• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟର ନୂତନ କୋଠା ପରିଦର୍ଶନ କଲେ – ମନ୍ତ୍ରୀ ତୁଷାରକାନ୍ତି ବେହେରା

Proprietor Abhimanyu Maharana by Proprietor Abhimanyu Maharana
April 26, 2022
in ଓଡ଼ିଶା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟର ନୂତନ କୋଠା ପରିଦର୍ଶନ କଲେ – ମନ୍ତ୍ରୀ ତୁଷାରକାନ୍ତି ବେହେରା
Share on FacebookShare on TwitterWhatsapp

                     ଆସନ୍ତା ଶିକ୍ଷାବର୍ଷରୁ ଆରମ୍ଭ ହେବ ପାଠପଢା

ଓଡ଼ିଶା ତାଜା ନ୍ୟୁଜ୍ /୨୬ ଏପ୍ରିଲ ମଙ୍ଗଳବାର / ଭୁବନେଶ୍ୱର :- ଇଲେକେଫ୍ରାନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଆଜି ତମାଣ୍ଡୋସ୍ଥିତ ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟର ନୂତନ କୋଠା ପରିଦର୍ଶନ କରିଛନ୍ତି ା ଆଜି ପୂର୍ବାହ୍ନରେ ମନ୍ତ୍ରୀ ଶ୍ରୀ ବେହେରା ମହାବିଦ୍ୟାଳୟର ନୂତନ କୋଠାର ଏକାଡେମୀ ବ୍ଲକ, ପୁରୁଷ ଓ ମହିଳା ହଷ୍ଟେଲ ନିର୍ମାଣ ଏବଂ ବିଭିନ୍ନ ଆନୁସଙ୍ଗିକ କାର୍ଯ୍ୟସ୍ଥଳ ବୁଲି ଦେଖିବା ସହ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ ା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ସରକାର ସବୁବେଳେ କ୍ରୀଡ଼ା ଓ କ୍ରୀଡ଼ାବିତଙ୍କୁ ପ୍ରାଧାନ୍ୟ ଦେଇଆସୁଛି । ବିଦ୍ୟାଳୟସ୍ତରରେ ଭଲ କ୍ରୀଡ଼ାବିତ୍‌ ସୃଷ୍ଟି ନିମନ୍ତେ ପିଇଟି ଶିକ୍ଷକ ନିଯୁକ୍ତି ଉପରେ ସରକାର ବେଶ ଗୁରୁତ୍ୱ ଦେଉଛନ୍ତି । କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପରିଚାଳିତ ସରକାରୀ ଶାରୀରିକ ଶିକ୍ଷା ମହାବିଦ୍ୟାଳୟ ପିଇଟି ଶିକ୍ଷକ ସୃଷ୍ଟି କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଛି ।

ଏଠାରୁ ଶିକ୍ଷାଗ୍ରହଣ କରି ଅନେକ ବିଭିନ୍ନ ଶିକ୍ଷନୁଷ୍ଠାନମାନଙ୍କରେ ପିଇଟି ଶିକ୍ଷକ ଭାବେ କାର୍ଯ୍ୟ କରିଆସୁଛନ୍ତି । ତେଣୁ ଓଡ଼ିଶାକୁ ଏକ କ୍ରୀଡ଼ା ହବ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ଯେଉଁ ସ୍ୱପ୍ନ ରହିଛି, ତାହାର ସଫଳ ରୂପାୟନ ନେଇ ଆମ ସମସ୍ତଙ୍କୁ ଆଗଭର ହୋଇ କାର୍ଯ୍ୟ କରିବାକୁ ପଡିବ ବୋଲି ମନ୍ତ୍ରୀ ଉପସ୍ଥିତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ଶାରୀରିକ ଶିକ୍ଷାବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟ ରଖି ତମାଣ୍ଡୋ ଠାରେ ଉନ୍ନତ ଭିତ୍ତିଭୂମି ଥାଇ ମହାବିଦ୍ୟାଳୟ ନିର୍ମାଣ ଦ୍ରୁତ ଗତିରେ ଆଗେଇ ଚାଲିଛି ।

ଜମି ଚିହ୍ନଟ ଠାରୁ ଆରମ୍ଭ କରି ଆଜି ପର୍ଯ୍ୟନ୍ତ କ୍ରୀଡ଼ାମନ୍ତ୍ରୀ ଶ୍ରୀ ବେହେରା ଅନେକ ବାର ଗସ୍ତ କରି ନିର୍ମାଣ କାର୍ଯ୍ୟକୁ ତଦାରଖ କରିବା ସହ ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ତ୍ୱରିତ ପଦକ୍ଷେପ ଗ୍ରହଣ କରିଛନ୍ତି । ନୂତନ ମହାବିଦ୍ୟାଳୟର କୋଠା ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ଥିବାବେଳେ ବାକିଥିବା କାର୍ଯ୍ୟ ଶୀଘ୍ର ସମାପ୍ତ କରିବା ଉପରେ ମନ୍ତ୍ରୀ ଠିକା ସଂସ୍ଥା ତଥା ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ । ଫଳରେ ଆସନ୍ତା ଶିକ୍ଷା ବର୍ଷରୁ ନୂତନ କୋଠାରେ ପାଠପଢା ଆରମ୍ଭ ନେଇ ଯେଉଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି ତାହା ପୂରଣ ହୋଇପାରିବ । ମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ କ୍ରୀଡ଼ା ଓ ଯୁବସେବା ବିଭାଗ, ପୂର୍ତ୍ତ ଏବଂ ନିର୍ମାଣ ଦାୟିତ୍ୱ ନେଇଥିବା ସଂସ୍ଥାର ଅଧିକାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version