• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଓ ଆର୍‌ଏମ୍‌ଆର୍‌ସି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

Proprietor Abhimanyu Maharana by Proprietor Abhimanyu Maharana
May 5, 2022
in ଓଡ଼ିଶା, ମହାନଗର, ହୋମ୍
0
ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଓ ଆର୍‌ଏମ୍‌ଆର୍‌ସି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ /୦୪ ମଇ ବୁଧବାର/ ଭୁବନେଶ୍ୱର :- ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଓ ଆଞ୍ଚଳିକ ଭେଷଜ ଗବେଷଣା କେନ୍ଦ୍ର (ଆର୍‌ଏମ୍‌ଆର୍‌ସି, ଆଇସିଏମ୍‌ଆର୍‌) ମଧ୍ୟରେ ଓଡ଼ିଶାରେ ଜନଜାତି ସ୍ୱାସ୍ଥ୍ୟ ପର୍ଯ୍ୟବେକ୍ଷଣ ସ୍ଥଳ (ଟ୍ରାଇଏଚ୍‌ଓବି) ପ୍ରତିଷ୍ଠା ନିମନ୍ତେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଏହିଭଳି ପର୍ଯ୍ୟବେକ୍ଷଣ ସ୍ଥଳ ଦେଶରେ ସର୍ବପ୍ରଥମ । ବୁଝାମଣାପତ୍ର ସ୍ୱାକ୍ଷର ଅବସରରେ ମୁଖ୍ୟ ଅତିଥି ଭାବେ ‘ମୋ ସ୍କୁଲ ଅଭିଯାନ’ର ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ବାଗ୍‌ଚୀ ଯୋଗ ଦେଇଥିଲେ ା ଶ୍ରୀମତୀ ବାଗ୍‌ଚୀଙ୍କ ଉପସ୍ଥିତିରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ଏବଂ ପଛୁଆବର୍ଗ କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ରଞ୍ଜନା ଚୋପ୍ରା ଏବଂ ଆର୍‌ଏମ୍‌ଆର୍‌ସି, ଆଇସିଏମ୍‌ଆର୍‌ର ନିର୍ଦ୍ଦେଶକ ଡକଫର ସଂଘମିତ୍ରା ପତିଙ୍କ ମଧ୍ୟରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା । ଓଡ଼ିଶାରେ ଜନଜାତିମାନଙ୍କର ସ୍ୱାସ୍ଥ୍ୟ ଉପରେ ଟ୍ରାହବ୍‌ ଏକ ଆଧାର ହୋଇପାରିବ ।

ଆଭାସୀ ମାଧ୍ୟମରେ ପ୍ରତିଷ୍ଠିତ ପ୍ରମାଣଭିତ୍ତିକ ଏହି ହବ୍‌ କ୍ରିୟାଶୀଳ ଓ ଫଳପ୍ରସୂ, ନୀତିକୈନ୍ଦି୍ରକ ହେବ । ବର୍ତ୍ତମାନ କାର୍ଯ୍ୟକାରୀ ହେଉଥିବା କାର୍ଯ୍ୟକ୍ଷମତା, ବିଭିନ୍ନ ରୋଗ ସଂପର୍କୀୟ ପର୍ଯ୍ୟବେକ୍ଷଣ, ସେମାନଙ୍କର ସ୍ୱାସ୍ଥ୍ୟ ସଂପର୍କିତ ବ୍ୟବହାର, ଓଡ଼ିଶାରେ ଜନଜାତି ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ଏଥିରେ ଅନ୍ତର୍ଭୁକ୍ତ ହେବ । ଏହା ଓଡ଼ିଶାର ଜନଜାତି ପରିବାରରେ ସଚେତନତା ସୃଷ୍ଟି ସହିତ ପ୍ରତିଷେଧକ ବ୍ୟବସ୍ଥା ଆଣିପାରିବ । ଏହି ଅବସରରେ ମୁଖ୍ୟ ଅତିଥି ଶ୍ରୀମତୀ ବାଗ୍‌ଚୀ ଓଡ଼ିଶା ଜନଜାତି ପରିବାର ସ୍ୱାସ୍ଥ୍ୟ ସର୍ଭେର ଶୁଭାରମ୍ଭ କରିଥିଲେ । ଏହା ଦ୍ୱାରା ଆଦିବାସୀ ସଂପ୍ରଦାୟଙ୍କ ସ୍ୱାସ୍ଥ୍ୟ ଉପରେ ଏକ ବ୍ୟାପକ ସର୍ଭେ ହୋଇପାରିବ । ଏଥିରେ ଉଚ୍ଚମାନର ଜନ୍ମ, ମୃତୁ୍ୟ ରୋଗ ପ୍ରଭୃତିର ପରିସଂଖ୍ୟାନର ଅନୁଶୀଳନ ଓ ସ୍ୱାସ୍ଥ୍ୟ ସଂପର୍କିତ ସମସ୍ତ ତଥ୍ୟ ଗଚ୍ଛିତ ଓ ସଂରକ୍ଷିତ ତଥା ଉପଲବ୍ଧ ହୋଇପାରିବ । ଆଉ ମଧ୍ୟ ଏହି ଅବସରରେ ଭାରତରେ ସିକିଲ୍‌ସେଲ୍‌ ଆନେମିଆ ଉପରେ ପ୍ରମାଣଭିତ୍ତିକ ଗବେଷଣାତ୍ମକ ସଂକ୍ଷିପ୍ତ ବିବରଣ ଓ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଓ ଆର୍‌ଏମ୍‌ଆର୍‌ସି ଦ୍ୱାରା ହୋଇଥିବା ଓଡ଼ିଶା ଜନଜାତି ସେରୋସର୍ଭେ ରିପୋର୍ଟ ମଧ୍ୟ ଉନ୍ମୋଚିତ ହୋଇଥିଲା ।

ଏହି ସଂକ୍ଷିପ୍ତ ବିବରଣ ଭାରତରେ ସିକିଲ୍‌ସେଲ୍‌ ଉପରେ ଗବେଷକ, ନୀତି ନିର୍ଦ୍ଧାରକ ଓ ସ୍ୱାସ୍ଥ୍ୟସେବା ବିଶେଷଜ୍ଞମାନଙ୍କ ନିମନ୍ତେ ବେଶ୍‌ ଉପଯୋଗୀ । ସିକିଲ୍‌ସେଲ୍‌ ଉପରେ ରାଜ୍ୟସ୍ତରୀୟ ପରାମର୍ଶ କର୍ମଶାଳାରେ ଏହି ରୋଗ ଉପରେ ମଧ୍ୟ ଏକ ବୌଦ୍ଧିକ ଆଲୋଚନା ହୋଇଥିଲା । ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ ନିର୍ଦ୍ଦେଶକ, ଏସ୍‌ଟି ତଥା ଓଟିଡିସିର ସିଇଓ ଶ୍ରୀମତୀ ଗୁହା ପୁନମ ତାପସ କୁମାର, ଏସ୍‌ସିଏସ୍‌ଟିଆର୍‌ଟିଆଇର ନିର୍ଦ୍ଦେଶକ ତଥା ସ୍ୱତନ୍ତ୍ର ସଚିବ ଡ. ଏ.ବି. ଓତା, ବିଭାଗୀୟ ସ୍ୱତନ୍ତ୍ର ସଚିବ ବିଶ୍ୱରଞ୍ଜନ ସାସମଲ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ, କ୍ଲିନିକାଲ ହେମାଟୋଲୋଜି ବିଭାଗର ପ୍ରଫେସର ଓ ମୁଖ୍ୟ ଆଜିର ଏହି ଉତ୍ସବରେ ଯୋଗଦାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

June 27, 2026
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

June 27, 2026
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version