• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହିଞ୍ଜିଳି ଓ ଶେରଗଡର ପୌର ଓ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ସମସ୍ତେ ମିଳିମିଶି : କଠିନ ପରିଶ୍ରମ କରି ଅଞ୍ଚଳର ବିକାଶକୁ ଆଗେଇ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

Proprietor Abhimanyu Maharana by Proprietor Abhimanyu Maharana
April 23, 2022
in ଓଡ଼ିଶା, ଗଞ୍ଜାମ, ମହାନଗର, ହୋମ୍
0
ହିଞ୍ଜିଳି ଓ ଶେରଗଡର ପୌର ଓ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ସମସ୍ତେ ମିଳିମିଶି : କଠିନ ପରିଶ୍ରମ କରି ଅଞ୍ଚଳର ବିକାଶକୁ ଆଗେଇ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍  /୨୨ ଏପ୍ରିଲ, ଶୁକ୍ରବାର / ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ନବୀନ ନିବାସଠାରେ ହିଞ୍ଜିଳି ଓ ଶେରଗଡ ଅଞ୍ଚଳର ପୌରାଞ୍ଚଳ ଓ ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକର ନବ ନିର୍ବାଚିତ ପ୍ରତିନିଧି ମାନଙ୍କ ସହ ଆଲୋଚନା କରିଛନ୍ତି । ଏହି ଅବସରରେ ସେ ସମସ୍ତ ପ୍ରତିନିଧି ମାନଙ୍କୁ ନିର୍ବାଚନରେ ବିଜୟ ପାଇଁ ଅଭିନନ୍ଦନ ଜଣାଇବା ସହିତ ସମସ୍ତେ ମିଳିମିଶି ଓ କଠିନ ପରିଶ୍ରମ କରି ନିଜ ନିଜ ଅଞ୍ଚଳର ଉନ୍ନୟନ ପ୍ରକ୍ରିୟାକୁ ଆଗେଇ ନେବାକୁ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳି ଓ ଶେରଗଡର ବିକାଶ ପାଇଁ ସେ ସବୁ ପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି କାର୍ଯ୍ୟକ୍ରମରେ ହିଞ୍ଜିଳି ପୌରାଞ୍ଚଳର ଅଧ୍ୟକ୍ଷ, ଉପାଧ୍ୟକ୍ଷ, କାଉନସିଲର ମାନେ ଯୋଗ ଦେବା ସହିତ ଶେରଗଡ ଓ ହିଞ୍ଜିଳିକାଟୁ ବ୍ଲକ୍‌ର ଅଧ୍ୟକ୍ଷ, ଉପାଧ୍ୟକ୍ଷ, ସରପଞ୍ଚ ଓ ଅନ୍ୟାନ୍ୟ ଲୋକପ୍ରତିନିଧିଙ୍କୁ ମିଶାଇ ୨୦୦ରୁ ଅଧିକ ପ୍ରତିନିଧି ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
Odisha named among India’s most pronounced drought hotspots as extremes spread along the eastern coast: 52-year study

ମାତ୍ରାଧିକ ପାଗ ପରିବେଶ ପୂର୍ବତଟରେ ପରିବ୍ୟାପ୍ତ ରହୁଥିବାରୁ ଭାରତର ସର୍ବାଧିକ ମରୁଡି ପ୍ରବଣ ଅଞ୍ଚଳ ଭାବରେ ଉଚ୍ଚାରିତ ନାମ ମଧ୍ୟରେ ଓଡ଼ିଶା ରହିଛି : ୫୨ ବର୍ଷର ଅଧ୍ୟୟନ

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
Odisha named among India’s most pronounced drought hotspots as extremes spread along the eastern coast: 52-year study

ମାତ୍ରାଧିକ ପାଗ ପରିବେଶ ପୂର୍ବତଟରେ ପରିବ୍ୟାପ୍ତ ରହୁଥିବାରୁ ଭାରତର ସର୍ବାଧିକ ମରୁଡି ପ୍ରବଣ ଅଞ୍ଚଳ ଭାବରେ ଉଚ୍ଚାରିତ ନାମ ମଧ୍ୟରେ ଓଡ଼ିଶା ରହିଛି : ୫୨ ବର୍ଷର ଅଧ୍ୟୟନ

September 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version