• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୈପାରିଗୁଡା ଠାରେ ସଡକ ଦୁର୍ଘଟଣା : ବସ ଓ ଲୁନାଗାଡି ମଧ୍ୟରେ ଧକ୍କା – ଜଣେ ମୃତ ଜଣେ ଗୁରୁତର

Proprietor Abhimanyu Maharana by Proprietor Abhimanyu Maharana
April 30, 2022
in ଓଡ଼ିଶା, କୋରାପୁଟ, ହୋମ୍
0
ବୈପାରିଗୁଡା ଠାରେ ସଡକ ଦୁର୍ଘଟଣା : ବସ ଓ ଲୁନାଗାଡି ମଧ୍ୟରେ ଧକ୍କା – ଜଣେ ମୃତ ଜଣେ ଗୁରୁତର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ / ୩୦ ଏପ୍ରିଲ ଶନିବାର / ବୈପାରିଗୁଡା :- ରାଚି ବିଜୟୱାର୍ଡ ଜାତୀୟ ରାଜପଥ ତଥା ବୈପାରିଗୁଡା ଥାନା ଅନ୍ତର୍ଗତ ଗାନ୍ଧୀପୁର ପାଖରେ ବସ ଓ ଲୁନାଗାଡି ଧକ୍କା ହେବା ଫଳରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହାତ ହୋଇ ଚିକିତ୍ସ୍ଧଚ୍ଛ ହେଉଥିବାର ଜଣାପଡିଛି । ପାପ୍ତ ସୂଚନା ଅନୁସାରେ ଭୁବନେଶ୍ୱର ଠାରୁ ଏକ ଘରୋଇ ଯାତ୍ରାବାହୀ ବସ ସାଇଁ ରାମ ନଂ ଓଡି ୦୨ ଏଏସ ୭୦୯୯ ମାଲକାନଗିରି ଯାଉଥିବା ବେଳେ ବୈପାରିଗୁଡା ଅଚଂଳର ମାଳାଗୁଡା ଗ୍ରାମ ଭଗବାନ ଖରା (୪୫) , ଭଗବାନ ହନ୍ତାଳ ତାଙ୍କ ଲୁନାଗାଡି ନଂ ଓଡି ୧୦ ଏସ ୦୬୩୪ ରେ ବୈପାରିଗୁଡା ପେଟ୍ରୋଲ ଟାଙ୍କିରେ ତେଲ ପକାଇ ଜାତୀୟ ରାଜପଥ ଉପରକୁ ଆସୁଥିବା ବେଳେ ଦୁହିଁଙ୍କ ମଧ୍ୟରେ ଧକ୍କା ହୋଇଥିବାର ଶୁଣିବାକୁ ମିଳୁଛି ।

ତେବେ ବସ ର ଆଗ ରେ ବମ୍ପର ଭିତରେ ଲୁନା ଗାଡି ଲାଗିଯାଇଥିବା ବେଳେ ବସ ବେକ୍ ମାରିବା ଫଳରେ ଅଳ୍ପ ଦୂର ଲୁନା ଗାଡି ଚାଳକ ଘସି ହୋଇ ଚାଲିଯାଇଥିବାର କୁହାଯାଉଛି । ତେବେ ସେହି ସ୍ଥାନରେ ଠିଆ ହୋଇଥିବା ଲୋକେ ଆହାତ ଦୁଇ ଜଣଙ୍କୁ ବୈପାରିଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର କୁ ନେଇ ଭର୍ତି କରିଥିବାର ଦେଖାଯାଇଛି । ଦୁର୍ଘଟଣା ଖବର ପାଇଁ ବୈପାରିଗୁଡା ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିବା ସହିତ ବୈପାରିଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଯାଇ ଆହାତ ବ୍ୟକ୍ତି ମାନଙ୍କୁ ଘଟଣା ବିଷୟରେ ପଚାରି ତଦନ୍ତ ଚଲାଇଛନ୍ତି ।

ଗୁରୁତର ଥିବା ଭଗବାନ ଖରା କୁ କୋରାପୁଟ ସ୍ଥିତ ମୋଡିକାଲ କଲେଜକୁ ପଠାଯାଇଥିବା ବେଳେ କୋରାପୁଟ ଘାଟି ରାସ୍ତା ରେ ଭଗବାନ ଖରାଙ୍କ ମୃତ ହୋଇଥିବାର କୁହାଯାଉଛି । ଅନ୍ୟ ଜଣେ ଭଗବାନ ହନ୍ତାଳକୁ ବୈପାରିଗୁଡା ମୋଡିକାଲରେ ପ୍ରାଥମିକ ଚିକିତ୍ସା ପରେ ଛଡା ଯାଇଥିବାର ଜଣାପଡିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

October 29, 2026
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ : ୨୯ ରେ କନ୍ଧମାଳ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ – ଶିକ୍ଷକ ଓ କର୍ମଚାରୀଙ୍କୁ ଡ୍ୟୁଟିରେ ରହିବା ନିର୍ଦ୍ଦେଶ

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବାଲିଗୁଡ଼ାରେ ଲଗାଣ ବର୍ଷା ଜନଜୀବନ ଅସ୍ତବ୍ୟସ୍ତ : ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

October 29, 2026
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

October 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version