• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖରସ୍ରୋତା ନଦୀର ଯୋକଡିଆ ଘାଟରେ ତରାପୁର ମା’ହିଙ୍ଗୁଳାଙ୍କ ଯଜ୍ଞଭଷ୍ମ ବିସର୍ଜନ

Proprietor Abhimanyu Maharana by Proprietor Abhimanyu Maharana
April 24, 2022
in ଓଡ଼ିଶା, କଟକ, ଯାଜପୁର, ହୋମ୍
0
ଖରସ୍ରୋତା ନଦୀର ଯୋକଡିଆ ଘାଟରେ ତରାପୁର ମା’ହିଙ୍ଗୁଳାଙ୍କ ଯଜ୍ଞଭଷ୍ମ ବିସର୍ଜନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୨୩ ଏପ୍ରିଲ ଶନିବାର /କୋରାଇ :- ଲକ୍ଷ୍ମୀନଗର ପଂଚାୟତ ସ୍ଥିତ ଆଂଚଳିକ ହିଙ୍ଗୁଳା କମିଟ ତରାପୁର ଠାରେ ଚାଲିଥିବା ୮୬ତମ ମା’ ହିଙ୍ଗୁଳା ଦେବୀଙ୍କର ଘୃତଯଜ୍ଞ ଓ ନାମଯଜ୍ଞ ଉତ୍ସବ ୨୧ତାରିଖ ଶେଷ ହୋଇଥିଲା ବେଳେ ଆଜି(୨୩ତାରିଖ ଶନିବାର) ଯଜ୍ଞ ଭଷ୍ମକୁ ପବିତ୍ର ବ୍ରାହ୍ମଣୀନଦୀର ଶାଖା ଖରସ୍ରୋତା ଜଳରେ ବିସର୍ଜନ କରାଯାଇଛି । ଦୀର୍ଘ ୯ଦିନ ବ୍ୟାପୀ ମା’ ହିଙ୍ଗୁଳାଙ୍କ ପୂଜାର ଯଜ୍ଞ ଗତ ଶୁକ୍ରବାର ଆରମ୍ଭ ହୋଇ ବୁଧବାର ପୂର୍ଣ୍ଣାହୁତି ହୋଇଥିଲା । ପରେ ୨୪ପ୍ରହରି ନାମଯଜ୍ଞ ହୋଇ ନଗରଭ୍ରମଣ ଓ ଦଧିଭାଣ୍ଡ ଭଞ୍ଜନ ହୋଇ ଉଦ୍‌ଯାପିତ ହୋଇଛି । ଶନିବାର ଉତ୍ସବର ଅନ୍ତିମ ପର୍ଯ୍ୟାୟରେ ମା’ଙ୍କ ପୀଠରେ ପୂର୍ବାହ୍ଣରେ ବାଲ୍ୟଲିଳା ଆଦି ପୂଜାର୍ଚ୍ଚନା କରାଯାଇଥିଲା ।

ଏଥିରେ କର୍ତାଭାବେ ଉମାକାନ୍ତ ରାଉତ ଓ ତାଙ୍କ ସହଧର୍ମୀଣୀ ପ୍ରଭାତୀ ଦେବୀ ପୂଜାରେ ବସିଥିଲେ । ଅନୁଷ୍ଠିତ ପୂଜା ପରେ ଅପରାହ୍ଣରେ ଯଜ୍ଞଭସ୍ମକୁ ଶୋଭାଯାତ୍ରାରେ କମଟି ପକ୍ଷରୁ ନିଆଯାଇ ପବିତ୍ର ବ୍ରାହ୍ମଣୀ ନଦୀର ଶାଖା ଖରସ୍ରୋତା’ର ଯୋକଡିଆ(ଶ୍ରୀମନ୍ତପୁର) ଘାଟରେ ବିସର୍ଜ୍ଜନ କରାଯାଇଥିଲା । ଏହି କାର୍ଯକ୍ରମରେ କମିଟିର ସଭାପତି ପ୍ରଭାତକୁମାର ମଲ୍ଲିକ, ଉପସଭାପତି ଉମାକାନ୍ତ ରାଉତ, ଚକ୍ରଧର ପାଢି, ସଂପାଦକ ନନ୍ଦକିଶୋର ସାହୁ, ପୂର୍ବତନ ଉପସଭାପତି ରାମଚନ୍ଦ୍ର ପ…ୁ, ସହସଂପାଦକ ଅକ୍ଷୟକୁମାର ସାହୁ, ଯୁଗ୍ମସଂପାଦକ ଟୁକୁନା ବଳ,

କୋଷାଧ୍ୟକ୍ଷ ବାବନଚନ୍ଦ୍ର ମଲ୍ଲିକ, ପୁରୁଷୋତମ ନାୟକ, ସଞ୍ଜୟକୁମାର ନାୟକ, ମନୋହର ରାଉତ, ମଦନମୋହନ ବେହେରା, ବିନୋଦକୁମାର ଦାସ ପ୍ରମୁଖ ସିମିତ ସଦସ୍ୟଙ୍କ ଦ୍ୱାରା ସଂପାଦିତ ହୋଇଥିଲା । ୯ଦିନବ୍ୟାପୀ ଉତ୍ସବକୁ କମିଟିର ସମସ୍ତ କର୍ମକର୍ତା ଓ ସଦସ୍ୟଙ୍କ ସମେତ ତରାପୁର, ରାଧାନଗର, ଲକ୍ଷ୍ମୀନଗର, କୃ୩⁄୪ନଗର, ଭିକିପୁର, ବାଲିଆପଶି ଆଦି ସମଗ୍ର ଲକ୍ଷ୍ମୀନଗର ପଂଚାୟତର ଗ୍ରାମବାସୀ ପରିଚାଳନାରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version