୟ ରାଜେଶ୍ୱର ମହୁରିଆ ଓ ଜିଲ୍ଲାପରିଷଦ ସଭ୍ୟା ମଣି ଜାନୀ ମଧ୍ୟ ଏହି ପ୍ରତିଷ୍ଠା ଦିବସରେ ଅତିଥି ଭାବେ ଯୋଗ ଦେଇଥିଲେ ।

ପଚାଂୟତ ସ୍ତର ଠାରୁ ଆରମ୍ଭ କରି ଜିଲ୍ଲା ସ୍ତର ପର୍ଯ୍ୟନ୍ତ କେମିତି ଜନସାଧାରଣ ମାନେ ସହଜରେ ସୁବିଧା ପାଇପାରିବେ ସେହି ବିଷୟକୁ ନେଇ ଆଲୋଚନ ମଧ୍ୟ କରିଥିଲେ । ଏହି କାର୍ଯ୍ୟକ୍ରମରେ କୋରାପୁଟ , ମାଲକାନଗିରି ଓ ରାୟଗଡା ଜିଲ୍ଲାରେ ମହିଳା ଓ ପୁରୁଷ ମାନେ ନିଜ ନିଜ ଅଚାଂଳର ବିକାଶ କରିବା ରେ ପ୍ରୟାସ  ହାତ ବଢ଼ାଇବା ଯୋଗୁଁ ସେହି ଅଚାଂଳର ଏବେ ଉନ୍ନତି କରିଛି ବୋଲି ଜଣେ ଜଣେ କରି ସମସ୍ତ ସଦସ୍ୟ ସେମାନଙ୍କ କଥା ଉପସ୍ଥାପନା କରିଥିଲେ । ଏହି ପ୍ରତିଷ୍ଠା ଦିବସ ଅବସରରେ ସିୱାଇଏସଡି-ପ୍ରୟାସର ସମସ୍ତ କର୍ମଚାରୀ ମାନେ ଉପସ୍ଥିତ ରହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

October 29, 2026
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ : ୨୯ ରେ କନ୍ଧମାଳ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ – ଶିକ୍ଷକ ଓ କର୍ମଚାରୀଙ୍କୁ ଡ୍ୟୁଟିରେ ରହିବା ନିର୍ଦ୍ଦେଶ

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବାଲିଗୁଡ଼ାରେ ଲଗାଣ ବର୍ଷା ଜନଜୀବନ ଅସ୍ତବ୍ୟସ୍ତ : ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

October 29, 2026
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

October 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version