• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡିଶା ଜୀବିକା ମିଶନ ପକ୍ଷରୁ ସାଧାରଣ ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
May 2, 2022
in ଓଡ଼ିଶା, କୋରାପୁଟ, ହୋମ୍
0
ଓଡିଶା ଜୀବିକା ମିଶନ ପକ୍ଷରୁ ସାଧାରଣ ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୦୧ ମଇ ରବିବାର / ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାରଖମା ପଞ୍ଚାୟତରେ ଓଡିଶା ଜୀବିକା ମିଶନ ଆନୁକୂଲ୍ୟରେ ବାରଖମା ପଞ୍ଚାୟତ ସ୍ତରୀୟ ମହାସଂଘ ର ଏକ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି l  ଉକ୍ତ ବୈଠକ ରେ ବାଲିଗୁଡା ବ୍ଲକ ରୁ ବିପିଏମ ସରୋଜିନୀ ପ୍ରଧାନ, ଓଏଲଏମ ୱାପି ଶୁଭଶ୍ରୀ ଖେତୀ, ବିଏଲସି ନିତୁ ସିଂ ପ୍ରମୁଖ ଉପସ୍ଥିତ ଥିବାବେଳେ ବାରଖମା ପଞ୍ଚାୟତ ରେ ଥିବା ୧୨୦ ଟି  ସ୍ୱୟଂସହାୟକ ଗୋଷ୍ଠୀ ରୁ ଶତାଧିକ ମହିଳା ଉପସ୍ଥିତ ଥିଲେ l ଏମବିକେ ଶିଖାରଣୀ ଦିଗାଳ ସମସ୍ତଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରି ବିଗତ ୪ ବର୍ଷର ଆର୍ଥିକ ଓ ସାମାଜିକ ବିବରଣୀ ପଠନ କରିଥିଲେ l 

ବିପିଏମ ସରୋଜିନୀ ପ୍ରଧାନ ଓ ବିଏଲସି ନିତୁ ସିଂ ଯଥା କ୍ରମେ ସ୍ୱୟଂ ସହାୟକ ମା ମାନଙ୍କୁ ସରକାର ଙ୍କ ଯୋଜନା ବିଷୟମାନ ପୁଣି କିଭଳି ସ୍ୱାବଲମ୍ବୀ ହେବେ, ଜୀବନ ଜୀବିକା ବିକାଶ ଓ ସମୃଦ୍ଧି ସମ୍ପର୍କ ରେ ଅବଗତ କରିଥିଲେ l ଏହା ପରେ ବାରଖମା ଜିପିଏଲଏଫ ର ଆଗାମୀ ଦୁଇ ବର୍ଷ ନିମନ୍ତେ କାର୍ଯ୍ୟ କାରୀ କମିଟି ଓ ସବ କମିଟି ସଦସ୍ୟ  ମାନଙ୍କୁ ଚୟନ କରାଯାଇଥିଲା l

ଏମବିକେ ଶିଖାରାଣୀ ଦିଗାଳଙ୍କ ଉତ୍ତମ ନେତୃତ୍ୱ, ଓ ନିଷ୍ଠାର ସହ ନିଜ ଦାୟିତ୍ୱ ତୁଲାଇ ଥିବା ଦେଖି ବ୍ଲକ ରୁ ଆସିଥିବା ଅଧିକାରୀ ସମେତ,ସମସ୍ତ ସ୍ୱୟଂସହାୟକ ଗୋଷ୍ଠୀ ର ମହିଳା ମାନେ  ପ୍ରଶଂସା କରିଥିଲେ l ଶେଷରେ ନୂତନ ଭାବେ ମନୋନୀତ ହୋଇ ଥିବା ଜିପିଏଲଫ ସଭାନେତ୍ରୀ ଶ୍ରୀମତୀ ପ୍ରଭାତୀ ଦଣ୍ଡିଆ ବ୍ଲକ ର କର୍ମଚାରୀ ଓ ଉପସ୍ଥିତ ସବୁ ସ୍ୱୟଂସହାୟକ ମହିଳା ମାନଙ୍କୁ ଧନ୍ୟବାଦ ଅର୍ପଣ  କରିଥିଲେ  l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version