• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜଭବନ ଛକଠାରେ ରାଜ୍ୟପାଳଙ୍କ ସମେତ ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

Proprietor Abhimanyu Maharana by Proprietor Abhimanyu Maharana
April 28, 2022
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ରାଜଭବନ ଛକଠାରେ ରାଜ୍ୟପାଳଙ୍କ ସମେତ ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି
Share on FacebookShare on TwitterWhatsapp

ଉତ୍କଳଗୌରବ ମଧୁସୁଦନ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ

ଓଡ଼ିଶା ତାଜା ନ୍ୟୁଜ୍ / ୨୭ ଏପ୍ରିଲ ବୁଧବାର / ଭୁବନେଶ୍ୱର :- ଓଡିଆ ଜାତିର ଗର୍ବ ଓ ଗୌରବ , ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନର କର୍ଣ୍ଣଧାର ଓଡିଶାର ମହାନ୍ ବରପୁତ୍ର ଉତ୍କଳଗୌରବ ମଧୁସୂଦନ ଦାସଙ୍କର 174ତମ ଜୟନ୍ତୀ ପାଳନ ଅବସରରେ ଆଜି ସ୍ଥାନୀୟ ରାଜଭବନ ଛକଠାରେ ଓଡିଶାର ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇ ମଧିୁବାବୁଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ଉତ୍କଳଗୌରବ ମଧୁସୁଦନ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉପଲକ୍ଷେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଏଠାରେ ଆୟୋଜିତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ରାଜ୍ୟ ଜଳସଂପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ, ଉତ୍କଳ ପ୍ରସଙ୍ଗ ଏବଂ ଓଡିଶା ରିଭ୍ୟୁର ସଂପାଦକ ଡଃ. ଲେନିନ୍ ମହାନ୍ତି, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ,

ନିର୍ଦ୍ଦେଶକ(ବୈଷୟିକ) ଶ୍ରୀ ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସଙ୍କ ସମେତ ବିଭାଗର ଅନ୍ୟ ପଦାଧିକାରୀ, ସହରର ବହୁ ବୁଦ୍ଧିଜୀବୀ, ମାନ୍ୟଗଣ୍ୟ ବ୍ୟକ୍ତି, ଉତ୍କଳ ସମ୍ମିଳନୀ ସମେତ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା ଏହି ଅବସରରେ ଏଠାରେ ଉପସ୍ଥିତ ରହି ଉତ୍କଳଗୌରବଙ୍କ ପ୍ରତି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

May 14, 2026
ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026
ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

May 14, 2026
ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

ଉତ୍ପାଦ ପ୍ରସ୍ତୁତି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ : ପ୍ରଶାସନିକ ଅବହେଳା ଯୋଗୁଁ ଜନଜୀବନ ବିପନ୍ନ

May 14, 2026
ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version