• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ନିର୍ବାଚନ ମଣ୍ଡଳୀ ଯୁବ ବିଜେଡି : ସଭାପତି ରାଜିବ ଲୋଚନ ପ୍ରଧାନ ଙ୍କ ତରଫରୁ ଜଳଛତ୍ରର ଶୁଭାରମ୍ଭ ଓ ଦହିପଣା ବଣ୍ଟନ

Proprietor Abhimanyu Maharana by Proprietor Abhimanyu Maharana
May 3, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରଣପୁର ନିର୍ବାଚନ ମଣ୍ଡଳୀ ଯୁବ ବିଜେଡି : ସଭାପତି ରାଜିବ ଲୋଚନ ପ୍ରଧାନ ଙ୍କ ତରଫରୁ ଜଳଛତ୍ରର ଶୁଭାରମ୍ଭ ଓ ଦହିପଣା ବଣ୍ଟନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୦୨ ମଇ ସୋମବାର / ରାଜସୁନାଖଳା/ରଣପୁର :-ନୟାଗଡ଼ ଜିଲ୍ଲାର ରଣପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନରେନ୍ଦ୍ରପୁର ଗ୍ରାମ ପଂଚାୟତ ସ୍ଥିତ ବିନୋଦପଡା ଗ୍ରାମର ଜାତୀୟ ରାଜପଥ ମୁଖ୍ୟ ସଡ଼କ ପାର୍ଶ୍ଵରେ ରଣପୁର ନିର୍ବାଚନ ମଣ୍ଡଳୀ ଯୁବ ବିଜେଡ ପକ୍ଷରୁ ମଇ ୦୨ ତାରିଖ ଦିନ ଜଳଛତ୍ରର ଶୁଭାରମ୍ଭ ଓ ଦହିପଣା ବଣ୍ଟନ ହୋଇଯାଇଛି ।ରଣପୁର ନିର୍ବାଚନ ମଣ୍ଡଳୀର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜଳଛତ୍ର କେନ୍ଦ୍ରରେ ଦହିପାଣି ଓ ବିଶୁଦ୍ଧ ଥଣ୍ଡା ପାଣି ବଣ୍ଟନର ଶୁଭାରମ୍ଭ କରି ଉଦଘାଟନ କରିଥିଲେ ।

ରଣପୁର ନିର୍ବାଚନ ମଣ୍ଡଳୀ ଯୁବ ବିଜେଡି ସଭାପତି ତଥା ଆଇନଜୀବି ରାଜିବ ଲୋଚନ ପ୍ରଧାନ ତତ୍ତ୍ୱାବଧାନରେ ଏବଂ ନରେନ୍ଦ୍ରପୁର ଗ୍ରା:ପ ସରପଞ୍ଚ ତ୍ରିନାଥ ରାଉତଙ୍କ ନେତୃତ୍ୱରେ ଜଳଛତ୍ର କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ଗ୍ରୀଷ୍ମ ଋତୁରେ ପ୍ରଥମ ଦିନ  ଦହିପଣା ବଣ୍ଟନ ସହ ପ୍ରତିଦିନ ଜଳଛତ୍ର ଏହିପରି କାର୍ଯ୍ୟକ୍ରମ ଚାଲୁରହିବ । ଜଳଛତ୍ର ଓ ଦହିପଣା ବଣ୍ଟନ ଶୁଭାରମ୍ଭ କାର୍ଯ୍ୟକ୍ରମରେ ରଣପୁର ବ୍ଲକ ଉପାଧ୍ୟକ୍ଷ ପ୍ରଭାତ କୁମାର ଦଳବେହେରା, କୁଲାଶର ବିଜେଡି ସଭାପତି ରାମକୃଷ୍ଣ ପଟ୍ଟନାୟକ,

ଲୋଧାଚୁଆ ସମିତିସଭ୍ୟ ମୀନକେତନ ନାୟକ,ରାଜସୁନାଖଳା ସରପଞ୍ଚ ଚିତ୍ତରଞ୍ଜନ ପ୍ରଧାନ,ସନ୍ତୋଷ କୁମାର ସାହୁ,ସୁଚିତ୍ରା ବେହେରା,କୃଷ୍ଣ ଚନ୍ଦ୍ର ଦାଶ, ଅଶୋକ ପ୍ରଧାନ, ଆଶିଷ ପ୍ରହରାଜ,ଭାସ୍କର ସେଠୀ, ସନ୍ତୋଷ ପ୍ରଧାନ, ରତ୍ନାକର ରାଉତ,ବିଲି ପଟ୍ଟନାୟକ ପ୍ରମୁଖ ସମେତ କାଉନସିଲର, ପଞ୍ଚାୟତ ପ୍ରତିନିଧି ଓ ବହୁ ବିଜେଡି କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ ଓ ପରବର୍ତ୍ତୀ କାର୍ଯ୍ୟକ୍ରମରେ ରାଜସୁନାଖଳା ଜୋନ ଯୁବ ବିଜେଡି ସାଂଗଠନିକ ବୈଠକ ସହ ନୂତନ ବିଜୁ ଯୁବ ଜନତା ଦଳ କାର୍ଯ୍ୟଳୟ ଉଦଘାଟିତ ହୋଇଯାଇଅଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

September 7, 2026
ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

September 7, 2026
ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ

September 7, 2026
ଆଇଆଇଟି ଭୁବନେଶ୍ୱରର ଅଧ୍ୟାପକ ଡକ୍ଟର ଶ୍ରୀକାନ୍ତ ଗୋଲାପୁଡିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬

ଆଇଆଇଟି ଭୁବନେଶ୍ୱରର ଅଧ୍ୟାପକ ଡକ୍ଟର ଶ୍ରୀକାନ୍ତ ଗୋଲାପୁଡିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬

September 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

Soulful Sarod of Virtuoso Pt. Tejendra Majumdar and Captivating Odissi by Smt

September 7, 2026
ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା…

September 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version